Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ନୂଆପଡ଼ା ଉପନିର୍ବାଚନରେ ବିଜେପିର ବିଜୟ ହେବ
ନୂଆପଡ଼ା ଉପନିର୍ବାଚନରେ ଆମେ ୫୦ ହଜାରରୁ ଅଧିକ ଭୋଟରେ ବିଜୟ ଲାଭ କରିବୁ । ନୂଆପଡ଼ାରେ ବିଜେଡି-କଂଗ୍ରେସ ପୁରା ସଫା ହୋଇଯିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ।
ଗତ ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନରେ ଉପନିର୍ବାଚନ ଲାଗି ମତଦାନ ହୋଇଛି । ଯେଉଁଥିରେ…
ଆମେ ନିଶ୍ଚିତ ଜିତିବୁ: ଭକ୍ତ ଦାସ
ନିର୍ବାଚନ ପ୍ରଚାରରେ କଗ୍ରେସର ରଣନୀତି ଭିନ୍ନ ଥିଲା । ବିଜେଡ଼ି ଓ ବିଜେପି ଭଳି ଦଳ ହାଇଭୋଲ୍ଟେଜ୍ ପ୍ରଚାର ନକରି ଦଳ ଛୋଟଛୋଟ ବୈଠକ କରି ମତଦାତାମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବାକୁ ଚେଷ୍ଟା କରୁଥିବା ଦେଖାଯାଇଥିଲା । ଘାସିରାମ ଲୋକମାନଙ୍କର ସୁଖଦୁଃଖରେ ଛିଡ଼ା ହୋଇ ସେମାନଙ୍କର ବେଶ୍…
କଟକ ବାଲିଯାତ୍ରାରେ ଅଘଟଣ,୫୦ ଫୁଟ ଉଚ୍ଚରେ ଅଟକିଗଲା ହାମର ଦୋଳି , ଝୁଲୀ ରହିଲେ ଦର୍ଶକ
କଟକ ବାଲିଯାତ୍ରାର ଅଷ୍ଟମ ଦିନରେ ବଡ଼ ଅଘଟଣ । ମଝି ଆକାଶରେ ଅଟକିଗଲା ଦୋଳି । ଦୀର୍ଘ ଅଢେ଼ଇ ଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ଉଦ୍ଧାର ହୋଇଛନ୍ତି ସମସ୍ତ ଦର୍ଶକ । ଦୋଳିରୁ ସୁରକ୍ଷିତ ଉଦ୍ଧାର ହେଲେ ଫଶିଥିବା ସମସ୍ତ ବ୍ୟକ୍ତି । ପାଖାପାଖି ୫୦ ଫୁଟ ଉଚ୍ଚରେ ଫଶି ରହିଥିଲେ ୮ ଜଣ ବ୍ୟକ୍ତି । ତେବେ…
ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା, ଆଜି ନୁହେଁ କାଲି ସରିବ
ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ ।…
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଆସନ୍ତାବର୍ଷ ଫେବ୍ରୁଆରି ତୃତୀୟ ସପ୍ତାହରେ ଆଗତ କରାଯିବ
୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଆସନ୍ତାବର୍ଷ ଫେବ୍ରୁଆରି ତୃତୀୟ ସପ୍ତାହରେ ଆଗତ କରାଯିବ। ଅର୍ଥ ବିଭାଗ ପକ୍ଷରୁ ଆଜିଠାରୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଅର୍ଥ ବିଭାଗ ପକ୍ଷରୁ ବିଭିନ୍ନ ବିଭାଗକୁ ଦିଆଯାଇଥିବା ଚିଠିରେ କୁହାଯାଇଛି, ୨୦୨୬-୨୭ ପାଇଁ ଆସନ୍ତା…
ଖସିଲା ପାରଦ ବଢିଲା ଶୀତ
ଆଜି ସକାଳେ ଘନ କୁହୁଡ଼ିର ଧଳା ଚାଦରରେ ଘୋଡ଼େଇ ହୋଇଥିଲା କୋରାପୁଟ ଓ ସୁନ୍ଦରଗଡ଼ ସହର । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ଥିଲା କୁହୁଡ଼ିର ଆସ୍ତରଣ । ଏପଟେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମିଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…
ସରିଲା ନୂଆପଡ଼ା ବିଧାନସଭା ନିର୍ବାଚନ : ୭୯.୦୨ ପ୍ରତିଶତ ମତଦାନ
ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନ ପାଇଁ ଶାନ୍ତିପୂର୍ଣ୍ଣ ମତଦାନ ଶେଷ ହୋଇଛି। ଏଠାରେ ୭୯.୦୨ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ୨୦୨୪ ସାଧାରଣ ନିର୍ବାଚନ ତୁଳନାରେ ଭୋଟ୍ ହାର ବଢ଼ିଛି। ମଙ୍ଗଳବାର ମତଦାନ ଆରମ୍ଭ ପୂର୍ବରୁ ସକାଳ ୭ଟାରୁ କରାଯାଇଥିବା ମକ୍ ପୋଲ୍…
ନୂଆପଡ଼ା ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ
ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରୁଥିବା ବେଳେ ସନ୍ଧ୍ୟା ୫ଟା ଯାଏଁ ଭୋଟିଂ ଚାଲିବ । ନୂଆପଡ଼ା ଉପନିର୍ବାଚନରେ ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍. ଗୋପାଳନ ସୂଚନା…
ଆଜି ଭୋଟ ଦେଉଛନ୍ତି ନୂଆପଡାବାସୀ , ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
ଆଜି ଭୋଟ ଦେଉଛନ୍ତି ନୂଆପଡାବାସୀ । କଡା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ମୋଟ ୩୫୮ବୁଥରେ ଚାଲିଛି ମତଦାନ। ୩୧୧ଟି ବୁଥରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ । ଅନ୍ୟ ୪୭ଟି ବୁଥେୀ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଚାଲିବ ଭୋଟିଂ। ଆଜି ୧୪ ପ୍ରାର୍ଥୀଙ୍କ…
ନିରବ ଅବଧି ସମୟରେ ନୂଆପଡ଼ାରେ ନିୟମର ଉଲ୍ଲଂଘନ କରିଛି ବିଜେପି – ନବୀନ
ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟିଂ। ନଭେମ୍ବର ୯ରେ ପ୍ରଚାର ଥମିବା ସହ ମତଦାନ ପାଇଁ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏହା ମଧ୍ୟରେ ରାଜ୍ୟରେ ବିଜେପି ସରକାର ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…