Browsing Category

Odisha

All about all odisha state news updates

ଆଜିଠାରୁ ଆରମ୍ଭ ବିଧାନସଭା ବଜେଟ ଅଧିବେଶନ,ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି…

ବିଧାନସଭା ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତି।…

ପରଲୋକରେ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ

ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ  ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି। ୭୯ ବର୍ଷ ବୟସରେ ପରଲୋକ। ସୂଚନା ଯୋଗ ଯେ,…

ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି  ପରୀକ୍ଷା । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଡେଡଲାଇନ ସ୍ଥିର କଲା…

କଂଗ୍ରେସକୁ ଝଟକା: ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ଏବଂ ବରିଷ୍ଠ ନେତା ଭୂପେନ କୁମାର ବୋରାହ

ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଆସାମ କଂଗ୍ରେସକୁ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ଏବଂ ବରିଷ୍ଠ ନେତା ଭୂପେନ କୁମାର ବୋରାହ ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ସେ ୩୨ ବର୍ଷର ଲମ୍ବା ରାଜନୈତିକ ଯାତ୍ରା ପରେ ଦଳ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ବୋରାହ…

ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟରେ ବୁଡ଼ିଗଲେ ପାଞ୍ଚ ଜଣ ପର୍ଯ୍ୟଟକ

ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟରେ ବୁଡ଼ିଗଲେ ପାଞ୍ଚ ଜଣ ପର୍ଯ୍ୟଟକ । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସମୁଦ୍ର କୂଳରେ ସେକ୍ଟର୨ ଓ ସେକ୍ଟର ୧୦ରେ ଘଟିଛି ଅଘଟଣ । ଖବର ଅନୁଯାୟୀ,…

ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣା: ୪ ଲକ୍ଷର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ…

ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏବଂ ସିଏମଆରଏଫ୍ ରୁ ୪ ଲକ୍ଷର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗଞ୍ଜାମ ଖଲ୍ଲିକୋଟରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ…

ମହାଶିବରାତ୍ରୀରେ ଉପବାସରେ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ

ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି   ।  ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ ଧାରଣା କରିବାରୁୁ…

ଆଜି ପବିତ୍ର ଜାଗର,ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ

ଆଜି ପବିତ୍ର ଜାଗର। ଦେବାଧି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ । ଏଥିଲାଗି ରାଜ୍ୟର ବିଭିନ୍ନ ଶୈବପୀଠ ଆଜି ଚଳଚଞ୍ଚଳ ହୋଇଉଠିଛି। ଶିବମୟ ହୋଇପଡିଛି ପରିବେଶ । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଲିଙ୍ଗରାଜରୁ ଲୋକନାଥ ଓ…

କେନ୍ଦୁଝର ଜିଲ୍ଲାକୁ ୧୦୦ କୋଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା…

ଏପ୍ରିଲ ୧୬ ରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

୨୦୨୭ ମସିହା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ ଓ ପ୍ରାକ ପ୍ରସ୍ତୁତି ବୈଠକ । ଚଳିତବର୍ଷ ଏପ୍ରିଲ ୧୬ ରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ସେନ୍ସସ୍ ପୋର୍ଟାଲରେ ଲଗ୍ ଇନ୍ କରି ନିଜର ସମସ୍ତ ତଥ୍ୟ ସହଜରେ ଅପଲୋଡ଼ କରିପାରିବେ । ରାଜ୍ୟ ଜନଗଣନା ନିର୍ଦ୍ଦେଶାଳୟର…