Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Odisha
All about all odisha state news updates
ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାରେ ମହାମହମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବେ। ୬ଦିନିଆ ଗସ୍ତରେ ଆସି ଗତକାଲି ଭୁବନେଶ୍ବରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ…
ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଗଞ୍ଜାମ ମା ତାରାତାରିଣୀଙ୍କ ପୀଠରେ ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର
ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନିର୍ଦେଶକ ଥିଲେ ମନୋଜ ଭି ନାଏର ।…
ଓଡ଼ିଶାର ଶିଳ୍ପ ବିକାଶରେ ଇଷ୍ଟ- ୱେଷ୍ଟ କରିଡର ବଡ଼ ଭୂମିକା ନିଭାଇବ- ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କରାଯାଇଥିବା ଚଳିତ ୨୦୨୬-୨୦୨୭ ଆର୍ଥିକ ବର୍ଷର ବଜେଟ ପ୍ରସଙ୍ଗରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ସାମ୍ବାଦିକ ସମ୍ମିଳନୀ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍ରେ ଓଡ଼ିଶା ପାଇଁ ୧୦ ହଜାର…
ଏହି କାରଣରୁ ଆସନ୍ତକାଲି ଯାଜପୁର ପୌରାଞ୍ଚଳର ସମସ୍ତ ସ୍କୁଲ ଛୁଟି
ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍ ଛୁଟି ଘୋଷଣା…
ଆଜି ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ। ଏଥିପାଇଁ ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାଷ୍ଟ୍ରପତି ଯିବାକୁ ଥିବା ରାସ୍ତା ଗୁଡିକରେ କଟକଣା ଜାରି…
ଓଡ଼ିଶାରେ ହେବ ଖଣିଜ କରିଡର
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୯ମ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରୁଛନ୍ତି । ଏହି ବଜେଟରେ କରଦାତାମାନେ ଆଶ୍ୱସ୍ତି ପାଇବାକୁ ଆଶା କରୁଥିବା ବେଳେ, ମଧ୍ୟବିତ୍ତ ବର୍ଗଠାରୁ ଗ୍ରାମୀଣ ଚାଷୀ ପର୍ଯ୍ୟନ୍ତ ସମସ୍ତେ ମଧ୍ୟ ସରକାରଙ୍କ ଉପରେ ନଜର ରଖିଛନ୍ତି। କର୍ତ୍ତବ୍ୟ ଭବନରେ ପ୍ରଥମ ବଜେଟ୍…
ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ।
ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ…
ନବୀନ ନିବାସର ବୈଠକ ପରେ ପ୍ରତିକ୍ରିୟା ରଖିଲେ କଳିକେଶ: ନବୀନଙ୍କ ପରେ କୌଣସି ଲିଡରସିପ୍ର ପ୍ରଶ୍ନ ଉଠୁନି, ‘୨୦୨୯ରେ ବି…
ସବୁ ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ । ଦ୍ୱିତୀୟ ନେତୃତ୍ୱ ଘମାସାନ ଉପରୁ ହଠିଛି ପରଦା । ନବୀନ ନିବାସର ବୈଠକରେ ପରେ ଏନେଇ ଖୁଲାସା କରିଛନ୍ତି ନିଜେ କଳିକେଶ ନାରାୟଣ ସିଂହଦେଓ । ଖୋଲାଖୋଲି କହିଲେ ଦ୍ୱିତୀୟ ନେତୃତ୍ୱ ନେବାର ପ୍ରଶ୍ନ ଉଠୁନି । ନବୀନଙ୍କ ପରେ କୌଣସି ଲିଡରସିପ୍ର ପ୍ରଶ୍ନ ଉଠୁନି…
ସରିଲା ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ବୈଠକ,୧୦ ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ସରିଲା ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ୧୦ ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି । ଜାତୀୟ ଢାଞ୍ଚାରେ ହେବ ନୀତି । ଦୁବାଇ ସିଙ୍ଗାପୁର…