Trending
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
Browsing Category
Odisha
All about all odisha state news updates
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଅପରାହ୍ଣ ୩ଟା ୩୫ ମିନିଟ୍ରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମାଜ ଫାଉଣ୍ଡେସନ୍ର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ।
ଏହାପରେ ଭୁବନେଶ୍ବର ଫେରି ରାଜଭବନରେ ରାତ୍ରିଯାପନ କରିବେ।…
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ CRPFର ଜଣେ ସବ୍ ଇନସ୍ପେକ୍ଟର ସହିଦ । ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ନକ୍ସଲମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ସୁରକ୍ଷା ବାହିନୀକୁ ଟାର୍ଗେଟ୍ କରିଛନ୍ତି । ଏଥିରେ CRPFର ଜଣେ ସବ୍ ଇନସ୍ପେକ୍ଟର ସୁନୀଲ କୁମାର ମଣ୍ଡଳ ସହିଦ ହୋଇଛନ୍ତି…
ଆଉ ୩ ଦିନ କାଳବୈଶାଖୀ
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆକ୍ସନରେ କ୍ରାଇମବ୍ରାଞ୍ଚ,ଆଜି ଷଷ୍ଠ ଦିନର ଜେରା
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆକ୍ସନରେ କ୍ରାଇମବ୍ରାଞ୍ଚ । ଆଜି ମଧ୍ୟ ଏହି ହତ୍ୟାକାଣ୍ଡ ସହ ଜଡ଼ିତ କିଛି ବ୍ୟକ୍ତିଙ୍କୁ ପଚରାଉଚରା କରିପାରେ କ୍ରାଇମବ୍ରାଞ୍ଚ । ଗତକାଲି ସରୋଜ ସା’ ଓ ଜୀବନ ନାୟକଙ୍କୁ ଜେରା କରାଯାଇଥିଲା । ନବ ଦାସଙ୍କୁ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ…
୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ
ରାଜ୍ୟରେ ବେଶ୍ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି…
ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି
ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ୭ଟି ବିଭାଗର ଏହି ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ କ୍ୟାବିନେଟ…
ବିଧାନସଭାରେ ବାଜିଲା ଘଣ୍ଟ,ଦିନ ସାଢେ ୧୧ଟା ଯାଏଁ ମୁଲତବି
ବିଧାନସଭାରେ ବାଜିଲା ଘଣ୍ଟ । ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଆଜି ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରିନି ବିଧାନସଭା । ଆଉ ବିଧାନସଭାରେ ଦେଖିବାକୁ ମିଳିଛି ବିରୋଧୀଙ୍କ ନିଆରା ପ୍ରତିବାଦ । କଂଗ୍ରେସ ବିଧାୟକମାନେ କଳାସାର୍ଟ ଆଉ କଳାବ୍ୟାଚ୍ ପିନ୍ଧିବା ସହିତ ଘଣ୍ଟ ବଜେଇ…
ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ
ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…
ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…