Browsing Category

Odisha

All about all odisha state news updates

ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି ରାଜ୍ୟର ଭାଇ-ଭଉଣୀମାନଙ୍କୁ ଦୀପାବଳିର ଶୁଭେଚ୍ଛା…

ଯେଉଁ ଛାତ୍ରମାନେ ୧୮ ହଜାର ଟଙ୍କା ବୃତ୍ତି ପାଉଥିବେ, ସେମାନେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ

ସୁଭଦ୍ରାକୁ ନେଇ ବଡ ଅପଡେଟ୍ ସାମ୍ନାକୁ ଆସିଛି। ଯେଉଁ ଛାତ୍ରମାନେ ୧୮ ହଜାର ଟଙ୍କା ବୃତ୍ତି ପାଉଥିବେ, ସେମାନେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ । ଏନେଇ ଦୁଇ ବିଭାଗରୁ ମହିଳା ଓ ଶିଶୁ ବିକାଶ ବିଭାଗ ରିପୋର୍ଟ ମାଗିଛି । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ…

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦୀପାବଳି ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ…

ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍‌-ରେଜିଷ୍ଟ୍ରାର୍ ଅଫିସ

ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍‌-ରେଜିଷ୍ଟ୍ରାର୍ ଅଫିସ । ଏହାଦ୍ୱାରା ସାଧାରଣ ଲୋକଙ୍କୁ ଜମି କିଣାବିକାରେ ଅଧିକ ସୁବିଧା ହେବ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଚଳିତ ଆର୍ଥିକ ବର୍ଷରୁ…

ଆସନ୍ତା ସୋମବାର କୁ ଦୀପାବଳୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତା ସୋମବାର (୨୦୨୫ ଅକ୍ଟୋବର ୨୦) ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି…

ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଉପନିର୍ବାଚନ ପାଇଁ  ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ  କାହାର ନାମ ନନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି। ପୂର୍ବ ସରକାର କଥା ଦେଇ କଥା ରଖି ନାହାନ୍ତି। କିନ୍ତୁ ଆମେ ସେପରି କରିବୁ ନାହିଁ। ଯାହା କହିବୁ ତାହା କରି…

୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୁରୁବାର ଦିନ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଦେବେ। ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ। ପାଖାପାଖି ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ…

କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି…

ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ  ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ

ସପ୍ତମ ଶ୍ରେଣୀ ଛାତ୍ର ସାଇ ସମର୍ଥ ସାହୁ ପାଇଛନ୍ତି ବଡ଼ ସଫଳତା । ମ୍ୟାଥ୍ସ ଜିନିୟସ୍ 2025,  ରାଷ୍ଟ୍ରୀୟ ସ୍ତରରେ ହୋଇଥିବା ପ୍ରତିଯୋଗିତାରେ  ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ହେତୁ,ସମର୍ଥ ଟ୍ରଷ୍ଟ ର 19ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ସମ୍ମାନିତ…

 ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ

 ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ।  ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…