Browsing Category

Odisha

All about all odisha state news updates

ଆସୁଛି ବାତ୍ୟା

ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ…

ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ  ଦେହାନ୍ତ, ଶୋକ ପ୍ରକାଶ କରିଛନ୍ତି , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବଲିଉଡ୍‌ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ  ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ୱ ଦର୍ଶକଙ୍କୁ…

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି । ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଧାନ କିଣା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।…

ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ, ଉତ୍ତରାଧିକାରୀଙ୍କ ନାଁ ଘୋଷଣା କରିପାରନ୍ତି ନବୀନ

ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।…

ପୁଅକୁ ଧରି ରାଜସ୍ଥାନରୁ ସିଧା ପୁରୀ ଦୌଡ଼ି ଆସିଥିଲେ,୧୪ ଦିନ ପରେ ଚମତ୍କାର

ଡାକ୍ତରଙ୍କ ଠାରୁ ନିରାସ ହେବା ପରେ ରାଜସ୍ଥାନରୁ ପୁଅକୁ ଧରି ପୁରୀ ଦୌଡ଼ି ଆସିଥିଲେ ରାଜସ୍ଥାକ ବାନ୍ସୱାଡ଼ାର ପ୍ରକାଶ କୁମାର ଭୋଇ । ଶ୍ରୀମନ୍ଦିର ଆଗରେ ପୁଅକୁ ରଖି ଲୋତକ ଭରା ଆଖିରେ ମହାପ୍ରଭୁଙ୍କୁ ମାଗିଥିଲେ ନିଜ ପୁଅ ନିଖିଳର ଜୀବନ । ଆଉ ଠିକ ୧୪ ଦିନ ପରେ ହେଲା ଚମତ୍କାର । ଆଶା ଛାଡ଼ି…

ସରକାର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ

ଭୁବନେଶ୍ୱର, : ଖୋର୍ଦ୍ଧା ବାଘମାରୀରେ ନାବାଳିକା ଅପହରଣ ଓ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ନବୀନ ଲେଖିଛନ୍ତି – ‘‘ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ…

୨୭ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ଆସନ୍ତା ୨୭ ଓ ୨୮ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୭ ତାରିଖ ଅପରାହ୍ଣ ୨ଟାରେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ।  ସେଠାରୁ ରାଜଭବନ ଆସିବା ପରେ ୨ଟା ୨୫ରେ ସେ କଳିଙ୍ଗ ଅତିଥି ନିବାସର ଉଦଘାଟନ…

ବଢୁଛି ବାତ୍ୟା ଭୟ

ବଢୁଛି ବାତ୍ୟା ଭୟ । ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ  । ୨୬ରେ ନେଇପାରେ ବାତ୍ୟାର ରୂପ ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇଛି ଲଘୁଚାପର ରୂପ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ…

୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ – ପୁଲିସ ମହାନିର୍ଦ୍ଦେଶକ

ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶ ରହିଛି । ଡିଜିପି କହିଛନ୍ତି ଯେ ଅସ୍ତ୍ର ଛାଡି…

ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ ବ୍ୟବସ୍ଥା

ରାଜ୍ୟରେ ଲଘୁ ଖଣି ଲିଜ୍ ଆବଣ୍ଟନ ପାଇଁ ରାଜ୍ୟ ସରକାର ଇ-ଲଟେରି ବ୍ୟବସ୍ଥା ପ୍ରଚଳନ କରିଛନ୍ତି। ଏହାସହ ବେଆଇନ ଖଣି ଖନନ ଓ ଚୋରାଚାଲାଣ ରୋକିବାକୁ ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ, ୨୦୦୭କୁ ଉଚ୍ଛେଦ କରି ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ ୨୦୨୫ ପ୍ରଣୟନ କରାଯାଇଛି। ସେହିପରି ପୁଲିସ ଓ…