Trending
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
Browsing Category
Odisha
All about all odisha state news updates
ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି,୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ
ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ଋଣ ବ୍ୟବସ୍ଥା ଜାରି ରହିବ। ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିିଁ। ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ…
ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ
ଆଜିଠୁ ଓଡିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ। ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୪ ତାରିଖ ଯାଏଁ ମାଛଧରା ନେଇ କଟକଣା ଜାରି କରାଯାଇଛି। ପ୍ରଜନନ ସମୟରେ ମାଛ ବଂଶ ବୃଦ୍ଧି ତଥା ମତ୍ସ୍ୟ ସମ୍ପଦର ସଂରକ୍ଷଣ ଉର୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। କେବଳ…
ଘରକୁ ଫେରୁଥିଲେ ଧକ୍କାଦେଲା ସ୍କୁଟି – 3 ଗୁରୁତର
ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ଖାରିଗୁଡା ନିକଟରେ ସୋମବାର ସାରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସ୍କୁଟିରେ ବସିଥିବା ଦୁଇଜଣ ଏବଂ ଜଣେ ପଥଚାରୀ ଗୁରୁତର ହୋଇଛନ୍ତି। ଆହତ ମାନେ ହେଲେ ବଞ୍ଜରଗାଁର ବିଶ୍ବମ୍ବର ପ୍ରଧାନ, ମୃତ୍ୟୁଞ୍ଜୟ ନାୟକ ଓ ଖାରିଗୁଡାର ସାବିତ୍ରୀ ଗେଡ।…
ଘଟଗାଁ ତାରିଣୀ ପୀଠରେ ମା’ଙ୍କ ୮୯ତମ ଚଇତି ପର୍ବ – ମା’ଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ କଲେ ମୁଖ୍ୟମନ୍ତ୍ରୀ
ଘଟଗାଁ ତାରିଣୀ ପୀଠରେ ମା’ଙ୍କ ୮୯ତମ ଚଇତି ପର୍ବର ଷଷ୍ଠ ଦିନରେ ସୋମବାର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଧୂମଧାମରେ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଲୋକସଭା ସଦସ୍ୟ ଅନନ୍ତ ନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଚଇତି ପର୍ବରେ ମା’ଙ୍କ ଦର୍ଶନ କରି ସାନ୍ନିଧ୍ୟ ଲାଭ…
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ
ଆଜି ରାଜଧାନୀ ଭୁବନେଶ୍ବରର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ପ୍ରତିଷ୍ଠା ଦିବସ ଉପଲକ୍ଷେ ସଜେଇ ହୋଇଛି ରାଜଧାନୀ । ଆଜି ପ୍ରତିଷ୍ଠା ଦିବସ ଅବସରରେ ରାଜଧାନୀରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ।…
ପୁଲିସ ନିକଟରେ ୫ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।…
ଆସନ୍ତାକାଲି ଭୁବନେଶ୍ୱରର ଜନ୍ମଦିନ
ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ୭୭ତମ ରାଜଧାନୀ…
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ – ଜେ.ପି ନଡ୍ଡା
ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ। ଗ୍ରୁପିଜିମ୍ ଓ ଚାଟୁକାରିତା ଛାଡ଼ି ନିଜର ବ୍ୟକ୍ତିତ୍ବର ବିକାଶ କରନ୍ତୁ। ଗାଁକୁ ଯାଆନ୍ତୁ ଅଙ୍ଗନବାଡ଼ିକୁ ଯାଇ ସେଠିକାର ଅବସ୍ଥା ଦେଖନ୍ତୁ। ଡାକ୍ତରଖାନାକୁ ରୋଗୀଙ୍କ କଥା ବୁଝନ୍ତୁ, ସେମାନଙ୍କର ସମସ୍ୟାର ସମାଧାନ କରନ୍ତୁ।…
ଦଳ ୩ ଭାଗ ହୋଇଯିବ ପଛେ ପାଣ୍ଡିଆନଙ୍କୁ ନବୀନ ଛାଡ଼ିବେନି ଏବଂ ନବୀନଙ୍କ ଚେତାବନୀ କିଛି କାମ ଦେବନି -ପ୍ରସନ୍ନ ପାଟ୍ଟଶାଣୀ
ପ୍ରସନ୍ନ ପାଟ୍ଟଶାଣୀଙ୍କ ବିଷୋଦ୍ଗାର । ଟାର୍ଗେଟ୍ରେ ନବୀନ ଓ ପାଣ୍ଡିଆନ । ବୁଲେଇ ବଙ୍କାଇ ନୁହେଁ ବରଂ ସିଧାସଳଖ କହିଛନ୍ତି ବିଜେଡିର ଏ ଅବସ୍ଥା ଲାଗି ପାଣ୍ଡିଆନ ହିଁ ଦାୟୀ । ଖାଲି ଏତିକି ନୁହେଁ ବିଜେଡି ବୁଡ଼ିଯାଉଥିବା କଥା ବି ସେ କହିଛନ୍ତି । ବିଜେଡି ନେତା ଏବେ ଅଣନିଃଶ୍ବାସୀ…
ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର
ମାଲକାନଗିରି ଜିଲ୍ଲାର ଛତିଶଗଡ଼ର କାଂକେର ଜିଲ୍ଲାରେ ଦୀର୍ଘ ଦିନ ପରେ ନକ୍ସଲଙ୍କର ବ୍ୟାନର ଦେଖିବାକୁ ମିଳିଛି। ପୁଲିସର କଡ଼ା ସୁରକ୍ଷା ଭିତରେ ନକ୍ସଲ ବ୍ୟାନର ଓ ପୋଷ୍ଟର ମାରିବା ପାଇଁ ଶକ୍ତି ଯୋଗାଡ଼ କରିପାରୁନଥିଲେ। କିନ୍ତୁ ଗତକାଲି ରାତିରେ ନକ୍ସଲ ଜିଲ୍ଲାର କୋୟଲାବେଡ଼ା ଥାନା ଅଂଚଳରେ ପୁଣି…