Trending
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
Browsing Category
Odisha
All about all odisha state news updates
ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି…
ଆଜି ହେଉଛି ଅକ୍ଷୟ ତୃତୀୟା। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି…
ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା ଜିଲ୍ଲା କୁହୁଡି ଛକରେ ବୋମାରେ ଜଣେ ଗ୍ରୋସରୀ ଦୋକାନୀ ଗୁରୁତର ଘଟଣା।ମୁଖ୍ୟ ଅଭିଯୁକ୍ତ ସହ 3ଅଭିଯୁକ୍ତଙ୍କୁ ଗିରଫ କଲା ଟାଙ୍ଗୀ ପୋଲିସ।ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ।ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଦୀକ୍ଷିତ ପଡା ଗ୍ରାମର ମୁଖ୍ୟ ଅଭିଯୁକ୍ତ…
ନିଆଁ ଲାଗି ପୋଡିଗଲା ୩ବଖରା ଚାଳ ଘର ଓ ଗୋଟିଏ ଦୋକାନ ଗୃହ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅନ୍ତର୍ଗତ ଲେଣ୍ଡୋ ଗ୍ରାମପଚାଂୟତ ଗୋପିନାଥପୁରର ଗ୍ରାମରେ କୈ।ଣସି ଦୁର୍ବୁତ୍ତ ନିଆ ଲଗାଇ ପୋଡିଦେଲା ୩ବଖରା ଚାଳ ଛପର ଘର ସମେତ ଗୋଟିଏ ଦୋକାନ ଗୃହ।ନିଆଁରେ ପୋଡିଗଲା ମୂଲ୍ୟବାନ ସଂମ୍ପତ୍ତି।।ନିଆଁ ଲାଗି ଉକ୍ତ ଗ୍ରାମର ରମେଶ ସେଠୀଙ୍କ ଗୋଟିଏ ବଖରା ଚାଳ…
ଟାଙ୍ଗୀ ବ୍ଲକ କଂଗ୍ରେସ ର ମହମବତୀ ଶୋଭାଯାତ୍ରା
ଜାମୁକାଶ୍ମୀର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣ ରେ ପ୍ରାଣହାନି ଘଟିଥିବା ଭାରତୀୟ ପର୍ଯ୍ୟଟକ ଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ କଂଗ୍ରେସ ର ଏକ ମହମବତୀ ଶୋଭାଯାତ୍ରା ଆଜି ସଂନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ଡଃ ସଂଜୟ ପଟନାୟକ ଙ୍କ…
ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ପଶ୍ଚିମ ବସ୍ତର ଡିଭିଜନର ୨୪ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ୧୧ ଜଣ ମହିଳା ରହିଛନ୍ତି। ଜିଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଆତ୍ମସମର୍ପଣ କରିଛନ୍ତି।…
ବିଦେଶୀ ନାଗରିକଙ୍କ ରାସନ କାର୍ଡ କଟାଯିବ
ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ,ମିଆଁମାରର ନାଗରିକ ବସବାସ କରିବା ସହିତ ରାସନ କାର୍ଡ ହାତେଇଛନ୍ତି । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି। ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏସବୁ ବିଦେଶୀ ନାଗରିକଙ୍କ ରାସନ କାର୍ଡ…
ଗୋଟିଏ ଦିନରେ ପାଣିରେ ବୁଡ଼ି ଚାଲିଗଲା ୬ଟି ନିରୀହ ଜୀବନ
ଗୋଟିଏ ଦିନରେ ୩ଟି ସ୍ଥାନରୁ ଆସିଲା ପାଣିରେ ବୁଡ଼ି ମୃତ୍ୟୁ ହୋଇଥିବା ଖବର । ଚାଲିଗଲା ୬ଟି ନିରୀହ ଜୀବନ । ନୟାଗଡ଼ ଦଶପଲ୍ଲା ଥାନା ଗୋଡ଼ିବିଡା ଗାଁରେ ବଡ଼ ଅଘଟଣ । ପାଣିରେ ବୁଡି ଚାଲିଗଲା ୩ ନାବାଳକଙ୍କ ଜୀବନ । ମୃତକ ମାନେ ହେଲେ ଗୋଡ଼ିବିଡା ଗାଁର ଉମାକାନ୍ତ ନାୟକ, ଖାଲମଡା ଗାଁର ରିତେଶ…
ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର
ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ଆଜି ମୁଖ୍ୟ ସୂଚନା ଆୟୁକ୍ତ ଭାବେ ପୂର୍ବତନ IAS ଅଧିକାରୀ ମନୋଜ କୁମାର ପରିଡ଼ା ରାଜଭବନ ଠାରେ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ମନୋଜ ପରିଡାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
ମେ’ ମାସ ପହିଲାରୁ ରାଜ୍ୟର ୨୦ଟି ଜିଲ୍ଲାରେ ଚାଷୀମାନଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ
ଚଳିତ ରବି ଋତୁରେ ଆସନ୍ତା ମେ’ ମାସ ପହିଲାରୁ ରାଜ୍ୟର ୨୦ଟି ଜିଲ୍ଲାରେ ଚାଷୀମାନଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅୟୁଜିତ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି…
ଓଡ଼ିଶା ଛାଡ଼ିବାକୁ 12 ଜଣ ପାକିସ୍ତାନୀ ନାଗରିକଙ୍କୁ ନୋଟିସ
ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।
ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ…