Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Odisha
All about all odisha state news updates
ହଜାର ବର୍ଷର କଟକ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖନ୍ତୁ: ମୁଖ୍ୟମନ୍ତ୍ରୀ
କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।
ଭୁବନେଶ୍ୱର: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର…
ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଏନେଇ ଦୁର୍ଗାମେଢ଼ ଗୁଡ଼ିକୁ ୩ ଗୋଟି ବର୍ଗରେ ବିଭକ୍ତ…
ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
କଟକ ଜିଲାର ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଦୁଇ କଏଦୀ ଜେଲ୍ର ସେଲ୍ କାଟି ପଳାୟନ କରିଥିବା ସୂଚନା ମିଳିଛି। ଏହି ଘଟଣା ଜେଲ୍ ସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନଚିହ୍ନ ସୃଷ୍ଟି କରିଛି।
ସୂଚନା…
ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗାନ୍ଧୀ ଜୟନ୍ତୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ସତ୍ୟ ଓ ଅହିଂସାର ପ୍ରତୀକ 'ମହାତ୍ମା ଗାନ୍ଧୀ'ଙ୍କ…
ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
ସରକାରଙ୍କ ବିଫଳତା ନେଇ ଗାନ୍ଧୀ ଜୟନ୍ତୀରୁ ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେଇଛି ବିଜେଡି। ଭୁବନେଶ୍ବର ଜନତା ମୈଦାନ ନିକଟରେ ଥିବା ଗାନ୍ଧୀ ପାର୍କରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସଙ୍କଳ୍ପ ନେଇଛନ୍ତି ବିଜେଡି ନେତା ଓ…
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
ଆଜି ପବିତ୍ର ବିଜୟା ଦଶମୀ ଅବସରରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାବଣ ପୋଡ଼ି । ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା…
ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
ଭୁବନେଶ୍ବର : ଓଡ଼ିଶାରେ ଏକ ବଡ଼ ସ୍କାଣ୍ଡାଲ ଚାଲିଛି ବୋଲି ସରକାରଙ୍କ ବିରୋଧରେ ଏକ ସାଂଘାତିକ ଅଭିଯୋଗ ଆଣିଛି ବିଜେଡି । ମଧ୍ୟପ୍ରଦେଶର ବ୍ୟାପକ ଦୁର୍ନୀତି ପରି ଓଡ଼ିଶାରେ ମଧ୍ୟ ନିଯୁକ୍ତିରେ ବଡ଼ କେଳେଙ୍କାରୀ ଚାଲିଛି ବୋଲି ଅଭିଯୋଗ ଆଣିଛି ବିଜେଡି । ଆଜି ସାମ୍ବାଦିକ ସମ୍ମିଳନୀ…
ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ…
ପୂଜା ପାଇଁ ଭୁବନେଶ୍ବରରେ ଅସମ୍ଭାଳ ଭିଡ଼ , ଟ୍ରାଫିକ ଜାମ୍ ଦେଖି ଲୋକେ ଘରୁ ବାହାରିବାକୁ କୁନ୍ଥୁକୁନ୍ଥୁ ଶ୍ରଦ୍ଧାଳୁ
ମାଆ ଆସିଛନ୍ତି ବୋଲି ସଜେଇ ହୋଇଛି ମନ୍ଦିରମାଳିନୀ ଭୁବନେଶ୍ବର । ସହରର ପ୍ରମୁଖ ଛକ ଛକରେ ବଡ଼ ବଡ଼ ପୂଜା ପେଣ୍ଡାଲ, ଆକାଶଛୁଆଁ ତୋରଣ । ରଙ୍ଗୀନ ଆଲୋକମାଳା ସହ ଭିନ୍ନ ଭିନ୍ନ ଥିମରେ ପେଣ୍ଡାଲ ନିର୍ମାଣ କରିଛନ୍ତି ବିଭିନ୍ନ ପୂଜା କମିଟି । ଖାଲି କଣ ପେଣ୍ଡାଲ,ମୀନା ବଜାର, ଦୋଳି ସହ ବିଭିନ୍ନ…
ମଣ୍ଡପରେ ପବିତ୍ର ମହାସପ୍ତମୀ ଆଜି
ଆଜି ମା’ଦୁର୍ଗାଙ୍କ ପୀଠେ ମହାଷ୍ଟମୀ ଓ ମଣ୍ଡପରେ ପବିତ୍ର ମହାସପ୍ତମୀ। ଏଥିଲାଗି ଶ୍ରଦ୍ଧାଳୁମାନେ ସକାଳ ସକାଳୁ ପୂଜାମଣ୍ଡପରେ ଭିଡ଼ ଜମେଇଲେଣି। ଆଜି ଦେବୀପୀଠ ଓ ମନ୍ଦିରରେ ମା’ଙ୍କର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମଣ୍ଡପରେ ମାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି। ମାଆ ଦୁର୍ଗା…