Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଦାୟିତ୍ବ ନେଲେ ନୂଆ ନିର୍ବାଚନ କମିଶନର
ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା । ଏବେ ଦାୟିତ୍ୱର ଭାର ମଧୁସୂଦନ ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।…
୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨ ଓ ୩ ତାରିଖରେ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୫ ଓ ୬ ତାରିଖରେ ବନ୍ଦ ରହିବ ମରାମତି କାର୍ଯ୍ୟ। ଶ୍ରୀପଞ୍ଚମୀ ତଥା ବନକଲାଗି ବିଶେଷ ନୀତିକୁ ନଜରରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଦିନ…
ଭାଗବତଙ୍କୁ କଳାପତାକା ଦେଖାଇଲା ଛାତ୍ର କଂଗ୍ରେସ
ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍ଏସ୍ଏସ୍) ସରସଂଘଚାଳକ ମୋହନ ଭାଗବତଙ୍କୁ ମଞ୍ଚେଶ୍ୱରଠାରେ ଛାତ୍ର କଂଗ୍ରେସ ପକ୍ଷରୁ କଳାପତାକା ଦେଖାଯାଇ ବିରୋଧ ପ୍ରଦର୍ଶନ କରାଯାଇଛି। ଭାଗବତ ସୂଚନା ଭବନଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବାବେଳେ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନଙ୍କ…
ଆତ୍ମସମର୍ପଣ କଲେ ୨୯ ମାଓବାଦୀ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା SP ଙ୍କ ନିକଟରେ ୨୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । କୁତୁଲ ଏରିଆ କମ୍ମିଟି ମାଓ ସଙ୍ଗଠନର ଏମାନେ ସମସ୍ତେ ସକ୍ରିୟ ସଦସ୍ୟ ଥିଲେ । ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଥିଲେ । ପୋଲିସ ତରଫରୁ ସମସ୍ତଙ୍କୁ…
ଭିଜିଲାନ୍ସ ଜାଲରେ ITDA ପିଏ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼ | ଭୁବନେଶ୍ୱର,…
ରାଜ୍ୟରେ ମହିଳାଙ୍କ ପାଇଁ ହେବ ସ୍ବତନ୍ତ୍ର ଇଣ୍ଡଷ୍ଟ୍ରିଆଲ ପାର୍କ : ମୋହନ ମାଝି
ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ଏଥିସହ ଇପିକଲରେ ମହିଳା ନିବେଶକଙ୍କ…
ଆଜିଠୁ ଆରମ୍ଭ ହେଉଛି କୃଷ୍ଣସାର ମୃଗ ଗଣନା
ଗଞ୍ଜାମ ଜିଲ୍ଲା ଘୁମୁସର ବନଖଣ୍ଡ ତଥା ଉତ୍ତର ଓ ଦକ୍ଷିଣ ଘୁମୁସର ବନଖଣ୍ଡରେ ଆଜିଠୁ ଗଣନା ଆରମ୍ଭ ହେବ । ଏଥିପାଇଁ ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ, ଭଂଜନଗର ସ୍ଥିତ ଲାଲସିଙ୍ଗି ସ୍ଥାୟୀ ଚାରା ଉଦ୍ୟାନ କେନ୍ଦ୍ର ଠାରେ ବନ କର୍ମଚାରୀ, ବିଭିନ୍ନ କଲେଜ ଛାତ୍ର ଏବଂ ନନ୍ଦନକାନନରୁ ଆସିଥିବା…
ଘନ କୁହୁଡ଼ି ପାଇଁ ୫୦ ମିଟର ତଳକୁ ହେଉନି ଦୃଶ୍ୟମାନ
କମୁଛି ଶୀତ, ବଢୁଛି କୁହୁଡ଼ି । ଆଜି ପାଇଁ ୧୨ ଜିଲ୍ଲାକୁ ଏବଂ ଆସନ୍ତାକାଲି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘନ କୁହୁଡ଼ି ପାଇଁ ୫୦ ମିଟର ତଳକୁ ଖସିଆସିଛି ଦୃଶ୍ୟମାନ କ୍ଷମତା । ଯାତାୟତରେ ଅସୁବିଧା ଭୋଗୁଛନ୍ତି ଯାତ୍ରୀ । ଦିନ ୧୦ଟା…
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ ହୋଇଛନ୍ତି । ଅଳ୍ପଦିନ ତଳେ…
ବିକାଶର ଶିଖର ଛୁଇଂବ ଓଡିଶା : ମୋଦୀ
ବନେଶ୍ୱର ଜନତା ମୈଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଶିଳ୍ପ ମହାକୁମ୍ଭ- ଉତ୍କର୍ଷ ଓଡିଶା କନକ୍ଲେଭ୍। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ |
ଜନତା ମୈଦାନରେ ଆୟୋଜିତ ବିଶାଳ…