Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Odisha
All about all odisha state news updates
ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା
ରାଜ୍ୟରେ ଆସନ୍ତା ୫ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,…
ଆଇଆଇଟି ଭୁବନେଶ୍ୱର ପକ୍ଷରୁ ‘ ଉର୍ଜା, ପରିବେଶ ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର, ୧୯ ମଇ ୨୦୨୫: ୧୬ ରୁ ୧୮ ମଇ ୨୦୨୫ ମଧ୍ୟରେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଭୁବନେଶ୍ୱରରେ ମ୍ୟାଟେରିଆଲ୍ସ ରିସର୍ଚ୍ଚ ସୋସାଇଟି ଅଫ୍ ଇଣ୍ଡିଆ (MRSI) ସହଯୋଗରେ "ଉର୍ଜା, ପରିବେଶ ଏବଂ ସ୍ଥାୟୀତ୍ୱରେ ଉନ୍ନତ ସାମଗ୍ରୀ" (AMEES-୨୦୨୫) ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ…
ଜ୍ୟୋତି ମାଲହୋତ୍ରା ଗିରଫ ପରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ଖୋଳତାଡ଼
ପାକିସ୍ତାନର ସ୍ପାଏ ଭାବେ କାର୍ଯ୍ୟ କରୁଥିଲେ ଜ୍ୟୋତି ମାଲହୋତ୍ରା । ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ତାଙ୍କୁ ନେଇ ଚର୍ଚା ଜୋର ଧରିଛି । ଏହାରି ମଧ୍ୟରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ପୋଲିସ ତନାଘନା ଆରମ୍ଭ କରିଛି ।
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା…
ଓଡ଼ିଶାରେ ଏନଆଇଏ କାର୍ଯ୍ୟାଳୟ
ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)ର ଓଡ଼ିଶା ଶାଖାକୁ ଥାନା ମାନ୍ୟତା ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ଭିଏସ୍ଏସ୍ ନଗରସ୍ଥିତ ବିଏସ୍ଏନ୍ଏଲ୍ କୋଠାରେ ପୂର୍ବରୁ ବ୍ରାଞ୍ଚ ଅଫିସ କାର୍ଯ୍ୟ କରୁଥିବାବେଳେ ଏହା ଏବେ ପୋଲିସ ଥାନା ଭାବେ…
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…
ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ ଛାନଭିନ ହୋଇଛି।…
ଅପରେସନ ସିନ୍ଦୂରର ସଫଳତା ପାଳନ
ଅପରେସନ ସିନ୍ଦୂରର ସଫଳତା ପାଳନ ଅବସରରେ ମାଷ୍ଟର କ୍ୟାଣ୍ଟିନଠାରେ ମିସନ୍ ଶକ୍ତି ବିଭାଗ ପକ୍ଷରୁ ‘ସିନ୍ଦୂର ଯାତ୍ରା’ ଆୟୋଜିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ୍ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ…
୭ ଜିଲ୍ଲାକୁ ରେଡ୍ ଆଲର୍ଟ
ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ସହିତ ଗୁଳୁଗୁଳି ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ଜନଜୀବନ ଅସ୍ତବ୍ୟସ୍ତ କରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଏହାସହ କାଳବୈଶାଖୀ ଯୋଗୁଁ ୪ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ…
ଓଡିଶାକୁ ଏକ ମିଶ୍ରିତ ଅର୍ଥନୀତି ଭାବେ ଗଢିତୋଳିବା
ଭାରତ ବର୍ଷରେ ଖଣିଜ ସମ୍ପଦ ପରିପୂର୍ଣ୍ଣ ଭାବେ ଓଡ଼ିଶା ହେଉଛି ଏକ ଅଗ୍ରଣୀ ରାଜ୍ୟ। ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡ଼ିଶାରେ ମହଜୁଦ୍ ଅଛି। ଓଡ଼ିଶା ଖଣି ନିଗମ (ଓଏମ୍ସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ…
ଓୟୋ ହୋଟେଲ ଛାତରୁ ତଳକୁ ଡେଇଁଲେ କାହିଁକି ଯୁବତୀ
ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଜଣେ ଯୁବତୀ ଓୟୋ ହୋଟେଲ ଛାତରୁ ପଡ଼ିଯାଇ ମୃତ୍ୟୁ ଘଟିଛି । ତାଙ୍କ ପ୍ରେମିକ ତାଙ୍କୁ ଠେଲିଦେଇ ଥବା ଝିଅର ମା ଅଭିଯୋଗ କରିଛନ୍ତି । ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା…