Browsing Category

Odisha

All about all odisha state news updates

ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି

ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ ୧୦, ବଲାଙ୍ଗୀର ୨, ବ୍ରହ୍ମପୁର ୪, କଟକ ୭, କନ୍ଧମାଳ…

ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍‌। ଏହା ସହିତ ଜର୍ଜ…

ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ

ନଦୀକୂଳକୁ ଛେଳି ଆଣିବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । ଗତକାଲି ଠାରୁ ବନ ବିଭାଗ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକ ମାନଙ୍କ ଦ୍ବାରା ବହୁତ ଖୋଜାଖୋଜି ପରେ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର ହେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ବେଣାକନ୍ଦା ଗାଁର ଲକ୍ଷ୍ମୀ ଦଳେଇ ନାମକ…

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !

ଦିଲ୍ଲୀପ ନାୟକ  ନିମାପଡ଼ା ଆସନରେ ୨୦୨୪ ନିର୍ବାଚନରେ ପ୍ରାର୍ଥୀ ଥିଲେ। ଏହାପୂର୍ବରୁ ସେ କଟକ ଜିଲ୍ଲାରେ ବିଜେଡିର ନେତା ଭାବେ ପରିଚିତ ଥିଲେ। ୨୦୨୪ ଏପ୍ରିଲରେ ଦିଲ୍ଲୀପ ନାୟକ ଶତାଧିକ ଭାଜପା କର୍ମକର୍ତ୍ତାଙ୍କ ସହ ବିଜେଡିରେ ଯୋଗ ଦେଇଥିଲେ। ବିଜେଡିର ପ୍ରମୁଖ ନେତା ଏବଂ ନିମାପଡ଼ା…

ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ

ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଦ୍ୟାଳୟରେ…

ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।…

ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

କନ୍‌ଷ୍ଟେବଲ୍‌ ଶୁଭମିତ୍ରାଙ୍କୁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଦୀପକଙ୍କ ସମେତ ୩ଜଣ ଗୁରୁବାର ଜେଲ ଯାଇଛନ୍ତି। ଦୀପକଙ୍କ ମାଉସୀ ପୁଅ ଭାଇ ବିନୋଦ ବିହାରୀ ଭୂୟାଁ ଓରଫ ପପୁ (୩୯) ଓ ତାଙ୍କ ସାଙ୍ଗ ଶମ୍ଭୁନାଥ ମହନ୍ତ ଓରଫ ଜଟ (୨୩)ଙ୍କୁ ଆପରାଧିକ ଷଡ଼ଯନ୍ତ୍ର ଏବଂ ପ୍ରମାଣ ନଷ୍ଟ କରିବା…

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ

ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ,  ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ…

ପୁଣି ରାହୁଲ ଆଣିଲେ ଅଭିଯୋଗ

ଭୋଟ ଚୋରି ପ୍ରସଙ୍ଗ ନେଇ ପୁଣି ଥରେ ଭାରତୀୟ ନିର୍ବାଚନ କମିଶନ ଓ ବିଜେପିକୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ଟାର୍ଗେଟ। ଆଗକୁ ବିହାର ନିର୍ବାଚନ ହେବାକୁ ଥିବାବେଳେ ରାହୁଲ ଗାନ୍ଧୀ ପୁଣି ଥରେ ଭୋଟ ଚୋରି ପ୍ରସଙ୍ଗ ଉଠାଇଛନ୍ତି। ସେ ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ…

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତ୍ୟୁକୁ ନେଇ ଏବେ ଚାରିଆଡେ ଆଲୋଚନା ଚାଲିଛି । କଣ ପାଇଁ ସେ ଦୀପକକୁ ବିବାହ କଲେ ତାହା ବୁଝିହେଉନାହିଁ । ଶୁଭମିତ୍ରା ନିଖୋଜ ହେବାର ୧୨ ଦିନ ପରେ  ମାଟି ତଳୁ ତାଙ୍କର ଗଳିତ ଶବ ଉଦ୍ଧାର କରାଯାଇଛି । ପୁଲିସ ପ୍ରେମିକ ଦୀପକ ରାଉତ ଓରଫ ଦୀପୁ ତାଙ୍କୁ…