Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ
ରାଜ୍ୟରେ ବେଶ୍ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି…
ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି
ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ୭ଟି ବିଭାଗର ଏହି ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ କ୍ୟାବିନେଟ…
ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି
ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…
ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ
ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…
ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨୨ ମାଓବାଦୀ
ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ…
ଆଜି ବିଶ୍ଵ ପଖାଳ ଦିବସ
ଆଜି ପଖାଳ ଦିବସ।ଓଡିଆ ମାନଙ୍କର ପଖାଳ ପ୍ରତି ରହିଥିବା ଆଗ୍ରହ ହେଉଛି ପଖାଳ ଦିବସ । ଏହି ଦିବସର ମହତ୍ଵକୁ ସମୟକ୍ରମେ ଲୋକମାନେ ମନାଇ ଆସୁଛନ୍ତି । ପଖାଳ ର ଲୋକପ୍ରିୟତାକୁ ଦେଖି ତାରକା ହୋଟେଲ ଗୁଡିକ ମଧ୍ୟ ବ୍ୟବସାୟିକ ଦୃଷ୍ଟି ରଖି ଏହି ଦିବସକୁ ପାଳନ କରୁଛନ୍ତି। ତାରକା ହୋଟେଲରେ…
ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଭରସା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ସ୍ୱର୍ଗତ…
ବିନା ଟିକେଟ୍ରେ ଯାତ୍ରା କରି ଧରାପଡିଲେ ୫୯ ଜଣ, ଗଣିଲେ ୧୭୨୨୫ ଟଙ୍କା
ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ଆଜି ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ…