Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ଆଜି ମାଣ୍ଡିଆ ଦିବସ
ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ 'ମାଣ୍ଡିଆ ଦିବସ' ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । କହିଛନ୍ତି ମାଣ୍ଡିଆ ଆମ…
ଅନ୍ୟ ଜିଲ୍ଲାରୁ କୌଣସି ଇଭିଏମ୍ ଆସିନାହିଁ – ମୁଖ୍ୟ ନିର୍ବାଚନ ଅଧିକାରୀ
ଇଭିଏମ୍ ଲୁଚାଇବା ଅଭିଯୋଗରେ ସ୍ପଷ୍ଟୀକରଣ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍. ଗୋପାଳନ । ଅନ୍ୟ ଜିଲ୍ଲାରୁ କୌଣସି ଇଭିଏମ୍ ଆସିନଥିବା କହିଲେ ମୁଖ୍ୟ ନିର୍ବାଚନ ଅଧିକାରୀ । ରବିବାର ସନ୍ଧ୍ୟାରେ ଏକ ରାଜନୈତିକ ଦଳ ବଡ଼ ଅଭିଯୋଗ ଆଣିଥିଲା ଯେ ନୂଆପଡ଼ା ଜିଲ୍ଲାପାଳ ଗଞ୍ଜାମରୁ…
ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ପ୍ରଚାର,ନ୍ଧ୍ୟା ୪ ଟାରୁ ଆରମ୍ଭ ହୋଇଛି ସାଇଲେନ୍ସ ପିରିୟଡ
ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ପ୍ରଚାର । ଆସନ୍ତା ୧୧ ତାରିଖରେ ପଡିବ ଭୋଟ୍ । କିଛି ଦିନ ଧରି ଏହି ଉପ ନିର୍ବାଚନ ନୂଆପଡାବାସୀଙ୍କୁ ଦେଉଛି ନୂଆ ଅନୁଭୂତି । ସକାଳ ହେଲେ ମାଳ ମାଳ ନେତା ଆଉ ସେମାନଙ୍କ ମାରାଥନ ପ୍ରଚାର । ଯେଉଁ ଗାଁର ରାସ୍ତାରେ ଦିନେ ଗୋଟିଏ ଗାଡି କାଁ ଭାଁ ଦେଖା ଯାଉଥିଲା…
ନୂଆପଡ଼ାରେ ମେଡିକାଲ୍ କଲେଜ୍ କରିବୁ, ବିକାଶର ଆଗଧାଡ଼ିରେ ରହିବ ନୂଆପଡ଼ା – ମନମୋହନ ସାମଲ
ଉପନିର୍ବାଚନର ଶେଷ ଦିନରେ ନୂଆପଡ଼ାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ବିଜେପି ସରକାର ଯେଉଁସବୁ ପ୍ରତିଶ୍ରୁତି ଦେଇଛି, ତାହା ପାଳନ କରିଛି। ଆମେ ସରକାରକୁ ଆସିବା ପରେ ନୂଆପଡ଼ାବାସୀଙ୍କୁ ଅନେକ ସହାୟତା ଦେଇଛୁ। ବିକାଶର ଆଗଧାଡ଼ିରେ…
ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ଆଜି ଅପରାହ୍ଣ ୪ଟାରେ ସରିବ, ତିନି ରାଜନୈତିକ ଦଳ ପ୍ରାର୍ଥୀଙ୍କ ପକ୍ଷରୁ…
ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ଆଜି ଅପରାହ୍ଣ ୪ଟାରେ ସରିବ। ଏହାପରେ ୪୮ଘଣ୍ଟା ନିରବ ଅବଧି ରହିବ। ନଭେମ୍ବର ୧୧ ସକାଳ ୭ରୁ ମତଦାନ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା…
ବାଲିଯାତ୍ରାର ବଢ଼ୁଛି ଭିଡ଼, ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ ସବୁର ମଜା ନେଉଛନ୍ତି ଲୋକେ
ବାଲିଯାତ୍ରାର ବଢ଼ୁଛି ଭିଡ଼ । ଶନିବାର ଚତୁର୍ଥ ସଂଧ୍ୟାରେ ହଠାତ୍ ଲୋକମାନଙ୍କ ଭିଡ ବଢି ଯାଇଥିବା ଦେଖିବାକୁ ମିଳିଥିଲା । ହଜାର ହଜାର ଲୋକ ବାଲିଯାତ୍ରା ବୁଲିବା ପାଇଁ ଆସିଛନ୍ତି । ବାଲିଯାତ୍ରା ବୁଲିବା ସହିତ ବିଭିନ୍ନ ଖାଇବା ଖାଉଛନ୍ତି । ଏହା ସହିତ ଦୋଳି ଖେଳ ପାଖରୁ ଆରମ୍ଭ କରି ଜଳପରୀ…
ବେଦାନ୍ତ ଝାରସୁଗୁଡା ସମ୍ପ୍ରଦାୟିକ ଆଉଟରିଚ୍ ପଦକ୍ଷେପ ସହିତ ଜାତୀୟ କର୍କଟ ସଚେତନତା ଦିବସ ପାଳିତ
କ୍ୟାନସରର ପ୍ରତିରୋଧ ଏବଂ ପ୍ରାରମ୍ଭିକ ଚିହ୍ନଟ ବିଷୟରେ ଯୁବ ଛାତ୍ରୀମାନଙ୍କୁ ସଚେତନତା ସହିତ ସଜ୍ଜିତ କରିବା ପାଇଁ ଝାରସୁଗୁଡାର ମହିଳା ମହାବିଦ୍ୟାଳୟରେ ସଚେତନତା ଅଧିବେଶନ ଅନୁଷ୍ଠିତ ହୋଇଯାଇଡଛି।
ଝାରସୁଗୁଡା, ଓଡିଶା, ନଭେମ୍ବର ୮, ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ…
୨୪ ବର୍ଷ ବିଜେଡି କ୍ଷମତାରେ ରହି ବି ସୁନାବେଡ଼ାର କାହିଁକି ବିକାଶ କରିପାରିଲାନି ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ନୂଆପଡ଼ାରେ ରୋଡ୍ ସୋ’ କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଏହି ରୋଡ୍ ସୋ’ ମାଧ୍ୟମରେ ମତଦାତାଙ୍କୁ ଭୋଟ୍ ମାଗିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ରୋଡ୍ ସୋ’ ନୂଆପଡ଼ା ସହରରୁ…
ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣା: ୭ ପୋଲିସ ଅଧିକାରୀ କାର୍ଯ୍ୟରେ ଅବହେଳା କରିଥିବା ରିପୋର୍ଟରେ ଉଲ୍ଲେଖ
ପୁରୀ ଗୁଣ୍ଡିଚା ମନ୍ଦିରର ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ ସୁପାରିସ୍ । ଦଳଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଉନ୍ନୟନ କମିଶନ ଦେଇଥିବା ରିପୋର୍ଟରେ ପୁଲିସର ଅବହେଳା ସହ ଏଆଇ କାମ କରିନଥିବା ଦର୍ଶାଯାଇଛି । ଚଳିତ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବାକୁ ଏଆଇ ବ୍ୟବସ୍ଥା…
ବାଲିଯାତ୍ରାେରେ ବାସୀ ଖାଦ୍ୟ , ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ
ଆକ୍ସନରେ ଖାଦ୍ୟ ସୁରକ୍ଷା ବିଭାଗ । ଶନିବାର ଦିନ ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ ଦୋକାନୀଙ୍କ ଠାରୁ ଫାଇନ୍ ମଧ୍ୟ କଟାଯାଇଛି ।
ଖବର…