Browsing Category

Odisha

All about all odisha state news updates

ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର…

ଝାରସୁଗୁଡା, ଓଡିଶା, ୪ ନଭେମ୍ବର ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍‌, ଓଡ଼ିଶା ପୋଲିସ ସହିତ ମିଳିତ ଭାବରେ ରାଜ୍ୟ ସରକାରଙ୍କ 'ସାଇବର ସୁରକ୍ଷା ସଚେତନତା ଅଭିଯାନ - ଓଡିଶା ୨୦୨୫'ର ଏକ ଅଧିବେଶନର ଆୟୋଜନ କରିଥିଲା। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା 'ବନ୍ଦ…

ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ

ଝାରସୁଗୁଡ଼ା, କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଣ ପାଇଁ ରାଜ୍ୟ ସରକାର ବାର୍ଷିକ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ପୁଷ୍ଟିସାଧାନ ଉଦ୍ଦେଶ୍ୟରେ କାର୍ଯ୍ୟାଳୟରୁ ଆସୁଥିବା ଏହି ଖାଦ୍ୟ ଯୋଗାଣ ନାଁରେ ବଡ଼ ଧରଣର ହେରଫେର୍ ଘଟଣା ଏବେ…

ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି

ଜାନୁଆରି ୧ ତାରିଖରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି ଏନେଇ ଗତ ୨୫ ତାରିଖରେ ଡିଏମ୍ଏଫ୍ ସମ୍ମିଳନୀ ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକର ବିବରଣୀ ବାହାରକୁ ଆସିବା ପରେ ବୈଠକରେ ହୋଇଥିବା ଅନେକ କିଛି ନିଷ୍ପତ୍ତି ଏବେ ଚର୍ଚ୍ଚାର ପରିସରକୁ ଆସିଛି।…

ଆୟକର ଫାଙ୍କି ନେଇ ଉତ୍କଳ ବିଲ୍‌ଡର୍ସରେ ଚଢ଼ଉ

ଆୟକର ଫାଙ୍କି ନେଇ ଆୟକର ବିଭାଗ ଓଡ଼ିଶା ଓ ପଶ୍ଚିମବଙ୍ଗରେ ଥିବା ଉତ୍କଳ ବିଲ୍‌ଡର୍ସର ୧୪ଟି ସ୍ଥାନରେ ଚଢ଼ଉ କରିଛି। ଚଢ଼ଉ ସମୟରେ କୋଟିଏରୁ ଅଧିକ ନଗଦ ଟଙ୍କା ଓ ବହୁ ଜାଲ୍‌ କାଗଜପତ୍ର ଜବତ କରାଯାଇଛି। ଯାହାକୁ ନେଇ ଆୟକର ବିଭାଗ ସଂସ୍ଥାର ମାଲିକ ସମତେ ଆକାଉଣ୍ଟାଣ୍ଟ୍‌ଙ୍କୁ ମାରାଥନ ଜେରା କରିଛି।…

ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା

ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ କାର୍ତ୍ତିକର ଶେଷ ଦିନ । ଆଜିର ଦିନରେ ବୋଇତ ବନ୍ଦାଣ ପରମ୍ପରା ରହିଛି । ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ…

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ ହୋଇଥିବାର ଖବର ଆଜି ମିଳିଛି। ନୂଆପଡ଼ା ଉପ-ନିର୍ବାଚନ ପାଇଁ ଗତକାଲି ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ନବୀନ ପଟ୍ଟନାୟକ।  ଏହି ସମୟରେ ଆଦର୍ଶ ଆଚରଣ ବିଧି ଆଧାରରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରିଥିଲେ ଫ୍ଲାଇଂ ସ୍କ୍ବାଡ୍‌।  …

ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ…

ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି। ଏହି ପରିପ୍ରେକ୍ଷୀରେ ମହାପ୍ରଭୁ ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି। ତ୍ରୟୋଦଶୀ ତିଥି ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ସମ୍ପନ୍ନ ହୋଇଛି। ହେଲେ ମହାପ୍ରଭୁଙ୍କ…

ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ

ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ। ସେ ଫେସବୁକ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ? ଗୋଟିଏ ଶୀତଳ…

ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ…

ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ବିଜେପି ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ ।  ଆୟୋଜିତ ଏକ ସଭାରେ  ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି ।  ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ। ମିଶନ…