Browsing Category

Odisha

All about all odisha state news updates

ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ : ଅଜିଠୁ ବର୍ଷା କମିବ, ଶୀତ ବଢିବ

ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଫଳରେ ଆଜି ଅପରାହ୍ନ…

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗସ୍ତ ବେଳେ ଛବିଲ ସାଏଙ୍କୁ ନେଇ ଏକ ପୁସ୍ତକ ଉନ୍ମୋଚନ କରିବା ସହ ଅନେକ ବିକାଶ ମୂଳକ କାର୍ଯ୍ଯର ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।  ୩୦ ଡିସେମ୍ବରରେ…

ଶ୍ରୀମନ୍ଦିରରେ ଜଗନ୍ନାଥଙ୍କୁ ଦର୍ଶନ କଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ । ନୂଆ ରାଜ୍ୟପାଳ ଓଡ଼ିଶାର ଦାୟିତ୍ବ ନେବାକୁ ଥିବାବେଳେ ଆଜିର ଦର୍ଶନ ତାଙ୍କ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ କାରଣ ଏହା ରାଜ୍ୟପାଳ ଭାବେ ତାଙ୍କର ଶେଷ ଦର୍ଶନ । ରଘୁବର କହିଛନ୍ତି, ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍…

ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ

ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି। କଳାହାଣ୍ଡି ଭବାନୀପାଟଣା ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି ଭାବେ କାର୍ଯ୍ୟରତ ପ୍ରଫେସର ସଞ୍ଜୟ ଶତପଥୀଙ୍କର ଭୁବନେଶ୍ବରରେ ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଛି। ପ୍ରଫେସର ସଞ୍ଜୟ ଶତପଥୀ କ୍ୟାନ୍‌ସର ଓ ବ୍ରେନ ଷ୍ଟୋକ ରୋଗରେ ବହୁ…

୯ ରେ ପ୍ରଧାନମନ୍ତ୍ରୀ ଓ ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ

ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ।…

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି

ବଦଳିଲେ ଓଡ଼ିଶାର ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି । ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କାମ୍ଭମପତି । ପୂର୍ବରୁ ସେ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ । ୨୦୧୪ରୁ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ ।

୨୮ରୁ ଓଡ଼ିଶାରେ ପୁଣି ହକି ଇଣ୍ଡିଆ ଲିଗ

ହକି ଇଣ୍ଡିଆ ଲିଗ୍ ମ୍ୟାଚର ଚମକରେ ଚମକିବ ରାଉରକେଲା ସମେତ ସୁନ୍ଦରଗଡ଼ । ଖୁବଶୀଘ୍ର ମୈଦାନକୁ ଓହ୍ଲାଇବେ ୮ଟି ଭାରତୀୟ ପୁରୁଷ ହକି ଦଳର ଖେଳାଳି ସାଙ୍ଗକୁ ବିଦେଶୀ ଖେଳାଳୀ । ବଲିଉଡ ତାରକାଙ୍କୁ ନେଇ ରଙ୍ଗାରଙ୍ଗ ସାଂସ୍କୃତିକ ମହୋତ୍ସବ ସହିତ ଶୁଭାରମ୍ଭ ହେବ ବୋଲି କହିଛନ୍ତି ହକି ଇଣ୍ଡିଆ…

ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍

ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ । ଏନେଇ ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର  । ଏନେଇ କ୍ରୁଟ୍ ସହ NTPC ଓ ଗ୍ରୀଡ୍‌କୋର ଏମ୍ଓୟୁ ସ୍ବାକ୍ଷରିତ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୩ଟି ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ ଚାଲିବାାକୁ ଥିବା…

କଲେଜ ପରିଚାଳନା କମିଟି ଭାଙ୍ଗିଲେ ସରକାର

ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି କରିବା ସହ ତତ୍‌କ୍ଷଣାତ ଏହାକୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେଠାରୁ ଜିଲା ମୁଖ୍ୟାଳୟରେ ଥିବା କଲେଜର ଗଭର୍ନିଂ ବଡି ଅଧ୍ୟକ୍ଷ…

ପ୍ରଧାନମନ୍ତ୍ରୀଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି।