Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତି ମନୋନୀତ
ରାଜ୍ୟସଭାକୁ ୪ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ସରକାରୀ ଓକିଲ ଉଜ୍ବଳ ଦେବରାଓ ନିକମ , କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍ ସି.ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ୍…
୪ଦିନ ପରେ ଗଡ଼ିଲା ଘରୋଇ ବସ୍
ରାଜ୍ୟରେ ୪ଦିନ ପରେ ସ୍ୱାଭାବିକ ହୋଇଛି ଘରୋଇ ବସ୍ ଚଳାଚଳ । ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ ଆଜି ଗନ୍ତବ୍ୟ ସ୍ଥଳକୁ ଗଡିଛି ଘରୋଇ ବସ୍ । ୭ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ପାଇଁ ଗଡୁନଥିଲା ବସ୍ । ହେଲେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବସ ଚଳାଚଳ…
ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ
ରାଜ୍ୟରେ ଗତ ୪ଦିନ ହେଲାଣି ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଥିବାରୁ ଲୋକମାନେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହୋଇଛନ୍ତି । ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । କହିଲେ ନୀରିହ…
ସମ୍ବିଧାନ ବଞ୍ଚାଅ ନୁହେଁ କଂଗ୍ରେସ ବଂଚାଅ ଆନ୍ଦୋଳନ: ବିଜେପି
ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବିଜେପିକୁ ଟାର୍ଗେଟ କରିଛନ୍ତି । ଏହାର ଉତ୍ତରରେ ବିଜେପି କହିଛି ଯେ କଂଗ୍ରେସ ଅସ୍ତଗାମୀ ରାଜନୈତିକ ଦଳ, ରାହୁଲ ଗାନ୍ଧୀଙ୍କ ଗସ୍ତ ସମ୍ଭିଧାନ ବଞ୍ଚାଓ ଅଭିଯାନ ନୁହେଁ କଂଗ୍ରେସ ବଞ୍ଚାଅ ଅଭିଯାନ | ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ…
ବିଜେପିକୁ ଟାର୍ଗେଟ କଲେ ରାହୁଲ
ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶାରେ ବିଜେପିକୁ ଟାର୍ଗେଟ କରିଛନ୍ତି । କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ ରାଜ୍ୟ ସରକାର ଉପରେ ପର୍ଷିଛନ୍ତି ।
ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର…
ଜେଲରୁ ମୁକୁଳିଲେ ଜଗା ପ୍ରଧାନ
ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଝାରପଡ଼ା ଜେଲରୁ ବାହାରିଛନ୍ତି। ଜଗା ପ୍ରଧାନ ଜେଲ୍ରୁ ବାହାରିଲା ପରେ ତାଙ୍କ ସମର୍ଥକମାନେ ତାଙ୍କର ସ୍ବାଗତ…
୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ…
ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ । ଫଳରେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରହିଛି । ଆନ୍ଦୋଳନରତ ଡ୍ରାଇଭର ମହାସଂଘ ସହ ପରିବହନ ମନ୍ତ୍ରୀଙ୍କ ୪ଘଣ୍ଟା ଧରି ଆଲୋଚନା ପରେ ମଧ୍ୟ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ସେମାନଙ୍କ ଦାବି ଉପରେ ଆଲୋଚନା ହୋଇଥିବା…
ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି । ହୀରାକୁଦ ଡ୍ୟାମର ୨୦ଟି ଗେଟ ଦେଇ ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି କଟକ ମୁଣ୍ଡୁଳିରେ ପହଞ୍ଚିବ ବୋଲି ଆକଳନ କରାଯାଇଛି । ହୀରାକୁଦ ଡ୍ୟାମ୍ର ବାମପଟରେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।ଏବେ ହୀରାକୁଦ ଜଳ ଭଣ୍ଡାରର…
ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
ପୂର୍ବ ଘୋଷଣା ଅନୁସାରେ ମଙ୍ଗଳବାରଠାରୁ ଡ୍ରାଇଭର ମହାସଂଘ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିବ। ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଇଛି ଡ୍ରାଇଭର ମହାସଂଘ। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ଜରୁରୀକାଳୀନ ସେବାରେ ନିୟୋଜିତ ଡ୍ରାଇଭର ଆନ୍ଦୋଳନରେ ସାମିଲ…