Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ…
ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ…
ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
ଆଜି ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା। ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି। ସୁଭଦ୍ରା ଯୋଜନାର ୪ର୍ଥ କିସ୍ତିରେ ୫ ହଜାର ଟଙ୍କା ଲେଖାଏ ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକକାଳୀନ ୫ହଜାର କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା…
ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ସାରା ବିଶ୍ବରେ ପାଳିତ ହେଉଛି । ଏହି ଅବସରରେ କଳିଙ୍ଗ ଟିଭି ପରିବାର ତରଫରୁ ପ୍ରତ୍ୟେକ ମହିଳାଙ୍କୁ ଆମର ଅନେକ ଅନେକ ଶୁଭେଚ୍ଛା । ବିଶ୍ବସ୍ତରରେ ମହିଳାଙ୍କ ସଶକ୍ତିକରଣ ପାଇଁ ଦୁଇଟି ବଡ଼ ଅଭିଯାନ ଆରମ୍ଭ କରାଯାଉଛି । ଚଳିତ ବର୍ଷ ଦୁଇଟି ଭିନ୍ନ କିନ୍ତୁ…
ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
ମାର୍ଚ୍ଚ ୩୧ ପୂର୍ବର ସମାପ୍ତ ହେବ ଲାଲଗଡ଼ । ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦଣ୍ଡକାରଣ୍ଯ ସ୍ପେଶାଲ ଜୋନାଲ କମିଟିର ୧୨୪ଜଣ ମାଓବାଦୀ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ ଉପସ୍ଥିତିରେ…
କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
କୋରାପୁଟରୁ ଆସିଛି ଦୁଃଖଦ ଖବର। ଜବାହାର ନବୋଦୟ ବିଦ୍ୟାଳୟର ଦଶମ ଶ୍ରେଣୀର ତିନି ଛାତ୍ର ପାଣିରେ ବୁଡ଼ି ମୃତ। ତିନି ମୃତକ ହେଉଛନ୍ତି ନବୋଦୟ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର। ତିନି ଛାତ୍ରଙ୍କ ମୃତ୍ୟୁରେ ବିଦ୍ୟାଳୟ ଏବଂ ପରିଜନଙ୍କ ମହଲରେ ଶୋକର ଛାୟା ଖେଳି ଯାଇଛି। ଏହି ଘଟଣା ପାଇଁ…
ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
ବିଜେପି ବିଧାୟକ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦେଉଥିବା କଟ୍ଟୁ ଟିପ୍ପଣୀକୁ ନିନ୍ଦା କଲା ବିଜେଡି। ବିଜେପି ଗୃହର ଗାରିମା କଥା ଚିନ୍ତା ନ କରି ମନଇଚ୍ଛା ଟିପ୍ପଣୀ ଦେଉଛନ୍ତି। କାହାର ଶାଳୀନତା ରହୁନି। ରାଷ୍ଟ୍ରୀୟସ୍ତରରେ ମଧ୍ୟ ଶୁବ୍ରମଣ୍ୟମ ସ୍ୱାମୀ ଓ ରାଜ୍ୟରେ ଅବିଭକ୍ତ…
ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଇଫ୍କୋ ସଲ୍ଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍ଘାଟନ ଅବସରରେ ଉପସ୍ଥିତ ତିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅମିତ ଶାହ ଦେଶର ଜଣେ ଦୃଢ଼ ଏବଂ ଦ୍ରୁତ ନିଷ୍ପତ୍ତି ଗ୍ରହଣ କରୁଥିବା ନେତା…
ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
କଟକ ମୁଣ୍ଡୁଳି ସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । CISF କ୍ୟାମ୍ପରେ ଅମିତ ଶାହ ସମ୍ବୋଧନ ଦେଇଥିଲେ । ଏହି ଅବସରରେ CISF ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ଆଉ କହିଥିଲେ ଔଦୋଗିକ ବିକାଶର ସମ୍ଭାବନା CISF ବିନା ଅସମ୍ଭବ ।
ଆହୁରି ବି…
ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
ଭୁବନେଶ୍ୱର: ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ରାଜନୈତିକ ବାତାବରଣ ବେଶ୍ ଉଷ୍ମ ହୋଇଛି। ଶେଷ ଦିନରେ ମୋଟ୍ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ପ୍ରଥମ ତିନୋଟି ଆସନରେ ପ୍ରାର୍ଥୀମାନେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେବା ନିଶ୍ଚିତ ଜଣାପଡୁଛି। ମାତ୍ର…
ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ହଟଚମଟ। ଆଜି ସନ୍ଧ୍ୟାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ବିଜେପିର ପ୍ରମୁଖ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରୁଦ୍ଧଦ୍ୱାର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଜେପି ସାଧାରଣ…