Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ହୀରାକୁଦର ୭ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ,ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ…
ହୀରାକୁଦର ୭ ଗେଟ୍ ଖୋଲା। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୫ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୭ ଫୁଟ ରହିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା…
ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍,୪୨ ହଜାର ୬୦୦ ଲୋକ ସ୍ଥାନାନ୍ତରିତ
ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍ । ବାଲେଶ୍ଵର ଜିଲ୍ଲାର ୧୨ ଟି ବ୍ଲକ୍ ମଧ୍ୟରୁ ଭୋଗରାଇ , ଜଳେଶ୍ୱର, ବାଲିଆପାଳ, ବସ୍ତା,ସଦର,ରେମୁଣା ଓ ବାହାନଗା ବ୍ଲକ୍ ପ୍ରଭାବିତ ହୋଇଛି । ସେଥି ମଧ୍ୟରୁ ୯୬ଟି ପଞ୍ଚାୟତ ୪୪୬ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ସେହିଭଳି…
ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର,କିଭଳି ପର୍ବପର୍ବାଣୀ ଶାନ୍ତି ଶୃଙ୍ଖଳାର ସହ ପାଳନ ହେବ ପୋଲିସ…
ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର । କଟକ ସ୍ଥିତ ପୋଲିସ ମୁଖ୍ୟାଳୟ ଆସି ବିଧିବଦ୍ଧ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ଅନ୍ତରୀଣ ପୋଲିସ ଡିଜି ବିନୟତୋଷ ମିଶ୍ର ।କାର୍ଯ୍ୟରେ ଯୋଗ ଦେବା ପରେ ଅନ୍ତରୀଣ ଡିଜି ବିନୟତୋଷ ମିଶ୍ର କହିଛନ୍ତି, ଏବେ ଗୁରୁତ୍ୱପୂର୍ଣ୍ଣ ଦିଗ ଗୁଡିକ…
ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ,
୩ ଦିନ ବଡ଼ ବର୍ଷା । ଆଜିଠୁ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ସମସ୍ତ ଅଧିକାରୀଙ୍କ ଛୁଟିକୁ ବାତିଲ କରାଯାଇଛି । ୩…
ଗାନ୍ଧୀ ମାର୍ଗରେ ପତକା ଉତ୍ତଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ…
୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାତ୍ମା ଗାନ୍ଧୀଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ ବଳିଦାନକୁ ସ୍ମରଣ କରିଥିଲେ। ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି…
ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ବିଶ୍ୱର ଦ୍ରୁତତମ…
ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କରି ଭାରତର ବିକାଶ ଯାତ୍ରାର ଚିତ୍ର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ୧୩ତମ ଲଗାତର ସ୍ୱାଧୀନତା ଦିବସ ଭାଷଣରେ ଭାରତ କିପରି ଗତ ୧୨ ବର୍ଷରେ ଆର୍ଥିକ ଓ ବିକାଶ କ୍ଷେତ୍ରରେ ଆଗକୁ ବଢ଼ିଛି, ସେନେଇ ଅନେକ ଉଦାହରଣ…
ବିପଦ ସଂକେତ ଅତିକ୍ରମ କଲା ବୁଢାବଳଙ୍ଗ,ବାଲେଶ୍ବରରେ ଲୋକ ମାନଙ୍କୁ ସ୍ଥାନାନ୍ତରିତ ଆରମ୍ଭ
ରାଜ୍ୟରେ ବନ୍ୟା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ । ସେ କହିଛନ୍ତି ବନ୍ୟା ସ୍ଥିତି ଉପରେ ନଜର ରହିଛି । ଗ୍ରାଉଣ୍ଡରେ ଅଧିକାରୀ ରହିଛନ୍ତି । ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ମାଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ଜଳକା, ସାଳନ୍ଦୀ,…
ମୁକ୍ତିକୁ ଅପେକ୍ଷା କରିଥିବା ଦାରା ସିଂ ନିରାଶ,ମୁକ୍ତି ଉପରେ କରାଯିବ ପୁନର୍ବିଚାର
ମୁକୁଳିବେନି ଦାରା ସିଂ । ସବୁ ଚର୍ଚ୍ଚାରେ ପଡି଼ଲା ପୂର୍ଣ୍ଣଚ୍ଛେଦ । ମୁକ୍ତିକୁ ଅପେକ୍ଷା କରିଥିବା ଦାରା ସିଂ ନିରାଶ ହୋଇଛନ୍ତି । ସେଅଗଷ୍ଟ ୧୫ରେ କେନ୍ଦୁଝର ଜେଲରୁ ମୁକୁଳିବେ ବୋଲି ପୂର୍ବରୁ ସୂଚନା ମିଳିଥିଲା । କିନ୍ତୁ ଏବେ ମୁକୁଳି ପାରିବେ ନାହିଁ ଦାରା ସିଂ ।
ରିପୋର୍ଟ ଅନୁସାରେ,…
ତାଳଚେର-ପୁରୀ ଏକ୍ସପ୍ରେସ ଲାଇନଚ୍ୟୁତ
ପୁରୀ ରେଲୱେ ଷ୍ଟେସନ ନିକଟରେ ଅଳ୍ପକେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲା ତାଳଚେର-ପୁରୀ ଏକ୍ସପ୍ରେସ । ପୁରୀ ଷ୍ଟେସନ୍ ଠାରୁ ମାତ୍ର ୫୦୦ ମିଟର ଦୂରରେ ଟ୍ରେନ୍ଟି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି । ଟ୍ରେନ୍ର ଇଞ୍ଜିନଟି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି ।ତାଳଚେରରୁ ପୁରୀ ଅଭିମୁଖେ ଆସୁଥିବା…
ଭୁବନେଶ୍ବର ବିମାନବନ୍ଦରରେ ହଙ୍ଗାମା,୩ ଘଣ୍ଟା ଅପେକ୍ଷା ପରେ ଫ୍ଲାଇଟ୍ ବାତିଲ
ଫ୍ଲାଇଟ୍ ବାତିଲ, ଭୁବନେଶ୍ବର ବିମାନବନ୍ଦରରେ ହଙ୍ଗାମା । ୩ ଘଣ୍ଟା ଅପେକ୍ଷା ପରେ ତାତିଲେ ଯାତ୍ରୀ । କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଲେ କ୍ଷୁବ୍ଧ ଯାତ୍ରୀ । ଷ୍ଟାଫ୍ ଙ୍କୁ ଗାଳି ଦେବା ସହ CISFକୁ କଲେ ନାକେଦମ୍ । ଭୁବନେଶ୍ୱର ଏୟାରପୋର୍ଟରେ ରାତିରେ ହାଇଡ୍ରାମା । ଉଡ଼ାଣ ବାତିଲ ପରେ…