Browsing Category

Odisha

All about all odisha state news updates

 ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ

 ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ।  ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…

ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ନିକଟରେ ଜୟ ବିଜେପିରେ…

ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ

ଆପଣ  ଆଉ ଚାଉଳ ନେଇପାରିବେ ନାହିଁ । ଯଦି ଇକେୱାଇସି କରିନାହାଁନ୍ତି । ତେବେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଇକେ୍ୱାଇସି ପ୍ରକ୍ରିୟା କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି, ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର…

ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା

ଆସୁଛି ଦୀପାବଳି  । ପାର୍ବଣ୍ୟ ଋତୁରେ ବାଣ ଫୁଟିବ ନିଶ୍ଚୟ । ତେବେ ଏହା ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟେଇବା ଲାଗି ସମୟ ବି ନିର୍ଦ୍ଧାରିତ ହୋଇଛି। ଏଥର କେବଳ ରାତି ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା।…

ନୂଆପଡ଼ା ନିର୍ବାଚନରେ କିଏ ଜିତିବ ?

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆ ଜିତିବେ । ଏନେଇ ସ୍ପଷ୍ଟ କଥା କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର । ତାଙ୍କ କହିବା କଥା ଜୟଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି । ୧୬ ତାରିଖରେ ଜୟ ନାମାଙ୍କନ ଭରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦଳର ଅନ୍ୟ ବରିଷ୍ଠ…

ମହିଳାଙ୍କୁ କାର୍‌ ଦେବେ ମୋହନ ସରକାର

ବିଜେଡି ସରକାର ସମୟରେ ମହିଳାଙ୍କୁ ସ୍କୁଟି ଦିଆଯାଇଥିଲା । ଏବେ କିନ୍ତୁ ବିଜେପି ସରକାର ମହିଳାଙ୍କୁ କାର ଦେବେ । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ 'ଆମ ସୁବାହକ' ଯୋଜନା । ଏହି ଯୋଜନାରେ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ଯାହା ଫଳରେ ମହିଳା…

ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଜୟ ଢ଼ୋଲକିଆ ବିଜେପିର ପ୍ରାର୍ଥୀ ହେବ ଥୟ । ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ । ବିଜେଡ଼ି ଆଜି ନାମ ଘୋଷଣା କରିପାରେ ।  ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ…

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି। ୫୪ ବର୍ଷୀୟ…

ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ

ନୂଆପଡ଼ା ଉପନିର୍ବାଚନ ବିଜେପି ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ । ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ…

ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ  କରିଛନ୍ତି  ।   ସେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କରିଛନ୍ତି ।  ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ ଅଧୀନରେ ରାଜ୍ୟ ପାଇଁ ଏକ ସମନ୍ୱିତ…