Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
କାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ
ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ ଆରମ୍ଭ…
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆସନ୍ତା ୧୨ ତାରିଖ ଯାଏ ଜାରି ରହିବ ଇଣ୍ଟରନାଲ ଆସେସମେଣ୍ଟ । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୭ ଯାଏ ହେବ ଥିଓରୀ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ…
୩ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍ପତି
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ ରାଜ୍ୟପାଳ କମ୍ଭମ୍ପତି ଓଡ଼ିଶାର ରାଜ୍ୟପାଳ…
ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍ଜି) ୫…
ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି
ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ…
ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ପଦୋନ୍ନତି କରିଛନ୍ତି
ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।୧୯୯୩ ବ୍ୟାଚର ଆଇପିଏସ ବିନୟତୋଷ ମିଶ୍ର ଓ ଆର ପି କୋଚେଙ୍କୁ ଡ଼ିଜି ପାହ୍ୟାକୁ ପଦୋନ୍ନତି…
ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ
ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ ବନ ବିଭାଗ ପକ୍ଷରୁ ସୂଚନା…
ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ…
ଶ୍ରୀମନ୍ଦିରରେ ଭିଡକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ତା କଡାକଡି
ଆଜି ଓ ଆସନ୍ତାକାଲି ଶ୍ରୀମନ୍ଦିରରେ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ମାର୍ଗଦର୍ଶିକା ଜାରି କରାଯାଇଛି । ଭୁବନେଶ୍ଵର ବ୍ରହ୍ମଗିରି କୋଣାର୍କ ପାର୍ଶ୍ବରୁ ଆସୁଥିବା ସମସ୍ତ ଦୁଇଚକିଆ ଯାନ ମାର୍କେଟ ଛକ ପର୍ଯ୍ୟନ୍ତ ଯିବା ପାଇଁ ଅନୁମତି ରହିଛି । ମାର୍କେଟ ଛକ ମ୍ୟୁନିସିପାଲ…
ନୂଆବର୍ଷରେ ପୁଣି ରାଜ୍ୟରେ ଥରାଇବ ଶୀତ : କମିବ ରାତି ତାପମାତ୍ରା
ନୂଆବର୍ଷରେ ପୁଣି ରାଜ୍ୟରେ ଥରାଇବା ଶୀତ । କମିବ ରାତି ତାପମାତ୍ରା । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିଛି । ୩ଦିନ ପରେ ଏହା କ୍ରମଶଃ ହ୍ରାସ ପାଇବ । ଦିନ…