Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ , ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍…
ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ । ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି । ଖଡ଼ଗପୁର–ଭଦ୍ରକ, ଭଦ୍ରକ–ହରିଦାସପୁର ଓ କଟକ–ପାରାଦୀପ କରିଡର ସାମିଲ; ୪୧୦ କିମି ବଢ଼ିବ ରେଳ ନେଟୱର୍କ । ଦେଶର ଚାରିଟି ରାଜ୍ୟରେ ରେଳ ନେଟୱର୍କର କ୍ଷମତା…
ଦାରା ସିଂହ ମୁକ୍ତି ଆବେଦନ ମାମଲା: ଆଗାମୀ ଶୁଣାଣି ସୁଦ୍ଧା ଯଦି ସରକାର କୌଣସି ନିଷ୍ପତ୍ତି ନ ନିଆଯାଏ, ତେବେ କୋର୍ଟ…
ଅଷ୍ଟ୍ରେଲିୟ ମିଶନାରୀ ଗ୍ରାହାମ୍ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂହ ଓରଫ୍ ରବୀନ୍ଦ୍ର କୁମାର ପାଲଙ୍କ ମୁକ୍ତି ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦାରା ସିଂଙ୍କ ମୁକ୍ତି (Premature…
ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ,ଆସନ୍ତା ୨୨ ରେ ପୁଣି ହେବ ଲଘୁଚାପ
ପୁଣି ଆସୁଛି ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୨ ଓ ୨୩ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ଏପଟେ ଝାଡ଼ଖଣ୍ଡ ଏବଂ…
ରାଜସ୍ଵ ବିଭାଗର ଅଭିଯୋଗର ସମାଧାନ ପାଇଁ ବିଭାଗ ଦ୍ୱାରା ‘ଆମସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍ର ଶୁଭାରମ୍ଭ
ଏଣିକି ଘରେ ବସି ମିଳିବ ରାଜସ୍ବ ସେବ । ରାଜସ୍ଵ ବିଭାଗର ଅଭିଯୋଗର ସମାଧାନ ପାଇଁ ବିଭାଗ ଦ୍ୱାରା 'ଆମସାଥୀ’ ହ୍ବାଟ୍ସଆପ୍ ଚାଟ୍ ବଟ୍ର ଶୁଭାରମ୍ଭ ହୋଇଛି । ଲୋକସେବା ଭବନରେ ଏହି ଚାଟ୍ ବଟ୍ର ଶୁଭାରମ୍ଭ କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।
ଏହି ଚାଟ୍ ବଟ୍ ଦ୍ୱାରା ରାଜସ୍ୱ…
ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି,ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର…
ରଣକ୍ଷେତ୍ର ପାଲଟିଲା ମାଷ୍ଟରକ୍ୟାଣ୍ଟିନ। ପୋଲିସ-ଅନଲାଇନ ଗାଡ଼ିଚାଳକ ମୁହାଁମୁହିଁ ହୋଇଛନ୍ତି । ରାସ୍ତା ଉପରେ ଗାଡ଼ି ରଖି ଡ୍ରାଇଭର ମାନେ ରାସ୍ତାରୋକ କରିଛନ୍ତି । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର…
ଟ୍ୱିନ୍ ସିଟି ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ଗମ୍ଭୀର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ,ଟ୍ରାଫିକ୍ ଡିକଞ୍ଜେସନ୍…
ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ଗମ୍ଭୀର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ମଙ୍ଗଳବାର ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଅନୁଷ୍ଠିତ ବୈଠକରେ ଟ୍ୱିନ୍ ସିଟିର…
ବନ୍ୟା କ୍ଷୟକ୍ଷତି ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା ,ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର…
ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ୧୭,୦୦୦ ଟଙ୍କା ଘୋଷଣା…
ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା , ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ
ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା । ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । କିଛି ସ୍ଥାନରେ ଡ୍ରାଇଭର ମାନେ ଧାରଣାକୁ ଓହ୍ଲାଇଛନ୍ତି ଆଉ ପିକେଟିଙ୍ଗ ମଧ୍ୟ କରୁଛନ୍ତି । ଏନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସବୁ ଛକ…
୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ ,ଯାତ୍ରୀ ହନ୍ତସନ୍ତ
ଅନଲାଇନ କ୍ୟାବ ଡ୍ରାଇଭରଙ୍କ ଧର୍ମଘଟର ପ୍ରଭାବ । ସେବା ଠପ୍ , ଯାତ୍ରୀ ହନ୍ତସନ୍ତ। ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର ସଂଗଠନର ମିଳିତ ସଂଗ୍ରାମ ସମିତି ପକ୍ଷରୁ ଓଲା, ଉବେର୍, ରାପିଡୋ ଭଳି…
ପୁରୀରେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର,ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି
ପୁରୀରେ ବିନୟତୋଷ ମିଶ୍ର। ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ପରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ…