Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
ମହାପ୍ରଭୁଙ୍କ ରତ୍ନ ଗଣତି ନେଇ ବଡ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସରକାରଙ୍କ ଅନୁମତି ଗଣତି ହେବା ନେଇ ରଖିଲେ ପ୍ରତିକ୍ରିୟା । ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ରତ୍ନ ଭଣ୍ଡାର ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…
ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
ନିକଟରେ ଦଳ ବିରୋଧି କାର୍ଯ୍ୟ ଲାଗି ବିଜେଡିରୁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ କରାଯାଇଛି। ଭଲ ଭାବେ ଅନୁଧ୍ୟାନ ସହ ନୀତି ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଦଳ ପକ୍ଷରୁ କୁହାଯାଇଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ଦୁହେଁ।ବିଜେଡିରୁ…
ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
ନିପା ଭାଇରସ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଭାଇରସ୍କୁ ନେଇ କୌଣସି ଆତଙ୍କିତ ନ ହେବାକୁ ରାଜ୍ୟବାସୀଙ୍କୁ ସେ ଅପିଲ କରିଛନ୍ତି। ଶୁକ୍ରବାର ମନ୍ତ୍ରୀ ମହାଲିଙ୍ଗଙ୍କ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।
ବୈଠକ ପରେ…
ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
ସୁନ୍ଦରଗଡ଼ରେ ଆଜି ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ସମ୍ପୂର୍ଣ୍ଣ ସହରରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ ରହିବା ସହ BNSର ଧାରା ୧୬୩ ବଳବତ୍ତର ।
ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଡ଼ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଦୁଇ…
ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
ରାଜ୍ୟ ରାଜନୀତିରେ ଅପ୍ରତ୍ୟାଶିତ ଘଟଣା। ବିଜେଡି ପାର୍ଟିରୁ ଆସିଛି ବଡ଼ ଖବର। ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି ଗୁରୁବାର ଦଳରୁ ଦୁଇ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛି। ଦଳ ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର ସସପେଣ୍ଡ…
ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ କରାଯାଇଛି । ଆଜି ଭୋରରୁ…
ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
ବର୍ଷେ ଭିତରେ ତୁଟିଲାନି ଶ୍ରୀଲିଙ୍ଗରାଜଙ୍କ ନବାଙ୍କ ବେଢ଼ା ବିବାଦ। ଆଜି ମକର ସଂକ୍ରାନ୍ତିରେ ବି ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି କାଲି ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି, ଉପାସରେ ମହାପ୍ରଭୁ ଲିଙ୍ଗରାଜ । ବଡୁ ଓ ସୁଆର ନିଯୋଗ ବିବାଦ ଯୋଗୁଁ ଉପାସରେ ଲିଙ୍ଗରାଜ । ଗତକାଲି…
ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧…
ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
ଷ୍ଟେସନରେ ଲାଗିଛି ନିଆଁ । ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀକୁ ନିୟୋଜିତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ନିଆଁ ଆୟତ୍ତ ହୋଇନଥିବା ସୂଚନା ମିଳିଛି ।ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଝାରସୁଗୁଡ଼ା ରେଳ ଷ୍ଟେସନରେ ହଠାତ୍ ନିଆଁ…
୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଗକୁ ବିଧାନସଭା ଆସନ ସଂଖ୍ୟା ବଢିପାରେ । ବିଧାନସଭାରେ ଆଉ ୫୦ଟି ସିଟ୍ ବଢ଼ିପାରେ । ସେଣ୍ଟ୍ରାଲ ଭିଷ୍ଟା ଢାଞ୍ଚାରେ ହେବ ନୁଆ ଲୋକସେବା ଭବନ ଓ ବିଧାନସଭା । ସୀମା ନିର୍ଦ୍ଧାରଣ ପରେ ବଢ଼ିପାରେ ବିଧାନସଭା ସିଟ୍ ସଂଖ୍ୟା ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ୭୦ ବର୍ଷ ପରେ ନୂଆ ରୂପ ନେବ…