Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Odisha
All about all odisha state news updates
ଓଡ଼ିଆଙ୍କ ହକ ପାଇଁ ଓଡ଼ିଆ ଜନତା କଂଗ୍ରେସ ଲଢିବ-ପ୍ରତିଷ୍ଠାତା ମହମ୍ମଦ ମୋକିମ
ଓଡ଼ିଶାରେ ବିଧିବଦ୍ଧ ଭାବେ ଓଡ଼ିଶା ଜନତା କଂଗ୍ରେସ ଦଳ ଗଠନ ହୋଇଛି। ଓଡ଼ିଶା ଜନତା କଂଗ୍ରେସର ପ୍ରତିଷ୍ଠାତା ମହମ୍ମଦ ମୋକିମ ବୁଧବାର ଏହା କହିଛନ୍ତି। ଓଡ଼ିଆଙ୍କ ହକ ପାଇଁ ଓଡ଼ିଆ ଜନତା କଂଗ୍ରେସ ଲଢିବ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଶ୍ରୀ ମୋକିମ କହିଛନ୍ତି ଯେ, ଓଡ଼ିଶା ଜନତା…
ଯେତେବେଳେ ମହିଳା ନେତୃତ୍ୱ ନିଅନ୍ତି, କେବଳ ସେ ନିଜେ ସଶକ୍ତ ହୁଅନ୍ତି ନାହିଁ ବରଂ ରାଷ୍ଟ୍ରକୁ ସଶକ୍ତ କରନ୍ତି –…
ଯେତେବେଳେ ମହିଳା ନେତୃତ୍ୱ ନିଅନ୍ତି, କେବଳ ସେ ନିଜେ ସଶକ୍ତ ହୁଅନ୍ତି ନାହିଁ ବରଂ ରାଷ୍ଟ୍ରକୁ ସଶକ୍ତ କରନ୍ତି । ଭୁବନେଶ୍ୱର ଠାରେ ଆୟୋଜିତ ‘ନାରୀ ଶକ୍ତି ବନ୍ଦନ’ ସମ୍ମିଳନୀରେ ଯୋଗଦେଇ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି…
ଆସନ୍ତାକାଲି ଆତ୍ମପ୍ରକାଶ କରିବ ନୂଆ ଆଂଚଳିକ ଦଳ ଓଡିଶା ଜନତା କଂଗ୍ରେସ
ଆସନ୍ତାକାଲି ଆତ୍ମପ୍ରକାଶ କରିବ ନୂଆ ଆଂଚଳିକ ଦଳ ଓଡିଶା ଜନତା କଂଗ୍ରେସ। ଏଥିପାଇଁ ଭୁବନେଶ୍ଵର ପ୍ରଦର୍ଶନୀ ପଡିଆରେ ଏକ ବଡ ସମାବେଶ ଆୟୋଜିତ କରାଯାଉଛି। ଯୁବକମାନଙ୍କୁ ନେଇ ଏହି ନୂଆ ଦଳ ଆଗକୁ ବଢାଇବାକୁ ଯୋଜନା ହୋଇଛି । ବିଜେଡ଼ି କଂଗ୍ରେସର ବହୁ ନେତା ଓ ବିଧାୟକ ନିର୍ବାଚନ ସମୟରେ ଓଡିଶା…
ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ ପାଳିତ
ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ । ଦେଶ ତଥା ରାଜ୍ୟର ବିଭିନ୍ନସ୍ଥାନରେ ବଡ଼ ଧୂମଧାମରେ ପାଳନ କରାଯାଉଛି ଆମ୍ବେଦକରଙ୍କ ଜନ୍ମ ଦିବସ ।
ଏହାରି ମଧ୍ୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଡ଼କ୍ଟର ବି.ଆର୍.ଆମ୍ବେଦକରଙ୍କ ଜନ୍ମବାର୍ଷିକୀର…
ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି
ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି ।ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ମୁତାବିକ, ଏପ୍ରିଲ ୧, ୨୦୨୬ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷୀୟ ମହିଳା, ଯୁବତୀମାନେ…
ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି ,ବିଭିନ୍ନ ପୀଠରେ ଝାମୁଯାତ୍ରା ପାଳିତ
ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି । ପଣା ସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଉପାସନା ସହ ଭକ୍ତମାନେ ହନୁମାନ ଚାଳିଶା ପାଠକରନ୍ତି। ସେଥିପାଇଁ ବିଭିନ୍ନ ହନୁମାନ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି ।
ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ…
ଭୁବନେଶ୍ବରକୁ ୭୮ ବର୍ଷ,ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ
୭୮ ବର୍ଷରେ ପାଦ ଦେଲା ଭୁବନେଶ୍ବର । ପ୍ରତିଷ୍ଠା ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ । ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ଲୋକସେବା ଭବନ ଠାରୁ ଆରମ୍ଭ କରି ବିଧାନସଭା ସୌଧ । ଏହି ଅବସରରେ ସହରରେ ଦୁଇ ଦିନିଆ ‘ରାଜଧାନୀ ମହୋତ୍ସବ’ ଆରମ୍ଭ ହୋଇଛି । ଆଜି ସକାଳୁ ପିଏମଜି ଛକ ନିକଟରେ ଥିବା…
ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଦିନିକିଆ ଗସ୍ତରେ ରାଉରକେଲା ଆସିବେ ମହାମହିମ । ଏପ୍ରିଲ ୨୧ରେ ରାଉରକେଲା ଗସ୍ତ କରି ୧୫୭ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୧ଟା୧୦ରେ…
କିମ୍ବଦନ୍ତୀ କଣ୍ଠଶିଳ୍ପୀ ଆଶା ଭୋସଲେଙ୍କର ପରଲୋକ,ବିଭିନ୍ନ ମହଲରୁ ତାଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇ…
ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା କିମ୍ବଦନ୍ତୀ କଣ୍ଠଶିଳ୍ପୀ ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଶା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ତାଙ୍କର…
ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ
ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ ହେବ । ଗତ ମାସରେ ହୋଇଥିବା କ୍ଷେତ୍ରୀୟ ପରିଦର୍ଶନର ରିପୋର୍ଟକୁ ଶୁଣାଣିରେ ଅନ୍ତର୍ଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ । ଅଗଷ୍ଟ ୨୦୨୫ରୁ ଏବେ ପର୍ଯ୍ୟନ୍ତ ଟେକ୍ନିକାଲ ଟିମ୍ର ୧୩ ଥର ବୈଠକ ହୋଇ ସାରିଛି । ମହାନଦୀରେ…