Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିଶ୍ୱ ଓଡ଼ିଆ ପରିବାର ପକ୍ଷରୁ ଓଡି଼ଆ ଖାଦ୍ୟ ମହୋତ୍ସବ 2025 ଆରମ୍ଭ
ବିଶ୍ୱ ଓଡ଼ିଆ ପରିବାର ପକ୍ଷରୁ ଓଡ଼ିଆ ଖାଦ୍ୟ ସଂସ୍କୃତି ଓ ପରମ୍ପରାର ପ୍ରସାର ପାଇଁ ଭୁବନେଶ୍ୱରଠାରେ ଓଡି଼ଆ ଖାଦ୍ୟ ମହୋତ୍ସବ2025 ଆଡମ୍ବର ସହ ଅନୁଷ୍ଠିତ ହେଉଛି । ଓଡ଼ିଆ ଖାଦ୍ୟ ସଂସ୍କୃତି ଓ ପରମ୍ପରା ଅନନ୍ୟ । ଅନେକ ପୌଷ୍ଟିକ ଓ ସ୍ୱାଦଯୁକ୍ତ ଆହାର ଓଡ଼ିଆଙ୍କର ଜୀବନଶୈଳୀର ଅଂଶ ବିଶେଷ । ଉଲ୍ଲେଖ…
ବିଭିନ୍ନ ସମସ୍ୟାକୁ ନେଇ ଆଜି ସମ୍ୱଲପୁର ବନ୍ଦ ଡ଼ାକରେ ଦେଇଛି ଚାଷୀ ସଂଗଠନ
ଆଜି ସମ୍ୱଲପୁର ବନ୍ଦ । ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି ଚାଷୀ ସଂଗଠନ । ଜରୁରୀ ସେବା ବ୍ୟତୀତ ସବୁ ବନ୍ଦ ରହିବ । ବିଭିନ୍ନ ସମସ୍ୟାକୁ ନେଇ ଚାଷୀ ମାନେ ବାରମ୍ବାର ପ୍ରତିବାଦ ପରେ ମଧ୍ୟ ସମାଧାନର ବାଟ ଫିଟିଲାନି । ସମସ୍ୟାର ସମାଧାନ ଦାବିରେ ଆଜି…
ଚାଷୀଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ କାର୍ଯ୍ୟ କରିବ କୃଷକ ମୋର୍ଚ୍ଚା: ଶୁଭ୍ରାଂଶୁ ମୋହନ ପାଢ଼ୀ
ଚାଷୀ ସମସ୍ୟାର ସମାଧାନ କରି ସେମାନଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ, ହାତକୁ ହାତ ମିଳାଇ କାର୍ଯ୍ୟ କରିବ ବିଜେପି କୃଷକ ମୋର୍ଚ୍ଚା। ଚାଷୀଙ୍କ ଉନ୍ନତି ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଯୋଜନା…
ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ଲଗାଇବା ବିରୋଧରେ ବିଜୁ ଯୁବ ଛାତ୍ର ଜନତା ଦଳର ବିଶାଳ ବିକ୍ଷୋଭ
ଆଜି ଭୁବନେଶ୍ୱର ଠାରେ ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ଟିପିସିଓଡିଏଲ୍ (ଟାଟା ପାୱାର) ପକ୍ଷରୁ ଅତିରିକ୍ତ…
କେନ୍ଦୁଝରରେ ଅତିଥି ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲ , ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝରରେ ଅତିଥି ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଅଭିଯୁକ୍ତ ପୁରୁଷ ବନ୍ଧୁ ଗିରଫ । ରୁଦ୍ର ନାରାୟଣ ମିଶ୍ରକୁ ଗିରଫ କରିଛି ଟାଉନ ଥାନା ପୋଲିସ । କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ହୋମ ସାଇନ୍ସ ବିଭାଗର ଅତିଥି ଅଧ୍ୟାପିକା ପ୍ରିୟାଙ୍କ ଦାସଙ୍କ ଗତକାଲି ତାଙ୍କ ପୁରୁଷ…
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ପ୍ରମୁଖ ନେତୃମଣ୍ଡଳୀ
ଆଜି ନୂଆପଡ଼ା ନିର୍ବାଚନମଣ୍ଡଳୀର କୋମନା ବ୍ଲକ, ନୂଆପଡ଼ା ବ୍ଲକ, ଖରିଆର ରୋଡ୍ ଏନଏସି ଓ ନୂଆପଡ଼ା ମୁ୍ୟନିସିପାଲିଟିର ବିଜୁ ଜନତା ଦଳର ପ୍ରମୁଖ ନେତା ମାନେ ନବୀନ ନିବାସ ଠାରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଭେଟି ଗତ ଉପନିର୍ବାଚନର ଫଳାଫଳ ଉପରେ ଆଲୋଚନା…
ଧର୍ମଶାଳା ରାଜନୈତିକ ସଂଘର୍ଷ
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ବିଧାନସଭା କ୍ଷେତ୍ରରେ ଘଟିଥିବା ରାଜନୈତିକ ହିଂସାକାଣ୍ଡକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ରବିବାର ଘଟିଥିବା ସଂଘର୍ଷକୁ କେନ୍ଦ୍ର କରି ଶାସକ ବିଜେପି ଏବଂ ବିରୋଧୀ ବିଜେଡି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ତେଜିବାରେ ଲାଗିଛି।…
ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ…
ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର । ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ । ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ ଏବଂ ଏଥିପାଇଁ ୫୨ କୋଟି ୧୭ ଲକ୍ଷ…
ନୂଆପଡ଼ା ଉପନିର୍ବାଚନରେ ପରାଜୟର ସମୀକ୍ଷା କଲେ ଦଳୀୟ ସୁପ୍ରିମୋ ନବୀନ
ନୂଆପଡ଼ା ଉପନିର୍ବାଚନରେ ବିଜୁ ଜନତା ଦଳର ପରାଜୟ ପରେ ଆଜି ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ଏହାର ଏକ ବଡ଼ ଧରଣର ସମୀକ୍ଷା କରିଛନ୍ତି । ନବୀନ ନିବାସରେ ଆୟୋଜିତ ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନୂଆପଡ଼ା ଜିଲ୍ଲା ସଭାପତି, ପରାଜିତ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଜିଲ୍ଲାର ବରିଷ୍ଠ…
ଏସାଇଆର ଅନୁଯାୟୀ ପଶ୍ଚିମବଙ୍ଗରେ ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛି ନିର୍ବାଚନ ଆୟୋଗ
ଏସାଇଆର ଅନୁଯାୟୀ ପଶ୍ଚିମବଙ୍ଗରେ ଭୋଟର ତାଲିକାରୁ ବାଦ ପଡିଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛନ୍ତି ନିର୍ବାଚନ ଆୟୋଗ । ଏପରିକି ଏହି ତାଲିକାରେ ୨୦୨୫ରେ ଭୋଟର ହୋଇଥିବା କିଛି ବ୍ୟକ୍ତି ଅଛନ୍ତି ।
ପଶ୍ଚିମ ବଙ୍ଗରେ ଆସନ୍ତା ବର୍ଷ ପ୍ରାରମ୍ଭରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ…