Trending
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
Browsing Category
Odisha
All about all odisha state news updates
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି।
ଏ ନେଇ ଶ୍ରୀମନ୍ଦିରରେ…
ସୁସ୍ଥ ହେଉଛନ୍ତି ନବୀନ
ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି।
ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍ ଅଲ୍ଟିମେଟ୍ରେ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟ୍ରେ ଭର୍ତ୍ତି…
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ତେବେ ବରିଷ୍ଠ ନେତାମାନେ…
ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଅପପୁଷ୍ଟି ରୋକିବା ପାଇଁ ବିଭାଗ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ବିଶେଷ କରି ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ପାଇଁ ଉପଯୁକ୍ତ ତଦାରଖ…
ଆସୁଛି ଲଘୁଚାପ, ୨୦ ଯାଏଁ ବର୍ଷା
ଲଘୁଚାପର ପ୍ରଭାବରେ ଚଳିତ ମାସ ସାରା ବର୍ଷା ଲାଗି ରହିଛି । ତେବେ ପୁଣି ଏକ ଲଘୁଚାପ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ସୋମବାରଠାରୁ…
୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି
ରାଜ୍ୟ ସରକାର ଏନ୍ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ ଅନୁଗୁଳଜିଲ୍ଲା ପାଳଲହଡ଼ା, ସୁବର୍ଣ୍ଣପୁର ଜିଲ୍ଲା…
ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଯୁବକଙ୍କ ମୃତ୍ୟୁ
ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଯୁବକଙ୍କ ମୃତ୍ୟୁ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ତାଙ୍କର ମୃତ୍ୟୁ ହୋଇଛି । ଗତକାଲି ବାଲିପାଟଣା ଥାନା ଅଞ୍ଚଳର ଜ୍ୟୋତି ରଞ୍ଜନ ମାଟିଆଙ୍କୁ ସମ୍ପତ୍ତି ବଣ୍ଟାକୁ ନେଇ ତାଙ୍କ ପରିବାର ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ବାପା, ସାବତ…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀମାନଙ୍କୁ ଖୋଜି ବାହାର କରିବ ବିଜେପି ସରକାର
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀଙ୍କୁ ଧରାଯିବା ଉପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,
ଯେଉଁ କମିସନ ବସିଥିଲା ତାହାର ଏବେ ତର୍ଜମା କରାଯାଉଛି। ଆଇନ ବିଭାଗ, ଆଇନ ବିଶାରଦମାନେ ତର୍ଜମା କରୁଛି। ଉପଯୁକ୍ତ ସମୟରେ ଉପଯୁକ୍ତ…
ଆଜି ପବିତ୍ର ଜନ୍ମାଷ୍ଟମୀ,ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ
ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ…
ବିଜେପି ଶାସନକୁ ଆସିବା ପରେ ମେଟ୍ରୋ ପ୍ରକଳ୍ପ ଅନିଶ୍ଚିତତା ଭିତରେ ରହିଯାଇଛି – ଲେନିନ ମହାନ୍ତି
ପୂର୍ବତନ ସରକାରଙ୍କ ଏକ ବୃହତ୍ ପରିକଳ୍ପନା ‘ଭୁବନେଶ୍ବର ମେଟ୍ରୋ ଟ୍ରେନ୍’ ପ୍ରକଳ୍ପ ବିଳମ୍ବ ହେଉଛି। ରାଜ୍ୟରେ ସରକାର ବଦଳିବା ପରେ ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ଏକ ପ୍ରକାରର ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି ବୋଲି ବିରୋଧୀ ଦଳଗୁଡ଼ିକ ପ୍ରତିକ୍ରିୟା ରଖୁଛନ୍ତି। ଭୁବନେଶ୍ବର…