Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକ ଗିରଫ
ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍ ଛକରେ ହୋଇଥିବା ଉତ୍ତେଜନାପୂର୍ଣ୍ଣ ଆନ୍ଦୋଳନ ଓ ଗଣ୍ଡଗୋଳ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଫେରାର ରହିବା ପରେ ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ପୁରୀରୁ ତାଙ୍କୁ କାବୁ କରାଯାଇଥିବା ସୂଚନା…
ବରିଷ୍ଠ ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ବରିଷ୍ଠ ଆଇପିଏସ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଦକ୍ଷ ଓ ଅଭିଜ୍ଞ ପୋଲିସ ଅଫିସରଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ନୂଆ ନିଯୁକ୍ତି ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ,…
କ୍ଷମା ମାଗିଲା ଅନଲାଇନ୍ ଡ୍ରାଇଭର ସଂଘ
ମାଷ୍ଟର କ୍ୟାଣ୍ଟିନ୍ ଛକରେ ଅନଲାଇନ ଗାଡି ଚାଳକ ସଂଘର ହିଂସା ଘଟଣାରେ ଶୁକ୍ରବାର ବଡ ଖବର ସାମ୍ନାକୁ ଆସିଛି। କ୍ଷମା ପ୍ରାର୍ଥନା କଲା ସ୍ମାର୍ଟ ସିଟି ଅନଲାଇନ ଅଟୋ ଟ୍ୟାକ୍ସି ଡ୍ରାଇଭର ସଂଘ। ଭିଡିଓ ଜାରି କରି ଜନସାଧାରଣଙ୍କୁ କ୍ଷମା ମାଗିଲେ ସଭାପତି ଦୀନବନ୍ଧୁ ନାୟକ। ଜନସାଧାରଣଙ୍କୁ ହୋଇଥିବା…
ପଞ୍ଚାୟତ ଭୋଟ ପାଇଁ ଅଣ୍ଟା ଭିଡ଼ିଲେ ସରକାର ,ପଞ୍ଚାୟତରେ ଦେଢ କୋଟିରୁ ତିନି କୋଟି ଟଙ୍କା ଖର୍ଚ୍ଚ ପାଇଁ ମେଗା ପ୍ଲାନ,
ପଞ୍ଚାୟତ ଭୋଟ ପାଇଁ ଅଣ୍ଟା ଭିଡ଼ିଲେ ସରକାର। ପଞ୍ଚାୟତରେ ଦେଢ କୋଟିରୁ ତିନି କୋଟି ଟଙ୍କା ଖର୍ଚ୍ଚ ପାଇଁ ମେଗା ପ୍ଲାନ । ଗାଁରେ ମିଳିବ ସହରର ସବୁ ସୁବିଧା । ପ୍ରତି ଗାଁରେ ନିର୍ମାଣ ହେବ ଆଦର୍ଶ କଲ୍ୟାଣ ମଣ୍ଡପ, ଆଦର୍ଶ ଖେଳ ପଡିଆ , ଆଦର୍ଶ ଗ୍ରାମୀଣ ହାଟ, ଆଦର୍ଶ ପୋଖରୀ, ସ୍ମଶାନ, ଗ୍ରାମୀଣ…
ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା ଅଧୀନରେ ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଜାତୀୟ ସ୍ତରରେ ଓଡ଼ିଶା ୭ମ…
୧୭ ଅଗଷ୍ଟ ୨୦୨୬: ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମଏନଆରଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟ ଅନୁସାରେ, ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା ଅଧୀନରେ ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଜାତୀୟ ସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇ ଓଡ଼ିଶା ଦେଶର ଅନ୍ୟତମ ଦ୍ରୁତ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ନନ୍ଦନକାନନ କୁ ଆସୁଛନ୍ତି ରେଡ୍ କଙ୍ଗାରୁ
ନନ୍ଦନକାନନରୁ ଖୁସି ଖବର। ଆସୁଛନ୍ତି ନୂଆ ବିଦେଶୀ ଅତିଥି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମହାଦେଶରୁ ଅନେକ ବିରଳ ତଥା ବିଦେଶୀ ପ୍ରଜାତିର ବନ୍ୟଜନ୍ତୁ ନନ୍ଦନକାନନ ଆଣିବା ନେଇ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ବିଦେଶୀ ଜୀବଜନ୍ତୁଙ୍କ ଆଗମନ ଚିଡ଼ିଆଖାନାର ସୌନ୍ଦର୍ଯ୍ୟ ଓ…
ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ବଢୁଛି, ମୋଟ ୧୭ଟି ଗେଟ୍ ଜରିଆରେ ବନ୍ୟା ଜଳ ନିଷ୍କାସନ
ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ବଢୁଛି । ଖୋଲିଲା ଜଳଭଣ୍ଡାରର ଆଉ ୨ଟି ଗେଟ୍ । ୧୭ଟି ଗେଟ୍ ଜରିଆରେ ହେଉଛି ଜଳ ନିଷ୍କାସନ । ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣି ଥରେ ଅତ୍ୟଧିକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି । ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି…
ମାଷ୍ଟରକ୍ୟାଣ୍ଟିନରେ ହିଂସା ,ସହରରେ ଯେଉଁ କ୍ଷତି ହୋଇଛି ତାକୁ ଭରଣା କରିବେ ଅଟୋ ଚାଳକ
ମାଷ୍ଟରକ୍ୟାଣ୍ଟିନରେ ହିଂସା ପରେ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଭରଣା କରିବେ ଅଟୋ ଚାଳକ । ଗୁଣ୍ଡାଗିରିରେ ସାମିଲ ଥିବା ଅଟୋ ଚାଳକମାନେ କରିଥିବା ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ । ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ । ସେମାନେ ଆଇନକୁ ହାତକୁ ନେଇଛନ୍ତି । ସାଧାରଣ ଲୋକଙ୍କ ଉପରେ ଆକ୍ରମଣ…
ବୈତରଣୀରେ ୫୦ ଫୁଟର ଘାଇ ,ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ
ବୈତରଣୀରେ ୫୦ ଫୁଟର ଘାଇ । ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା କନପୁର-ଗୁଣ୍ଠଳ ରାସ୍ତାରେ ୫୦ଫୁଟ ଲମ୍ବର ଘାଇ ସୃଷ୍ଟି ହୋଇଛି । ଫଳରେ ବୈତରଣୀ ନଦୀର ପାଣି ଏବେ ଗାଁ ମୁହାଁ ହୋଇଛି । ଘାଇ ଯୋଗୁ ୪ଟି ପଞ୍ଚାୟତ ପ୍ରଭାବିତ ହେବା ଆଶଙ୍କା ରହିଛି । କନପୁର…
ଅନଲାଇନ ଟ୍ୟାକ୍ସି, ଅଟୋ ଏବଂ ବାଇକ ଚାଳକଙ୍କୁ ଭାରି ପଡ଼ିଲା ଆନ୍ଦୋଳନ,ଆନ୍ଦୋଳନରେ ସାମିଲ୍ ଥିବା ପ୍ରାୟ ୪୦୦ ଗାଡ଼ିର…
ଅନଲାଇନ ଟ୍ୟାକ୍ସି, ଅଟୋ ଏବଂ ବାଇକ ଚାଳକଙ୍କୁ ଭାରି ପଡ଼ିଲା ଆନ୍ଦୋଳନ। କାରଣ ବାତିଲ ହେବାକୁ ଯାଉଛି ଆନ୍ଦୋଳନରେ ସାମିଲ୍ ଥିବା ପ୍ରାୟ ୪୦୦ ଗାଡ଼ିର ପରମିଟ୍। ବୁଧବାର ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ ଛକରେ ଘଟିଥିବା ବେଆଇନ ଘେରାଉ, ବିଶୃଙ୍ଖଳା ତଥା ରାସ୍ତାରୋକ ପରେ ଭୁବନେଶ୍ବର ଆରଟିଓ-୧…