Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Odisha
All about all odisha state news updates
ଆଜି ଟ୍ରେଡ୍ ୟୁନିଅନର ୧୨ ଘଣ୍ଟିଆ ଭାରତ ବନ୍ଦ ,ବଜାର, ଯାନବାହନ, ସ୍କୁଲ, କଲେଜ ବନ୍ଦ ଡାକରା
ଆଜି ଟ୍ରେଡ୍ ୟୁନିଅନର ୧୨ ଘଣ୍ଟିଆ ଭାରତ ବନ୍ଦ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା । ବଜାର, ଯାନବାହନ, ସ୍କୁଲ, କଲେଜ ବନ୍ଦ ଡାକରା । କେତେକ ଘରୋଇ ସ୍କୁଲରେ ସ୍ଥଗିତ ରହିଲା ପରୀକ୍ଷା । ବନ୍ଦ ପ୍ରଭାବରେ ବନ୍ଦ ରହିପାରେ ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ । ଖୋଲିବ ସରକାରୀ ଅଫିସ, ଚାଲିବ…
ଆସନ୍ତାକାଲି ଭାରତ ବନ୍ଦ ଡାକରା
ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଚାଷୀ ସଂଗଠନ ସମର୍ଥନରେ ଅନେକ କେନ୍ଦ୍ରୀୟ ଟ୍ରେଡ ୟୁନିଅନ…
ସତ୍ୟବ୍ରତ ହତ୍ୟାକାଣ୍ଡ ମାମଲା : ଆତ୍ମ ସମର୍ପଣ କଲା ଅଭିଯୁକ୍ତ ଦୀନେଶ ନାୟକ
ବହୁ ଚର୍ଚ୍ଚିତ ଭୁବନେଶ୍ଵର ନୀଳାଦ୍ରି ବିହାର ଟ୍ୟାକ୍ସି ଡ୍ରାଇଭର ସତ୍ୟବ୍ରତ ହତ୍ୟା ମାମଲାରେ ଆତ୍ମ ସମର୍ପଣ କଲା ଅଭିଯୁକ୍ତ ଦୀନେଶ ନାୟକ। ଜଗତସିଂହପୁର ଟାଉନ ଥାନାରେ ଆତ୍ମସମର୍ପଣ କରିବା ପରେ ତାର ଜେରା ଚାଲିଛି। ପ୍ରେମିକା ଲିଜାକୁ ଅଟକ ରଖି ମଧ୍ୟ ପୋଲିସ ଜେରା କରୁଛି।ଦିନେଶକୁ…
ପ୍ରଦୂଷଣ ପ୍ରମାଣପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ – ହାଇକୋର୍ଟ
ପ୍ରଦୂଷଣ ପ୍ରମାଣପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ । ମଙ୍ଗଳବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏ ସମ୍ପର୍କୀତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ୍ ୧୬୭ ସବ୍ କ୍ଲଚ୍ ୧୨ ଅନୁସାରେ ବକେୟା ଚାଲାଣ ଥିଲେ PUCC…
ଧାନ ମଣ୍ଡି,ମକାର ଅଭାବୀ ବିକ୍ରି ଭଳି ସମସ୍ୟାର ସମାଧାନ ପାଇଁ ଆଜି ନବରଙ୍ଗପୁର ଜିଲ୍ଲାର ୪ଟି ବ୍ଲକରେ ବନ୍ଦ ପାଳନ…
ଆଜି ନବରଙ୍ଗପୁର ଜିଲ୍ଲାର ୪ଟି ବ୍ଲକରେ ବନ୍ଦ ପାଳନ ହେଉଛି । ସଂଗ୍ରାମୀ ମଞ୍ଚ ପକ୍ଷରୁ ବନ୍ଦ ଡାକରା ହେଉଥିବା ବେଳେ ସମର୍ଥନ ଦେଇଛି କଂଗ୍ରେସ। ଭୂ-ବନ୍ଦୋବସ୍ତ, ମେଡିକାଲ କଲେଜ, ଧାନ ମଣ୍ଡି ସମସ୍ୟା, ମକାର ଅଭାବୀ ବିକ୍ରି ଭଳି ସମସ୍ୟାର ସମାଧାନ ପାଇଁ ଗର୍ଜିଛି ଉମରକୋଟ ସଂଗ୍ରାମ ମଞ୍ଚ।…
ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ , ଶୁଣିଲେ ୭୦୦ ଅଭିଯୋଗ
ଆଜି ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୭୦୦ ଅଭିଯୋଗ ଆସିଥିଲା। ଅଭିଯୋଗ ଗୁଡ଼ିକର ଆଲୋଚନା ହୋଇ ସଂପୃକ୍ତ ବିଭାଗକୁ ପଠା ଯାଇଛି। ଆଜି ଜନ ଶୁଣାଣି ବେଳେ ୫ ବରିଷ୍ଠ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ।…
ଓଡ଼ିଶାର ଖରିଫ ଧାନ କିଣା ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା…
ଧାନ କିଣାରେ ଅବ୍ୟବସ୍ଥା । ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା । ମଣ୍ଡିରେ ଚାଷୀ ହନ୍ତସନ୍ତ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଓଡ଼ିଶାରେ ଚାଲିଥିବା ଖରିଫ ଧାନ କିଣା ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…
ସାମ୍ନାକୁ ଆସିଲା ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ମର୍ଡର ଲିଙ୍କ,ପ୍ରେମ ସମ୍ପର୍କ ବିଷୟରେ ଜାଣିଦେଲେ ବୋଲି ତଣ୍ଟି କାଟି…
ଶିଶୁଭବନ ଓଭରବ୍ରିଜ୍ କାର୍ ଦୁର୍ଘଟଣାରେ ନୂଆ ଟ୍ବିଷ୍ଟ । ସାମ୍ନାକୁ ଆସିଲା ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ମର୍ଡର ଲିଙ୍କ। କାଲି ହତ୍ୟାର ଶିକାର ଯୁବକ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ କାର୍ ଚଲାଉଥିଲେ। ହତ୍ୟା ଖବର ପାଇ ଭୟଭୀତ କାର୍ ମାଲିକ ଅନ୍ୟ ଏକ ଡ୍ରାଇଭର ଠିକ କରି ଗାଡ଼ି ନେବା ପାଇଁ…
ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା
ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ ଉପସଭାପତି ପ୍ରତାପ ଜେନା ।…
୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରିବାରର ନିକଟତମ…