Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Browsing Category
Odisha
All about all odisha state news updates
୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ,କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି
ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏଁ ସଡ଼କ ଓ ପରିବହନ ଉପରେ ହେବ ଆଲୋଚନା । ୮୪ତମ ଅଧିବେଶନରେ ଅଂଶଗ୍ରହଣ…
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼,ମଟନ ଓ ଚିକେନ୍ ଅପେକ୍ଷା ମାଛର ଚାହିଦା ବେଶି
ଛାଡ଼ଖାଇ ପାଇଁ ଆଜି ସାରା ରାଜ୍ୟର ଆମିଷ ବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଆଜି ରାଜଧାନୀରେ ରୋହି ମାଛ ୨୦୦ରୁ ଅଢ଼େଇଶ, ଇଲିସିର ଦର କିଲୋ ପ୍ରତି ୧୮୦୦, କଙ୍କଡ଼ା ୧୨୦୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି। ତେଣେ କଟକରେ ବି ଦର ସମାନ ରହିଛି। ତେବେ ମଟନ୍ ଦର ଭିନ୍ନ ଭିନ୍ନ ସ୍ଥାନରେ…
ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ,ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍ଙ୍କୁ ମାରାଥନ ଜେରା
ଆଜି ଚତୁର୍ଥ ଦିନରେ ଉତ୍କଳ ବିଲ୍ଡର୍ସରେ ଚଢ଼ାଉ। ଆୟକର ଫାଙ୍କି ନେଇ ଆୟକର ବିଭାଗ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଥିବା ଉତ୍କଳ ବିଲ୍ଡର୍ସର ୪ଜଣ ନିର୍ଦ୍ଦେଶକ ସନ୍ଦୀପ କୁମାର ବେଦ, ଅମିତ ବେଦ, ପ୍ରକାଶ ଭୁରା ଓ ଅଞ୍ଜନା ଦେବୀ ଭୁରାଙ୍କୁ ଆଜି ସକାଳୁ ଝାଳବୁହା ଜେରା କରୁଥିବା ଜଣାଯାଇଛି। ଏଥିଲାଗି…
‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ ମୁଖ୍ୟମନ୍ତ୍ରୀ
ଆଜି ୭ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ‘ବନ୍ଦେ ମାତରମ୍’ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ‘ବନ୍ଦେ ମାତରମ୍’ ଗାନ କରିଛନ୍ତି। ଏହାଛଡ଼ା…
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…
ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ ବୋଲି ନୂଆପଡ଼ାରେ କହିଛନ୍ତି…
ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଆଜି ବ୍ରହ୍ମପୁରରେ ଚଢ଼ାଉ କରିଛି। ଏହି ଚଢ଼ାଉ କମ୍ପାନୀର ମାଲିକ ପ୍ରଦୀପ ସିଂହଙ୍କ ବାସଭବନ ଉପରେ କେନ୍ଦ୍ରୀଭୂତ ହୋଇଥିଲା। ଇଡି ଟିମ୍ କମ୍ପାନୀର ଆର୍ଥିକ ଅନିୟମିତତା ଏବଂ ଜାଲିଆତି କାର୍ଯ୍ୟକଳାପ ଉପରେ ତଦନ୍ତ…
ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
ପବିତ୍ର ମାସ କାର୍ତ୍ତିକ , ମାସସାରା ଆମିଷ ନଖାଇ କାର୍ତ୍ତିକ ବ୍ରତ ପାଳନ୍ତି ଲୋକେ । କେହି କେହି ମାସକ ପାଳିନପାରିଲେ ପଞ୍ଚୁକ ୫ ଦିନ ଆମିଷ ଛାଡି ସାତ୍ତ୍ବିକ ଭୋଜନ କରି କାର୍ତ୍ତିକ ବ୍ରତ ପାଳନ କରନ୍ତି । ଏ ମାସରେ ଦାନ ଧର୍ମ କରି ବର୍ଷକର ପୂଣ୍ୟ ଅର୍ଜନ କରାଯାଏ ବୋଲି କୁହାଯାଏ । କିନ୍ତୁ…
ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଇଛନ୍ତି।
ନିଜ ଅଭିଭାଷଣରେ…
ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର…
ଝାରସୁଗୁଡା, ଓଡିଶା, ୪ ନଭେମ୍ବର ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍, ଓଡ଼ିଶା ପୋଲିସ ସହିତ ମିଳିତ ଭାବରେ ରାଜ୍ୟ ସରକାରଙ୍କ 'ସାଇବର ସୁରକ୍ଷା ସଚେତନତା ଅଭିଯାନ - ଓଡିଶା ୨୦୨୫'ର ଏକ ଅଧିବେଶନର ଆୟୋଜନ କରିଥିଲା। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା 'ବନ୍ଦ…