Browsing Category

Odisha

All about all odisha state news updates

ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର

ମନୋଜ କୁମାର ପରିଡ଼ା ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ଆଜି ମୁଖ୍ୟ ସୂଚନା ଆୟୁକ୍ତ ଭାବେ ପୂର୍ବତନ IAS ଅଧିକାରୀ ମନୋଜ କୁମାର ପରିଡ଼ା ରାଜଭବନ ଠାରେ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ମନୋଜ ପରିଡାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

ମେ’ ମାସ ପହିଲାରୁ ରାଜ୍ୟର ୨୦ଟି ଜିଲ୍ଲାରେ ଚାଷୀମାନଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ

ଚଳିତ ରବି ଋତୁରେ ଆସନ୍ତା ମେ’ ମାସ ପହିଲାରୁ ରାଜ୍ୟର ୨୦ଟି ଜିଲ୍ଲାରେ ଚାଷୀମାନଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅୟୁଜିତ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି…

ଓଡ଼ିଶା ଛାଡ଼ିବାକୁ 12 ଜଣ ପାକିସ୍ତାନୀ ନାଗରିକଙ୍କୁ ନୋଟିସ

ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ…

ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ପାଳିତ ,  ୬ ଲକ୍ଷ ରାସନ କାର୍ଡ ବାଣ୍ଟନ ସହିତ ନୂତନ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା…

ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର  ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି କାର୍ଯ୍ୟକ୍ରମରେ ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ୨୦୦ କୋଟିର ସିଧାସଳଖ…

ଭୁବନେଶ୍ବରରେ ସ୍ଥାପନ କରାଯିବ ଇଏସ୍‌ଆଇସି ମେଡିକାଲ୍ କଲେଜ

କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି) ପକ୍ଷରୁ ଦେଶରେ ୨୦ଟି ନୂଆ ମେଡିକାଲ୍ କଲେଜ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ସେଥିରୁ ଗୋଟିଏ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ସ୍ଥାପନ କରାଯିବ। ଏସଂକ୍ରାନ୍ତୀୟ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି ବୋଲି ଶ୍ରମମନ୍ତ୍ରୀ ମନସୁଖ ମାଣ୍ଡଭୀୟ…

ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ୱର ଇଶାଣୀ ଗ୍ରାମରେ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ନିଜ ଗ୍ରାମରେ ପହଂଚିଛି । ସାରା ଗାଁ ଶୋକରେ ବୁଡିଛି, ଆଉ ପ୍ରଶାନ୍ତଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶେଷ ଦର୍ଶନରେ ମୁଖ୍ୟମନ୍ତ୍ରୀଙ୍କ ସହ…

ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଯାତ୍ରା କଳାକାର ଓ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା। ଯାତ୍ରା ଜଗତରେ ଚାଲିଥିବା ବିବାଦ ସମ୍ପର୍କରେ ବାପି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ବାପିଙ୍କ…

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି।  ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ

ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି

ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…