Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ଜୁନ 25 ରେ ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ
ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ |
ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…
୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର
୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର । କାରଣ ସେମାନଙ୍କୁ ମଧ୍ୟ ଭୂମିହୀନ ଭାବେ ବିଚାର କରାଯିବ । ପୂର୍ବରୁ ରାଜ୍ୟରେ ଭୂମିହୀନଙ୍କ ସର୍ଭେ ସରିଛି । ଗ୍ରାମାଞ୍ଚଳରେ ଆଦୌ ଜମି ନଥିବା ପରିବାର ଚିହ୍ନଟ କରିବାକୁ ଗତବର୍ଷ ୧୬ ଅଗଷ୍ଟରୁ ୩୧ ଅକ୍ଟୋବର…
ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ୨୧୦୦ଟି ଯାନବାହନ ବୋଝେଇ ମାଲବାହୀ ଜାହାଜ
ପ୍ରଶାନ୍ତ ମହାସାଗରରେ ଜୁନ ମାସ ଆରମ୍ଭରେ ନିଆଁ ଲାଗିଥିବା ଏକ ମାଲବାହୀ ଜାହାଜ ବୁଡ଼ି ଯାଇଛି। ମର୍ଣ୍ଣିଂ ମିଡାସ୍ ନାମକ ଜାହାଜ ନିଆଁ ଲାଗିବା ପରେ ପରିତ୍ୟକ୍ତ ହୋଇଯାଇଥିଲା। ୨ ହଜାର ୧୦୦ଟି ଯାନବାହାନ ନେଇ ଯାଉଥିବା ଏହି ଜାହାଜରେ ୮୦୦ଟି ଇଲେକ୍ଟ୍ରିକ ଯାନ ମଧ୍ୟ ଥିଲା।
ଜାହାଜ କମ୍ପାନୀ…
ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସିକା ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ଯୁବ ଶକ୍ତି ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟାରେ ଭୁବନେଶ୍ଵରରୁ ବାହାରି ପ୍ରଥମେ ଆସିକା ହରିହର ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ…
ଯୋଗ ଆଜି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କ ଦ୍ଵାରା ଆଦୃତ ହୋଇ ପାରିଛି
ଶନିବାର ଜୁନ୍ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସରେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ହଜାର ହଜାର ଲୋକଙ୍କ ସହ ଯୋଗ କରିବା ଏକ ଅଦ୍ଭୁତ ଅନୁଭୂତି ଥିଲା । ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ…
ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି। ଆଜି ବିକାଶର ଆଧାର ହୋଇପାରିଛି। ଭାରତର ବିକାଶରେ ଓଡ଼ିଶାର ଭୂମିକା ଅତୁଳନୀୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଏହା କହିଛନ୍ତି। କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜନତା ମଇଦାନରେ ଆୟୋଜିତ…
ବୌଦ୍ଧ ରୁ ଗଡ଼ିଲା ରେଳଗାଡ଼ି
ଭାରତୀୟ ରେଳ ଇତିହାସରେ ବୌଦ୍ଧର ନାମ ଯୋଡ଼ି ହୋଇଛି। ବହୁ ପ୍ରତୀକ୍ଷିତ ଆଶା ପୂରା ହୋଇଛି। ଦେଶର ରେଳ ମାନଚିତ୍ରରେ ବୌଦ୍ଧ ଜିଲ୍ଲା ଯୋଡ଼ି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶା ଗସ୍ତ ଅବସରରେ ବୌଦ୍ଧରୁ ରେଳ ଚଳାଚଳର ଶୁଭାରମ୍ଭ କରିଛନ୍ତି। ସୋନ୍ପୁରରୁ ପୁରୁଣାକଟକ…
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,ରୋଡ଼ ସୋ ଦେଖିବାକୁ ମସର୍ଥକଙ୍କ ଭିଡ଼
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ…
ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି
ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସମାରୋହରେ ପ୍ରଧାନମନ୍ତ୍ରୀ ବଡ଼ କଥା କହିଛନ୍ତି । ଓଡ଼ିଶାରେ ପିଏମ ମୋଦୀ ରାଜ୍ୟକୁ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉପହାର ମଧ୍ୟ ଦେଇଥିଲେ। କାର୍ଯ୍ୟକ୍ରମରେ ନିଜ…
୧୨ ମାଓବାଦୀଙ୍କ ଆତ୍ମସମର୍ପଣ
ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର ନକ୍ସଲ ଅପରେସନ…