Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି
ଭୁବନେଶ୍ୱର: ଓଡ଼ିଶାର ଗାଡ଼ି ଚାଳକଙ୍କ ପାଇଁ ଖୁସି ଖବର। PUCC ବା ପ୍ରଦୂଷଣ ଯାଞ୍ଚ ସାର୍ଟିଫିକେଟ୍ କଡ଼ାକଡ଼ି କରିବା ନିଷ୍ପତ୍ତିକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଯାଞ୍ଚ ଅବଧିକୁ ଆଉ ମାସେ ବୃଦ୍ଧି କରିଛନ୍ତି। ଏବେ ଆସନ୍ତା ମାର୍ଚ୍ଚ ମାସ…
ପୁରୀ ହେଲା ମହାନଗର ନିଗମ
ମହାନଗର ନିଗମ ହେଲା ଜଗନ୍ନାଥ ଧାମ। ବର୍ଦ୍ଧିତ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ଘୋଷଣା କରିଛନ୍ତି ମୋହନ ମାଝୀ।
ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ…
ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଅନୁ ଗର୍ଗ, କହିଲେ- ଭିଜନ ଡକ୍ୟୁମେଣ୍ଟକୁ ସଫଳ କରାଇବି
ବର୍ଷ ଶେଷରେ ଓଡିଶାକୁ ମିଳିଲା ନୂଆ ମୁଖ୍ୟ ଶାସନ ସଚିବ। ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଫିସର ଅନୁ ଗର୍ଗ। ଲୋକସେବା ଭବନରେ ମନୋଜ ଆହୁଜାଙ୍କଠୁ ଦାୟିତ୍ୱ ନେଇଛନ୍ତି ଅନୁ ଗର୍ଗ। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୨୦୨୪ ଜୁଲାଇ…
ଧନୁଯାତ୍ରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ: ବରଗଡ଼କୁ ୧୩୬୨ କୋଟିର ପ୍ରକଳ୍ପ ଭେଟି, ମଥୁରା ନଗରୀରେ ଉତ୍ସାହ
ବରଗଡ଼: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲାର ବିକାଶ ପାଇଁ ୧୩୬୨ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍ଘାଟନ ଓ…
ନୂଆବର୍ଷରେ ବଦଳିଲା ପରମ୍ପରା: ଅଫିସ୍ରେ ହେବନି ଭୋଜିଭାତ, କାର୍ଯ୍ୟକୁ ପ୍ରାଥମିକତା ଦେଲେ ‘ମୋହନ ସରକାର’
ଭୁବନେଶ୍ୱର: ରାଜ୍ୟ ସରକାରୀ କାର୍ଯ୍ୟାଳୟରେ ଇଂରାଜୀ ନୂଆବର୍ଷ ପାଳନ ଶୈଳୀରେ ଚଳିତ ବର୍ଷ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଚଳିତ ବର୍ଷ ଜାନୁଆରୀ ୧ ତାରିଖକୁ କୌଣସି ଉତ୍ସବ ନୁହେଁ, ବରଂ ଏକ ‘ସାଧାରଣ କାର୍ଯ୍ୟ ଦିବସ’…
ନୂଆବର୍ଷରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ
ଇଂରାଜୀ ନବବର୍ଷ ୨୦୨୬କୁ ସ୍ୱାଗତ କରିବା ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷର ଆରମ୍ଭ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟରେ କିଛି ଗୁରୁତ୍ୱପୂର୍ଣ୍ଣ…
ଶୀତୁଆ ସକାଳରେ ପୁଣି ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା
ଶୀତୁଆ ସକାଳରେ ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଚଳିତ ବର୍ଷ ପଥ ଉତ୍ସବକୁ ଟିକିଏ ନିଆରା ଢଙ୍ଗରେ କରିବା ପାଇଁ ଜୋରଦାର ଉଦ୍ୟମ । ଏହି ଉପଲକ୍ଷେ ଆଜି ଏକ ପ୍ରଚାର ଗାଡିର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ…
ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଇକୋ ଟୁରିଜିମ ସ୍ଥାନରେ ପ୍ରଦୂଷଣ କଲେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।
ମନ୍ତ୍ରୀ କହିଛନ୍ତି ରାଜ୍ୟର…
ସନ୍ଧ୍ୟା ଆରତୀ ବେଳେ ଅଘଟଣ: ନିଆଁରେ ପୋଡ଼ି ହୋଇ ଅଭିନେତା ଜ୍ୟୋତିଙ୍କ ପତ୍ନୀ ସିମରନ ଗୁରୁତର
ଭୁବନେଶ୍ୱର: ଘଟିଛି ଏକ ଦୁଃଖଦ ଘଟଣା। ସନ୍ଧ୍ୟା ଆରତୀ ଦେଉଥିବା ସମୟରେ ଅସାବଧାନତା ବଶତଃ ନିଆଁ ସଂସ୍ପର୍ଶରେ ଆସି ଅଭିନେତା ଜ୍ୟୋତିଙ୍କ ପତ୍ନୀ ସିମରନ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ସ୍ଥାନୀୟ ମୁଖ୍ୟ ଚିକିତ୍ସାଳୟ ହେଲଥ ଭିଲାରେ ଭର୍ତ୍ତି କରାଯାଇଛି। ସିମରନ ଜଣାଶୁଣା ଚେହେରା…
ଭିଜିଲାନ୍ସ ଜାଲରେ ଦୁଇ ‘ଜିତେନ୍ଦ୍ର’: ଜଣେ ଲାଞ୍ଚ ନେଇ ଧରାପଡ଼ିଲେ, ଅନ୍ୟଜଣଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ
ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତିଖୋର ସରକାରୀ ବାବୁଙ୍କ ବିରୋଧରେ ଭିଜିଲାନ୍ସ ବିଭାଗର କଡ଼ା ଆଭିମୁଖ୍ୟ ଜାରି ରହିଛି। ଏହି କ୍ରମରେ ଆଜି ପୃଥକ ପୃଥକ ଚଢ଼ାଉରେ ଦୁଇଜଣ ସରକାରୀ କର୍ମଚାରୀ ଯାହାଙ୍କ ନାମ 'ଜିତେନ୍ଦ୍ର', ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଲାଞ୍ଚ ନେଉଥିବା ବେଳେ ରଙ୍ଗେ ହାତ…