Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ହ୍ୟୁମାନ ସାଗର
ଜୀବନ ଯୁଦ୍ଧରେ ହାରିଗଲେ ହ୍ୟୁମାନ ସାଗର । ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ଓଡ଼ିଶାର ଅରିଜିତ ସିଂ । କିଡନି ଓ ଲିଭର ଜନିତ ରୋଗରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ହ୍ୟୁମାନ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି, ଆଧୁନିକ ଓଡ଼ିଆ ସଂଗୀତ ଜଗତ ହ୍ୟୁମାନଙ୍କୁ ହରାଇ ସ୍ତବ୍ଧ ହୋଇଯାଇଛି ।ଗତ…
ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଡିସେମ୍ବର ୧ ତାରିଖରୁ ଘରୋଇ ବସ…
ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ ଏମଭି…
କଂଗ୍ରେସର ବିଭୀଷଣ କିଏ ?
କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…
ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍
ସିବିଆଇ ଟିମ୍ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି , ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ,…
ନୂଆପଡ଼ା ଉପନିର୍ବାଚନ ଫଳାଫଳରେ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନକରିଛନ୍ତି ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍ରେ…
ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ
ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ କରାଯାଉଛି । ଏହି ଅଭିଯାନ ସଡ଼କ ଦୁର୍ଘଟଣା ଓ ମୃତ୍ୟୁ ହାର କମାଇବାକୁ ଲକ୍ଷ୍ୟ ରଖି ଆୟୋଜନ କରାଯାଇଛି । ୧୫ ଦିନ ଧରି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ, ଚଢ଼ଉ, ସଡ଼କ ସୁରକ୍ଷା ଆଦି କାର୍ଯ୍ୟକ୍ରମ…
ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ – ପିସିସି ସଭାପତି ଭକ୍ତ ଦାସ
ନୂଆପଡ଼ା ଜନାଦେଶକୁ ନେଇ ପିସିସି ସଭାପତି ଭକ୍ତ ଦାସ ଦେଇଛନ୍ତି ବଡ଼ ବୟାନ । କହିଛନ୍ତି, ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ଦଳରେ ବିଭୀଷଣ ରହିଥିବା ବେଳେ ଆମ ଦଳରେ ମଧ୍ୟ ଏଭଳି କିଛି ତତ୍ତ୍ୱ ଅଛନ୍ତି, ଯେଉଁମାନେ ନିର୍ବାଚନରେ ଆମ…
ନୂଆପଡ଼ାରେ ‘ଶଙ୍ଖ’ ଶୁଭିଲାନି: ବିଜେଡ଼ିକୁ କଟାକ୍ଷ କଲେ ଶ୍ରୀମୟୀ ଓ ଏଲିନା
ନୂଆପଡ଼ାରେ ‘ଶଙ୍ଖ’ ଶୁଭିଲାନି ବୋଲି ଏବେ ସୋସିଆଲ ମିଡିଆରେ ସମାଲୋଚନା ପରେ ସମାଲୋଚନାର ସାମନା କରୁଛି ବିଜେଡି । ବିଜେଡିରୁ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ବାରମ୍ବାର ସର ମାରୁଥିବାବେଳେ, ଏବେ ଶ୍ରୀମୟୀଙ୍କ ସମାଲୋଚନା ତାଳରେ ତାଳ ମିଳାଇଛନ୍ତି ଆଉ ଜଣେ ମହିଳା ନେତ୍ରୀ । ଦଳ ଭିତରୁ ନିଜ…
‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି…