Browsing Category

Odisha

All about all odisha state news updates

ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଜନଗଣନା

ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଜନଗଣନା । ଏପ୍ରିଲ ସୁଦ୍ଧା ଘର ଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ । ଘର ଗଣନା ପରେ ଆରମ୍ଭ ହେବ ଜନଗଣନା । ଡିଜିଟାଲ ପ୍ରକ୍ରିୟାରେ ହେବ ଜନଗଣନା କାର୍ଯ୍ୟ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ସୂଚନା ଦେଇଛି । ତେବେ ଏଥର ଜନଗଣନା…

ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା

କୋରାପୁଟ ଜିଲ୍ଲା ଆଜିଠୁ ନକ୍ସଲମୁକ୍ତ ହୋଇଛି। ଏ ନେଇ ଆଜି ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ। ଏସିଏମ୍‌ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି। ମମତାଙ୍କ ଆତ୍ମସମର୍ପଣ ପରେ କୋରାପୁଟ ନକ୍ସଲମୁକ୍ତ ହେଲା ବୋଲି…

ଆଜି ଆରମ୍ଭ ହେବ ବ୍ଲାକ୍ ସ୍ବାନ୍ ସମ୍ମିଳନୀ, ଯୋଗଦେବେ ରାଷ୍ଟ୍ରପତି

ରାଜଧାନୀରେ ଆଜି ଆରମ୍ଭ ହେଉଥିବା ଦୁଇ ଦିନିଆ ବ୍ଲାକ୍ ସ୍ବାନ୍ ସମ୍ମିଳନୀ ଓଡ଼ିଶାରେ ଫିନଟେକ୍ କ୍ଷେତ୍ରରେ ସମ୍ଭାବନାର ନୂଆ ଦ୍ବାର ଉନ୍ମୁକ୍ତ କରିବ। ଡିଜିଟାଲ ଫାଇନାନ୍ସ କ୍ଷେତ୍ରରେ ପାରଙ୍ଗମ ବିଶ୍ବର ଶତାଧିକ ନେତୃତ୍ବ ଏବଂ ପ୍ରତିନିଧି ଯୋଗ ଦେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ…

ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ। ସମୟସୀମା ମଧ୍ୟରେ ସମସ୍ୟାର ସମାଧାନ…

ଜନ୍ମମାଟି ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ପୁରୀ ଶ୍ରୀମନ୍ଦିରରେ ଦର୍ଶନ ସାରି ତିନି ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ଲୁ-ବୁକ୍ ସିକ୍ୟୁରିଟି ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି, ମଙ୍ଗଳବାର ଏହାର…

ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

 ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ତାଙ୍କ ସହିତ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି । ଶ୍ରୀଜିଉଙ୍କ ଦର୍ଶନ କରି ଫେରିବା ପରେ ୨୨ ପାହାଚରେ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କାଲି ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ…

ଏହି କାରଣରୁ ଆସନ୍ତା କାଲି ସକାଳ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ ଘୋଷଣା

ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ କହିଥିଲେ, “ମୋତେ କହିବାକୁ ଦିଅ।” ସେ ଏହା…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ…

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ । ଜିଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…