Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ।
ଭୁବନେଶ୍ୱର ବଡ଼ଗଡ଼…
ବନ୍ଧା ହେଲେ ଡିଏଫ୍ଓ ବାବୁ
ବନ୍ଧା ହେଲେ ଡିଏଫ୍ଓ ବାବୁ। କେନ୍ଦୁଝର କେନ୍ଦୁଲିଫ୍ ଡିଭିଜିନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ୩ ଦିନ ହେବ କେନ୍ଦୁଲିଫ୍ ଡିଭିଜନର ବନଖଣ୍ଡ ଅଧିକାରୀ ନିତ୍ୟାନନ୍ଦ ନାୟକଙ୍କ ଘର ଓ…
ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନକରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲୋକସେବା…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଲେ କାହିଁକି ?
ରାଜ୍ୟ ସରକାର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଚାଲିଥିବା ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଉଥିବା ବେଳେ…
ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ
ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ ହୋଇଛନ୍ତି। ତାଙ୍କୁ ପଦରୁ ନିଲମ୍ବନ କରିଛନ୍ତି ଜାତୀୟ ଯୁବ କଂଗ୍ରେସ ସଭାପତି ବରୁଣ ଚୌଧୁରୀ। ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ ଉଦିତଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ସୂଚନାଯୋଗ୍ୟ, ଥଣ୍ଡା ପାନୀୟରେ ନିଶା ଦେଇ…
ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା
ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା। ଭୁବନେଶ୍ଵର ଏମ୍ସରେ ପୀଡିତାଙ୍କ ଚିକିତ୍ସା ଜାରି ରହିଥିବାବେଳେ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଛି। ଏଥିଲାଗି ଏମ୍ସର ବିଜୁ ପଟ୍ଟନାୟକ ବିମାନ ବନ୍ଦର ପର୍ଯ୍ୟନ୍ତ ଗ୍ରୀନ୍ କରିଡର କରାଯାଇଛି। ଆଜି ସକାଳେ ପ୍ରଥମେ ଡାକ୍ତରୀ ଟିମ୍…
ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା
ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା। ବର୍ତ୍ତମାନ୍ ପୀଡିତା ଜଣଙ୍କୁ ଭୁବନେଶ୍ଵର ଏମ୍ସରେ ଚିକିତ୍ସା କରାଯାଉଥିବା ବେଳେ ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବା ନେଇ ସୂଚନା ମିଳିଛି। ଡାକ୍ତରୀ ଟିମ୍ ସହ ପୀଡିତାଙ୍କ ପରିବାର ଲୋକଙ୍କର ଆଲୋଚନା ହୋଇଛି। ଦିଲ୍ଲୀ ଏମ୍ସ ସହ ଏୟାରଲିଫ୍ଟ ନେଇ ଯୋଗାଯୋଗ…
ବଳଙ୍ଗା ପ୍ରସଙ୍ଗ : ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ଼
ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ମହିଳା କଂଗ୍ରେସ ଘେରିଛି। ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ…
ବଳଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ – ପ୍ରଭାତୀ ପରିଡ଼ା
ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର…
ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାଯାଇଛି। ତାଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି ଦୁର୍ବୃତ୍ତ। ନାବାଳିକାଜଣକ ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାଙ୍କୁ…