Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ଆସନ୍ତାକାଲି ଆସୁଛନ୍ତି ଭୁବନେଶ୍ବର ଆସୁଛନ୍ତି ମୋଦୀ, ସୁରକ୍ଷା ଦୃଷ୍ଟିରୁ ମୁତୟନ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ
ଜୁନ୍ ୨୦ ତାରିଖ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଜ୍ୟ ରାଜଧାନୀ ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଏହା ବ୍ୟତୀତ, ଡେପୁଟି…
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ, ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ
ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବଇ ଯିବେ।…
ଗୋପାଳପୁର ଗଣବଳାତ୍କାର ମାମଲାରେ ରିପୋର୍ଟ ମାଗିଲେ ଏନ୍ସିଡବ୍ଲ୍ୟୁ
ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଘଟିଥିବା ଗଣଦୁଷ୍କର୍ମ ମାମଲାକୁ ନେଇ ସାରା ଦେଶରେ ନିନ୍ଦା କରାଯାଉଛି । ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍ସିଡବ୍ଲ୍ୟୁ)।
କମିଶନ ନିଜ ଆଡ଼ୁ ମାମଲା…
ବିଜେପି ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
ଜୁନ୍୨୦ରେ ବିଜେପି ସରକାର ଗଠନର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଆୟୋଜନ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ବୋଧନ ଦେବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବହୁ କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ,…
ରାଜ୍ୟ ବିଜେପି ପ୍ରତିଶ୍ରୁତି କାର୍ଯ୍ୟକାରୀ କରିନାହିଁଁ: କଂଗ୍ରେସ
ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ଯେଉଁସବୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲା ସେଥିରୁ ଗୋଟିଏ ବି ଠିକ୍ ଢଙ୍ଗରେ କାର୍ଯ୍ୟକାରୀ ହୋଇନାହିଁ। ରାଜ୍ୟରେ ଶାସନ ଦିଗହରା ହୋଇଥିବା ବେଳେ ମୋହନ ସରକାର ମିଛ ବିକାଶର ଡିଣ୍ଡିମ ପିଟୁଛନ୍ତି।
ଅଯୋଗ୍ୟ ମୁଖ୍ୟମନ୍ତ୍ରୀ ଓ ଅପରାଗ…
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୫ଟାରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ…
ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ତଦନ୍ତ କରିବା ନେଇ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ । କହିରଖୁଛୁ ଗୋପାଳପୁର ବେଳାଭୂମିରେ…
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍
ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…
ଜୁନ 20 ରେ ଆସିବେ ମୋଦୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ସମୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼…
ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି
ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ରୁ…