Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
Odisha
All about all odisha state news updates
ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ
ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି।
ଜିଲ୍ଲାପାଳ…
ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ
ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା…
ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି
ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ । ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି । ଏଥିସହ ଚାଷ ଜମି ବିକ୍ରି ଉପରୁ ମଧ୍ୟ କଟକଣା ହଟିଛି । ତେବେ କେବଳ ଚାଷ କାର୍ଯ୍ୟ ଉଦ୍ଦେଶ୍ୟରେ ବ୍ୟବହୃତ ଜମି ବିକ୍ରି କରିବାକୁ ଅନୁମତି ମିଳିଛି । ଏଥିସହ ପରିବାର…
ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
ଅପେକ୍ଷା କରିଥିଲେ ସ୍ନାନବେଦି । ଅପେକ୍ଷା କରିଥିଲେ ଅଗଣିତ ଭକ୍ତ । ଉତ୍କଣ୍ଠାରେ ଉଚ୍ଛୁଳି ପଡୁଥିଲା ବଡ଼ଦାଣ୍ଡ । କେତେବେଳେ ଆସିବେ କାଳିଆ ସାଆନ୍ତ । ନେତ୍ର ପବିତ୍ର ହେବ, ଆତ୍ମା- ପରମାତ୍ମାଙ୍କ ମିଳନ ହେବ । ଶେଷରେ ଆସିଲା ସେହି ମାହେନ୍ଦ୍ର ମୁହୂର୍ତ୍ତ । ପ୍ରତ୍ୟୁଷରେ ଶ୍ରୀମନ୍ଦିରରେ…
ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ। ଆସନ୍ତାକାଲି (ଜୁନ ୧୨)ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ। ଭୋର ୪ଟାରେ ମନ୍ଦିରର ଦ୍ବାରଫିଟା ନୀତି, ମଙ୍ଗଳା ଆଳତୀ, ଅବକାଶ, ବେଶ, ଚନ୍ଦନ ତୁଳସୀଲାଗି, ଗୋପାଳବଲ୍ଲଭ, ସୂର୍ଯ୍ୟପୂଜା, ରୋଷହୋମ ନୀତି ଅନୁଷ୍ଠିତ ହେବ।…
ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା
ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା । ପୁରୀର ଗୁଡ଼ିଆ ସାହିରେ ଘଟିଛି ଏହି ହତ୍ୟାକାଣ୍ଡ । ୮୩ ବର୍ଷୀୟ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା । କିଏ ଓ କାହିଁକି ହତ୍ୟା କରାଗଲା ସେ ନେଇ କିଛି ସ୍ପଷ୍ଟ ସୂଚନା ଆସିନାହିଁ । କିନ୍ତୁ ପୁରୀ ଏବେ ପୁଲିସ ଛାଉଣୀ ରହିଛି ,…
ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ୧୦୮ ସୁବାସିତ ଜଳରେ ଦିବ୍ୟ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଭକ୍ତିମୟ ହୋଇ ଉଠିଛି ଶ୍ରୀକ୍ଷେତ୍ର ଓ ଲୋକାରଣ୍ୟ ବଡଦାଣ୍ଡ । ମହାପ୍ରଭୁଙ୍କ ଦିବ୍ୟ ସ୍ନାନର ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ଜମିଛି। କିଛି ସମୟ ପରେ ହାତୀବେଶରେ ଦର୍ଶନ ଦେବେ…
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ…
୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି –…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଅଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ…
ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ…