Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Odisha
All about all odisha state news updates
ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍
ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍ କୋଡିନେସନ୍ କମିଟି। ଗୁରୁବାର ତୃତୀୟ ଥର ପାଇଁ ପରିବହନ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚୋନ ପରେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛି ସଂଘ । ଆଜିଠାରୁ ସ୍ଵାଭାବିକ ହେବ ଟ୍ରକ୍ ଚଳାଚଳ। ଗତ ନଭେମ୍ବର 10 ତାରିଖରୁ 11 ଦଫା ଦାବି ନେଇ 13…
ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ
ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ । ବର୍ଷ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ । ଭାରତ ସରକାରଙ୍କ ପକ୍ଷରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…
ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ
ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ । ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ନଭାଙ୍ଗିବାକୁ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ପରବର୍ତ୍ତୀ ଆଦେଶ ନଆସିବା ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ।…
ଗୁଣ୍ଡାଗର୍ଦ୍ଦିକୁ ବିଜେପି ସରକାର ପ୍ରଶୟ ଦେବ ନାହିଁ : ହିମାଂଶୁ
ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା ସମ୍ମିଳନୀରେ ଆହୁରି କହିଛନ୍ତି, ଭାଜପା ସରକାର ଏଭଳି ଗୁଣ୍ଡାଗର୍ଦ୍ଦିକୁ…
ରାଜ୍ୟରେ ପ୍ରତିଷ୍ଠା ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ
ରାଜ୍ୟରେ ଖୁବ୍ଶୀଘ୍ର ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି। ଆଜି ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟର୍ସଠାରେ ବିଶ୍ବ ମତ୍ସ୍ୟ ଦିବସ ପାଳନ ଅବସରରେ…
ବିଧାୟକଙ୍କୁ ଆକ୍ରମଣ ମାମଲା: ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍
ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍। ଗତକାଲି ଏତଲା ଆଧାରରେ ପୁଲିସ୍ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସନ୍ଧ୍ୟା ବେଳେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳଙ୍କ ଅଫିସରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ଯାଉଥିଲେ। ତେବେ…
ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ
ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି।
ଏ…
ଆସନ୍ତା 24 ରେ ଆସିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ରାଜ୍ୟ ସରକାର ଅଙ୍ଗନବାଡି କର୍ମୀମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନା ଦେବା ନେଇ ଘୋଷଣା କରିଛନ୍ତି ଏଥିସହ ଆସନ୍ତା ୨୪ରେ ତୃତୀୟ କିସ୍ତି ମିଳି ସୁଭଦ୍ରା ଯୋଜନାର ଟଙ୍କା ଏ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିବା ବେଳେ ଡିସେମ୍ବରରେ ମିଳିବ ଚତୁର୍ଥ କିସ୍ତି ଟଙ୍କା । ସୁଚନା ଅନୁଯାୟୀ ରାଜ୍ୟରେ…
ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ
ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିଭିନ୍ନ ସ୍ଥାନରେ ପୋଲିସ ର ତିନୋଟି ଟିମ୍ ଚଢାଉ କରି ୪ଜଣଙ୍କୁ ଅଟକ ରଖିଛି । ତେବେ ଅନ୍ୟମାନେ ଏଯାଏଁ ଫେରାର୍ ଅଛନ୍ତି । ବିଳମ୍ବିତ ରାତିରେ ଅତିରିକ୍ତ ଡିଜି ପହଁଚି ଏସପିଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି । ଗତକାଲି…
କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି
ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। ଦୀର୍ଘଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ। ସେବାୟତମାନେ ଶ୍ରୀମନ୍ଦିର ସିଂହଦ୍ଵାରରେ ତାଙ୍କୁ ଖଣ୍ଡୁଆ ଦେଇ ସ୍ବାଗତ କରିବା ସହ ମହାପ୍ରଭୁଙ୍କ…