Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Odisha
All about all odisha state news updates
କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା
କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (କିଟ୍) ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ରାଜନୀତି ସରଗରମ ହୋଇଛି । ଏହା କିଟ୍ କ୍ୟାମ୍ପସରେ ଚଳିତ ବର୍ଷର ତୃତୀୟ ଛାତ୍ର ମୃତ୍ୟୁ ଘଟଣା ହୋଇଥିବାରୁ ଏହାକୁ ନେଇ ପୁଣି ଥରେ…
ଆଜି ଠୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ
ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ…
ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଗଲା
ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ ଏହା ସରକାରୀ ଭାବେ ଲାଗୁ ହୋଇଛି।
ଓଡ଼ିଶାର…
ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ହେଉଥିବା ବିଳମ୍ବ ନେଇ ପ୍ରତାପ ଦେବଙ୍କ କଟାକ୍ଷ
ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଦେବ ଗତ କିଛି ଦିନ ତଳେ ବିଧାନସଭାରେ ଏକ ପ୍ରଶ୍ନକାଳ ଆଲୋଚନା ସମୟରେ ପରୋକ୍ଷରେ ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ ଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଥିଲେ। ଏହି ଆଲୋଚନା ସମୟରେ ସେ ମୁଖ୍ୟତଃ ଅଙ୍ଗନୱାଡି କେନ୍ଦ୍ର…
ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ…
ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ…
ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିସେମ୍ବର 7ରେ ଆଉଥରେ ହେବ ASO ମେନ୍ ପରୀକ୍ଷା । ପୂର୍ବରୁ ଜୁଲାଇ ୧୩ରେ ହୋଇଥିଲା ମୁଖ୍ୟ ଲିଖିତ ପରୀକ୍ଷା। ପରୀକ୍ଷା ପ୍ରକ୍ରିୟା ନେଇ ସନ୍ଦେହ ପରେ ସ୍ଥଗିତ କରାଯାଇଥିଲା ଏକଜାମ୍। ୭ ହଜାର ୧୧୩…
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଥମେ ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଇସ୍ତଫା ଦେଇଥିଲେ । ବିଜେଡି ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ଇସ୍ତଫା ନା ନିଲମ୍ବନ-କିଏ ଆଗ ତାହାକୁ ନେଇ ଚର୍ଚ୍ଚା ଜାରି ରହିଥିବା ବେଳେ…
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଉଭୟେ ଇସ୍ତଫା…
ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା…
ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ ଆଜି ଅନୁଷ୍ଠିତ ହୋଇଛି। ଗୃହରେ ମନ୍ଦିର ଅନୁଦାନ ବୃଦ୍ଧି ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସ୍ଥିତି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ…