Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ଏମିତି ପ୍ରତିକ୍ରିୟା ରଖିଲେ ASI
IAS ବିଷ୍ଣୁପଦ ସେଠୀଙ୍କ ଘରେ CBI ରେଡ । CBI ର ୮ ଜଣିଆ ଟିମ ରେଡ କରୁଥୁବା ସୂଚନା ରହିଛି । ସରକାରୀ କ୍ଵାଟରରେ ପହଂଚି CBI ର ଟିମ ଛାନବିନ କରୁଛନ୍ତି । ସକାଳ ୭ଟାରୁ ଚାଲିଛି ମାରାଥନ୍ ରେଡ୍ । ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀକୁ ଅନୁକମ୍ପା ଦେଖାଇଥିଲେ ବିଷ୍ଣୁପଦ । ସରକାରୀ କ୍ଵାଟରରେ ପହଞ୍ଚି…
ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ମାସକୁ ମିଳିବ ୩୦ହଜାର ଟଙ୍କା
ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ସୋମବାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରାଯାଇଛି। ତେବେ ଚଳିତ ବର୍ଷ ବଜେଟରେ ଓଡ଼ିଆ ଅସ୍ମିତାକୁ…
ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ
ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ ୪୦ପ୍ଳାଟୁନ ଫୋର୍ସ…
ଅସହ୍ୟ ଗରମ ଯୋଗୁଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ
ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ ପକ୍ଷରୁ ଏକ ଏସ୍ଓପି ଜାରି କରାଯାଇଛି। ଏଥିସହ ବିଶ୍ୱବିଦ୍ୟାଳୟର…
୨୦୨୫-୨୬ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ ଅଭାଭାଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର ଲୋକଙ୍କ ପାଇଁ କାମ କରିବାକୁ ଅନବରତ…
ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ
ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ । 66 IAS ପଦବୀ ଖାଲି ପଡ଼ିଥିବାବେଳେ 69 ଆଇପିଏସ ପଦବୀ ଖାଲି ପଡିଛି । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ଓଡ଼ିଶା କ୍ୟାଡରରେ 248 IAS ପଦବୀ ଥିବାବେଳେ ୧୮୨ ଜଣ IAS ଅଧିକାରୀ…
ରାଜ୍ୟରୁ ୪ ବର୍ଷରେ ୩୬୦୦୦ରୁ ଅଧିକ ମହିଳା, ୮୪୦୦ ଶିଶୁ ନିଖୋଜ
ରାଜ୍ୟରେ ମହିଳା ଓ ଶିଶୁ ନିଖୋଜର ଉଦବେଗ ଜନକ ଚିତ୍ର ବିଧାନସଭାରୁ ଆସିଛି । ୨୦୨୦ରୁ ୨୦୨୪ ଗତ ୪ ବର୍ଷ ମଧ୍ୟରେ ରାଜ୍ୟରୁ ୩୬ ହଜାର ୪୨୦ ଜଣ ମହିଳା ନିଖୋଜ ହୋଇଥିବା ବେଳେ ୮ ହଜାର ୪୦୩ ଜଣ ଶିଶୁ ବି ଗାଏବ ହୋଇ ଯାଇଛନ୍ତି । ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି…
ରାଜ୍ୟରେ ନୂଆ ଥାନା ଏବଂ ଫାଣ୍ଡି ନିର୍ମାଣ ପାଇଁ 27 ଟି ପ୍ରସ୍ତାବ ଆସିଛି
ତିନି ଦିନ ପରେ ଆଜି ପ୍ରଶ୍ନକାଳ ସ୍ୱାଭାବିକ ହୋଇଛି। ଆଇନ ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ସମଗ୍ର ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୨୭ଟି ପ୍ରସ୍ତାବ ଆସିଛି ନୂଆ ଥାନା ଏବଂ ଫାଣ୍ଡି କରିବା ପାଇଁ | ଜିଲ୍ଲାରୁ ପ୍ରସ୍ତାବ ଆସିବା ପରେ…
୨୦୨୪ ମସିହାରେ ପଞ୍ଜିକୃତ ଅପରାଧରେ ବୃଦ୍ଧି ଘଟିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୩ ମସିହାରେ ସର୍ବମୋଟ ୧ ଲକ୍ଷ ୯୯…
ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍
ଆଜି ବିଧାନସଭାରେ ଉପସ୍ଥାପିତ ହେବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍ । କଣ ଆସିବ ନୂଆ ଯୋଜନା। ପୂର୍ବ ଫ୍ଲାଗସିପ୍ ଯୋଜନାକୁ କେତେ ଅର୍ଥ ମିଳିବ । ଏ ଆକଳନ ଆରମ୍ଭ ହୋଇଛି । ସେପଟେ ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ ୨୦୨୪-୨୫ରେ କମିଛି ରାଜ୍ୟର ଜିଡିପି ଓ ଶିଳ୍ପ ଅଭିବୃଦ୍ଧି ।…