Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Odisha
All about all odisha state news updates
ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ
ଚର୍ଚ୍ଚାର ଅନ୍ତ ଘଟିଲା । ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଦେବୀ ମିଶ୍ର ଓ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେମାନେ ଦଳରେ ସାମିଲ ହୋଇଛନ୍ତି । ବାଲେଶ୍ଵର ଜିଲାର ରାଜନୀତିରେ…
୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର
ବିଧାନସଭାରେ ଉପସ୍ଥାପିତ ହେଲା ଶ୍ୱେତପତ୍ର । ୨୦୨୫ରେ ଅପରାଧିକ କାର୍ଯ୍ୟକଳାପକୁ ନେଇ ଶ୍ୱେତପତ୍ର ପକାଶ ପାଇଛି । ଯେଉଁଥିରେ ୨୦୨୫ରେ ରାଜ୍ୟରେ ବାମପନ୍ଥୀ ଉଗ୍ରବାଦ ଘଟଣା କମିଛି। ରାଜ୍ୟର ୯ଟି ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ମାଲକାନଗିରି, କୋରାପୁଟ,…
ଆସନ୍ତାକାଲି ଅଶୋକାଷ୍ଟମୀ ,ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ଗୁରୁବାର ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥି ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ରଥରେ ଶେଷ ସ୍ପର୍ଶ ଦେଇଛନ୍ତି କାରିଗର । ରଥ କାମ ୮୫ ପ୍ରତିଶତ ସରିଥିବା ବେଳେ ଆଜି ବଳକା କାମ ସରିଯିବ । ସନ୍ଧ୍ୟାରେ ରଥ ପ୍ରତିଷ୍ଠା ହେବ ।ଆସନ୍ତାକାଲି…
ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ରାଜ୍ୟରେ ବଢ଼ୁଛି ତାପମାତ୍ରା । ଅନ୍ୟପଟେ ବଜ୍ରପାତ ଓ ଝଟକା ପବନ ନେଇ ଜାରି ହେଲା ସତର୍କତା । ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ପାଇଁ ଆଲର୍ଟ…
ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି
ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି ।…
ମାଓ ନେତା ପାପା ରାଓଙ୍କ ଆତ୍ମସମର୍ପଣ
ମାଓ ନେତା ପାପା ରାଓଙ୍କ ଆତ୍ମସମର୍ପଣ । ବସ୍ତର ଅଞ୍ଚଳରେ ଶାନ୍ତି ପ୍ରକ୍ରିୟା ପାଇଁ ବଡ଼ ପଦକ୍ଷେପ । ଜଗଦଲପୁରରେ ଆନୁଷ୍ଠାନିକ ଭାବେ ହେବ ଅସ୍ତ୍ର ସମର୍ପଣ। ଆତ୍ମସମର୍ପଣ ପରେ ବସ୍ତର ଅଞ୍ଚଳରେ ମାଓବାଦୀଙ୍କ ସଂଗଠିତ ଶକ୍ତି ହ୍ରାସ ପାଇବା ନେଇ ଆଶା କରାଯାଉଛି । ବସ୍ତର ଅଞ୍ଚଳର ଜଣେ ବରିଷ୍ଠ…
ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ
ଆମ୍ବସଢା ଆଳରେ ଗଞ୍ଜେଇ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ୩ କୋଟିରୁ ଅଧିକ ଟଙ୍କାର ମାରିଜୁଆନା ଜବତ । ବ୍ୟାଙ୍କକରୁ ଭୁବନେଶ୍ବର ଚାଲାଣବେଳେ ମାଡ଼ି ବସିଲା DR I । ଟ୍ରଲି ବ୍ୟାଗରେ ସିକ୍ରେଟ ଚାମ୍ବରରେ ରଖି ଚାଲାଣ କରାଯାଉଥିଲା । ଚଢାଉରେ ଦୁଇ ଜଣ ତାମିଲନାଡୁର ପାସେଞ୍ଜରକୁ ଧରିଛି DRI ଟିମ୍…
ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ -ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟରେ ସକ୍ରିୟ ଅଛନ୍ତି ମାତ୍ର ୧୫ ନକ୍ସଲ । ମାଓନେତା ଶ୍ରୁକ୍ରୁ ନେତୃତ୍ବରେ ଓଡ଼ିଶାରେ ୧୫ ମାଓବାଦୀ ସକ୍ରିୟ ଅଛନ୍ତି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏହି ମାଓବାଦୀମାନେ ସକ୍ରିୟ ଅଛନ୍ତି । ବିଧାନଭାରେ ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା…
ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ,ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ
ବସଷ୍ଟାଣ୍ଡରେ ହୁ ହୁ ହେଇ ଜଳିଲା ଯାତ୍ରୀବାହୀ ବସ୍ । ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ । ଯାତ୍ରୀବାହୀ ବସରେ ରାତିରେ ଲାଗିଲା ନିଆଁ । ତେବେ ଗୋଟିଏ ବସରୁ ଅନ୍ୟ ବସ୍ କୁ ବ୍ୟାପିବା ପୂର୍ବରୁ ନିଆଁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ସୂଚନା ମିଳିବା ପରେ ତୁରନ୍ତ ପୁରୀ ଅଗ୍ନିଶମ ଓ ଶ୍ରୀଜଗନ୍ନାଥ…
ଭୁବନେଶ୍ୱରର ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର ପାଇଁ ବଡ଼ ପ୍ଲାନ୍ । ତିଆରି ହେବ ୩୭ଟି ନୂଆ ରାସ୍ତା । ଭୁବନେଶ୍ୱର ସହରର ବଢୁଥିବା ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଏକ ବଡ଼ ଯୋଜନା ପ୍ରସ୍ତୁତ କରିଛନ୍ତି । ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ…