Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
Odisha
All about all odisha state news updates
ଜର୍ଣ୍ଣାଲିଷ୍ଟ କାଉନସିଲ ଅଫ ଇଣ୍ଡିଆ ତରଫରୁ ପ୍ରଥମ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଜର୍ଣ୍ଣାଲିଷ୍ଟ କାଉନସିଲ ଅଫ ଇଣ୍ଡିଆର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୀତ ଗୋବିନ୍ଦ ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ସାମ୍ବାଦିକମାନଙ୍କୁ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ ଦାସ, ମେଟ୍ରୋ ଗ୍ରୁପର ପରିଚାଳକ…
ଆଜି ଠାରୁ କୋଣାର୍କରେ ଜାତୀୟ ଖଣି ସମ୍ମିଳନୀ
ଖଣି ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସରକାରଙ୍କ ସହଯୋଗରେ ଜାନୁଆରି ୨୦ରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କୋଣାର୍କଠାରେ ୩ୟ ଜାତୀୟ ଖଣି ମନ୍ତ୍ରୀମାନଙ୍କ ସମ୍ମିଳନୀ ଆୟୋଜନ କରାଯାଉଛି। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ 'ବିକଶିତ ଭାରତ ୨୦୪୭'ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି । ଏଥିରେ…
ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆ ଗଲା କୁଆଡ଼େ ?
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ଦୁଇ ବର୍ଷ ଭିତରେ ଅନେକ ପ୍ରଶ୍ନ ଉଠିଲାଣି । ଏହି ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ଘଟଣାକୁ କିଏ ଲୁଚାଉଛି କି ? ଏନେଇ ରାଜନୀତି ଜୋର ଧରିଥିବା ବେଳେ ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି।…
ସଂଗଠନକୁ ସୁଦୃଢ କରିବା ଲାଗି ପଶ୍ଚିମ ଓଡ଼ିଶାରୁ ଅଭିଯାନ ଆରମ୍ଭ କରିବେ ନବୀନ
ନିର୍ବାଚନ ସରିବାର ୭ ମାସ ପରେ ବିଜେପି ସରକାର ଗୋଟିକ ପରେ ଗୋଟିଏ ଯୋଜନା ଘୋଷଣା କରି ଏହାର ଶକ୍ତି ମଜଭୁତ କରୁଛି। ଅନ୍ୟପକ୍ଷରେ ସବୁଠୁ ଅଧିକ ଚର୍ଚ୍ଚାରେ ଥବା ମୁଖ଼୍ୟ ବିରୋଧୀ ବିଜେଡ଼ିର ଆଗାମୀ କାର୍ଯ୍ୟକ୍ରମ ନେଇ ଅନେକଙ୍କ ଭିତରେ ସଂଶୟ ଦେଖାଦେଇଛି। ତେବେ ଏଭଳି ସ୍ଥିତିରେ ଦଳର ମୁଖିଆ ନବୀନ…
ଦକ୍ଷିଣ ବସ୍ତର ଜଂଗଲ ଏନକାଉଣ୍ଟରରେ ୧୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର
୧୮ ମାଓବାଦୀଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲା ମାଓ ସଙ୍ଗଠନ । ଟପ୍ ମାଓନେତା ଦାମୋଦରଙ୍କ ସମେତ ୧୮ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି । ଦକ୍ଷିଣ ବସ୍ତର ଜଂଗଲ ଏନକାଉଣ୍ଟରରେ ୧୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏହି ଏନକାଉଣ୍ଟରରେ ୧୮ ସାଥି ମୃତ୍ୟୁ ବରଣ କରିଥିବା ନେଇ ଏକ…
ଚିଲିକାରେ କମିଲା ପକ୍ଷୀଙ୍କ ସଂଖ୍ୟା
ଚିଲିକାରେ କମିଲା ପକ୍ଷୀଙ୍କ ସଂଖ୍ୟା । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବାଲୁଗାଁ ବନ୍ୟପ୍ରାଣୀ ବିଭାଗର ମିଳିତ ଆନୁକୂଲ୍ୟରେ ଚିଲିକା ଏବଂ ପକ୍ଷୀ ଅଭୟାରଣ୍ୟ ନଳବଣରେ ପକ୍ଷୀ ଗଣନା ହୋଇଛି । ରିପୋର୍ଟ ଅନୁସାରେ ସମଗ୍ର ଚିଲିକାରେ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ ହଜାର ୨୨୮ ଟି ପକ୍ଷୀଙ୍କ ସମାଗମ…
କୋରାପୁଟ ବନଖଣ୍ଡର ୬ଟି ରେଂଜର ୨୫ଟି ସ୍ଥାନରେ ହୋଇଥିବା ପକ୍ଷୀ ଗଣନାରେ ୪୦ ରକମର ୫ହଜାର ୪୧୩ଟି ପକ୍ଷୀ ଚିହ୍ନଟ
କୋରାପୁଟ ବନଖଣ୍ଡର ୬ଟି ରେଂଜର ୨୫ଟି ସ୍ଥାନରେ ହୋଇଥିବା ପକ୍ଷୀ ଗଣନାରେ ୪୦ ରକମର ୫ହଜାର ୪୧୩ଟି ପକ୍ଷୀ ଚିହ୍ନଟ କରାଯାଇଛି। ୬ଟି ରେଞ୍ଜର ରେଞ୍ଜର, ଫରେଷ୍ଟର, ଫରେଷ୍ଟ ଗାର୍ଡ, ପାରାଷ୍ଟାଫ ଓ ସ୍କ୍ବାର୍ଡ ଆଦି ଏହି ଗଣନାରେ ସାମିଲ ହୋଇଥିଲେ। କୋରାପୁଟ ବନାଞ୍ଚଳର କୋଲାବ ଜଲଭଣ୍ଡାର,…
ଆସନ୍ତା ୨୧ ରେ ୧୨ ଘଣ୍ଟିଆ ବରଗଡ ବନ୍ଦ ଡାକରା
ବରଗଡ ଜଙ୍ଗଲରୁ ଉଦ୍ଧାର ଯୁବତୀଙ୍କୁ ନ୍ୟାୟ ଦାବୀ ନେଇ ସର୍ବ ଦଳୀୟ ବୈଠକ ବସିଛି । ଏଥିରେ ଆସନ୍ତା ୨୧ ତାରିଖ ମଙ୍ଗଳବାର ଦିନ ୧୨ ଘଣ୍ଟିଆ ବରଗଡ ବନ୍ଦ ଡାକରା ଦିଆଯାଇଛି । ବର୍ତ୍ତମାନ ମଧ୍ୟ ଘଟଣାରେ ପୁଲିସ ଅନ୍ଧାରରେ ବାଡି ବୁଲାଉଛି । ପୀଡିତାଙ୍କୁ ନ୍ୟାୟ ଦାବିରେ ବରଗଡ ନାଗରିକ କମିଟି…
୨୦୩୬ ସୁଦ୍ଧା ଓଡିଶାକ ହେବ ସମୃଦ୍ଧ ରାଜ୍ୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସାମ୍ବାଦିକ ସମ୍ମିଳନୀ । କହିଲେ, ଆମ ସରକାର ମାତ୍ର ସାତ ମାସ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇ ଆମ ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ କ୍ଷେତ୍ର ପ୍ରସ୍ତୁତ କରୁଛନ୍ତି । ବର୍ତ୍ତମାନର ବିଭନ୍ନ ଆହ୍ୱାନର…
ରଘୁରାଜପୁର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ
ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ ସହ ପ୍ରଦର୍ଶନୀ ପଡ଼ିଆରେ…