Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Odisha
All about all odisha state news updates
ଜାନୁଆରୀରେ ଦୁଇଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
୨୦୨୫ର ପ୍ରଥମ ମାସରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଦୁଇ ଦୁଇଟି ବଡ଼ କାର୍ଯକ୍ରମ। ଜାନୁଆରୀ ୮ରୁ ୧୦ ତିନିଦିନ ଧରି ଭୁବନେଶ୍ବରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ। ଓଡ଼ିଶାରେ ପ୍ରଥମ ଥର ପାଇଁ ଏ ଧରଣର କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଯାଉଥିବା ବେଳେ ଖୋଦ୍ ପ୍ରଧାନମନ୍ତ୍ରୀ…
ବିଜେଡ଼ିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ…
ହଟିଲେ ବିବାଦୀୟ ବିଷ୍ଣୁପଦ ସେଠୀ , ଆଜି ଦିନ ୧୨ଟା ରେ ସିବିଆଇ ଅଫିସରେ ହାଜର ହେବାକୁ ନିର୍ଦେଶ
ଟେଣ୍ଡର ଫିକ୍ସିଂକୁ ନେଇ ସିବିଆଇ ସମନ ପାଇ ଚର୍ଚ୍ଚାରେ ଥିବା ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ମଙ୍ଗଳବାର ଦାୟିତ୍ବରୁ ହଟାଇ ଦେଇଛନ୍ତି। ସାମାଜିକ ନ୍ୟାୟ ଓ ସଶକ୍ତୀକରଣ, ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ…
ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏହା ପୂର୍ବରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଭାରା ବାନ୍ଧିବା ପାଇଁ ଲୁହା ପାଇପ ଓ ଅନ୍ୟାନ୍ୟ ସରଞ୍ଜାମ ପ୍ରସ୍ତୁତ ରଖିଛି ଏଏସଆଇ । ଦୁଇ ତିନିଦିନ ଭିତରେ ଭାରାବନ୍ଧା କାମ ସରିବା ପରେ ଚୁନ ଛଡ଼ା କାମ ଆରମ୍ଭ ହେବ। ଏହା ପରେ…
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତା ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା…
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର । ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ରଖିଥିବା ଓଡ଼ିଆ ପୁଅ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି । ଉତ୍ତରାଖଣ୍ଡ ମସୁରୀରେ ସ୍ଥିତ ଜାତୀୟ ପ୍ରଶାସନିକ ଏକାଡେମୀରେ ଅନିମେଶ ପ୍ରଧାନ ଆଇଏଏସ ଟ୍ରେନିଂ ନେଉଛନ୍ତି । ତାଲିମ…
ବାଘମାରି ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା ବାଘମାରି ପେଟ୍ରୋଲ ପମ୍ପ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ୪୦ରୁ ଅଧିକ ଯାତ୍ରୀ ଆହତ। ଗୁରୁତର ଏକାଧିକ ଲୋକଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର। ପ୍ରବଳ କୁହୁଡି ଭିତରେ ବସର ଡ୍ରାଇଭର ଶୋଇ ପଡିବାରୁ ଏଭଳି ଅଘଟଣ ସୂଚନା। ସୋରଡ଼ାରୁ ପୁରୀ ଯାଉଥିଲା ଚକାଡୋଳା ନାମକ…
ଆଜି ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜି ସମ୍ବଲପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସମ୍ବଲପୁରରେ ପହଂଚି ପ୍ରଥମେ ବୁର୍ଲା ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ଲାଟିନମ ଜୁବଲି ଉତ୍ସବରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଏହାପରେ…
ଶିଳ୍ପ ସଂସ୍ଥା ଦେଉନାହାନ୍ତି ବିଜୁଳି ବିଲ
୧୦ ବର୍ଷ ମଧ୍ୟରେ ୧୪ଟି ଶିଳ୍ପ ସଂସ୍ଥାକୁ ୪୦୯୭ କୋଟି ବକେୟା ବିଲ ଛାଡ଼ କରାଯାଇଛି। ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ । ୨୩ ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି । ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ…
ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ
ସମନକୁ ନେଇ କ୍ଷମତା କରିଡରରେ ଆଲୋଡ଼ନ ସୃଷ୍ଟି ହୋଇଛି। ରାଜ୍ୟରେ ନୂଆ ସରକାର ଗଠନ ହେଲା ପରେ ପ୍ରଥମ ଥର ସିବିଆଇର ବଡ଼ ଧରଣର ଧରପଗଡ଼ ହେଉଥିବାରୁ ଏହାକୁ ନେଇ ସବୁ ମହଲରେ ଉତ୍ସୁକତା ପ୍ରକାଶ ପାଇଛି।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ର ଜିଜିଏମ୍ ଏକ ଠିକାସଂସ୍ଥାରୁ…