Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ପଟିଆ ଛକ ନିକଟରେ ଥିବା ଆମ ବସ୍ ଡିପୋରେ ଅଗ୍ନିକାଣ୍ଡ
ଭୁବନେଶ୍ୱରରେ ପୁଣି ଏକ ‘ଆମ ବସ୍’ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରବିବାର ଅପରାହ୍ନରେ ପଟିଆ ଛକ ନିକଟରେ ଥିବା ଆମ ବସ୍ ଡିପୋରେ ଚାର୍ଜିଂ ହେଉଥିବା ସମୟରେ ଏକ ଇଲେକ୍ଟ୍ରିକ୍ (EV) ବସରେ ହଠାତ୍ ନିଆଁ ଲାଗିଯାଇଥିଲା। ଲଗାତାର ଦୁଇ ଦିନରେ ଦୁଇଟି ବସ୍ରେ ଅଗ୍ନିକାଣ୍ଡ ଘଟଣା ଯାତ୍ରୀଙ୍କ…
୭ ଦିନରେ ପ୍ରଦୂଷଣ ସାର୍ଟିଫିକେଟ୍ କରିଥିଲେ ୧୦ ହଜାର ଜରିମାନା ଛାଡ଼ କରାଯିବ
ପ୍ରଦୂଷଣ ସାର୍ଟିଫିକେଟ୍ ନ ଥିଲେ ଗାଡ଼ି ଉପରେ ସିଧାସଳଖ ୧୦ ହଜାର ଜରିମାନା। ଗୋଟେ ଟୋଲ୍ ଗେଟ୍ ଦେଇ ଜଣେ ବ୍ୟକ୍ତି ଯେତେ ଥର ଗାଡ଼ି ନେଇ ଯିବେ ସେତେଥର ଗାଡ଼ି ଉପରେ ୧୦ ହଜାର ଲେଖାଏଁ ଜରିମାନା କରାଯାଉଥିଲା। ପରିବହନ ବିଭାଗର ଏଭଳି ତୋଗଲକି ନିଷ୍ପତ୍ତିରେ ରୁଦ୍ଧି ହୋଇ ଯାଇଥିଲେ ସାଧାରଣ…
ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ ,ଆଜି ୨୫ ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁରକୁ ୫୦ଟି ନୂଆ ଇ-ବସ୍ । ଆଜି ୨୫ ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଅତ୍ୟାଧୁନିକ ବସ ଟର୍ମିନାଲ ମଧ୍ୟ ଉଦ୍ଘାଟିତ ହୋଇଛି । ସମ୍ବଲପୁରବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର …
ରେକର୍ଡ ଭାଙ୍ଗୁଛି ଏବର୍ଷର ଶୀତ, ୧୦ ଡିଗ୍ରୀ ତଳେ ରହିଛି ୨୮ ସହରର ତାପମାତ୍ରା
ରାଜ୍ୟରେ ହାଡ଼ ଭାଙ୍ଗୁଛି ଶୀତ। ଅସମ୍ଭାଳ ଶୀତରେ ଥରୁଛି ଓଡ଼ିଶା। ଥଣ୍ଡାର ଥାର୍ଡ ଡିଗ୍ରୀରେ କଲବଲ ଜନଜୀବନ। ରେକର୍ଡ ଭାଙ୍ଗୁଛି ଏବର୍ଷର ଶୀତ। ୧୦ ଡିଗ୍ରୀ ତଳେ ରହିଛି ୨୮ ସହରର ତାପମାତ୍ରା। ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ମାଇନସ୍ ୧ ଡିଗ୍ରୀରେ ପହଞ୍ଚିଛି । ୪.୧ ଡିଗ୍ରୀ ସହ ରାଉରକେଲା…
ରାଜ୍ୟ କ୍ୟାବିନେଟ୍ରେ ଉଚ୍ଚସ୍ତରୀୟ ବୈଠକ, ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ର ଅନୁମୋଦନ
ରାଜ୍ୟ କ୍ୟାବିନେଟ୍ରେ ଶୁକ୍ରବାର ଦିନ ବଡ଼ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି। ଏହି ଆଧାରରେ ରାଜ୍ୟର ତିନିଟି ପ୍ରମୁଖ ସହରରେ…
କମିବନି ଭକ୍ତନିବାସ ପାର୍କିଂ ଫି
ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ…
ପକ୍କା ଘର, ୩୪ ଲକ୍ଷ ଲୋକଙ୍କର ହେଲା ସର୍ଟଲିଷ୍ଟ
ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।
ପୂର୍ବରୁ…
ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ,ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ
ଅସମ୍ଭାଳ ଜାଡ଼ରେ ଥରୁଛି ଓଡ଼ିଶା । ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ । ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ସେହିପରି ରାଉରକେଲାରେ ୩.୬ ଡିଗ୍ରୀ ପାରଦ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪.୬ ଡିଗ୍ରି ରେକର୍ଡ ହୋଇଛି । ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ପାରଦ ।…
ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣର ୪୩ତମ ବୈଠକ,୫୫, ୭୮୩ କୋଟି ଟଙ୍କାର ମୋଟ ନିବେଶ ସହିତ ୭ଟି ପ୍ରମୁଖ ଶିଳ୍ପ…
୨୦୩୬ ସୁଦ୍ଧା ରାଜ୍ୟକୁ ଶକ୍ତିଶାଳୀ, ଆତ୍ମନିର୍ଭର ଏବଂ ସମୃଦ୍ଧ ଓଡ଼ିଶା ପାଇଁ ପ୍ରସ୍ତୁତ କରିବା ପାଇଁ ଓଡ଼ିଶାର ବିଭିନ୍ନ ଅଂଶ ଉପରେ ଧ୍ୟାନ ଦେଉଛୁ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉଚ୍ଚସ୍ତରୀୟ କ୍ଲିୟରାନ୍ସ ପ୍ରାଧିକରଣ (HLCA)ର ୪୩ତମ ବୈଠକରେ ଅଧ୍ୟକ୍ଷତା କରି…
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ , ସୂଚନା ଦେଲେ OMSA ସଭାପତି
ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ସ୍ବାସ୍ଥ୍ୟସେବା ସ୍ବାଭାବିକ ହେବ। ଏନେଇ ସୂଚନା ଦେଇଛନ୍ତି OMSA ସଭାପତି। ସରକାରଙ୍କଠାରୁ ପ୍ରତିଶ୍ରୁତି ମିଳିଲା ପରେ…