Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଅମର ଦଳର ସୁପ୍ରିମୋ…
ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
ନାଆଁ ନ ନେଇ ଇସାରାରେ ପୁଣି ଭି.କେ ପାଣ୍ଡିଆନଙ୍କୁ କଟାକ୍ଷ କରିଛନ୍ତି ବହୁଚର୍ଚ୍ଚିତା ଶ୍ରୀମୟୀ ମିଶ୍ର। ଏଥର ଭି.କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ବି ଧୋଇଛନ୍ତି ସେ। ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବା ପୂର୍ବରୁ ଆଜି ଏହି ବାଣଛାଡ଼ି ବିଜେଡିକୁ…
ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ…
ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
ପଞ୍ଚୁକ ପ୍ରଥମ ଦିନରେ ପୁରୀ ଅସମ୍ଭାଳ ଭିଡ଼ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିଜେ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଭିଡ଼କୁ ଦୃଷ୍ଟିରେ ରଖି ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ ଚାଲିଛି ।
ପଞ୍ଚକର ପ୍ରଥମ ଦିନରେ ଗତକାଲି…
ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର ସାହୁଙ୍କର ପରଲୋକ ହୋଇଥିବା ନେଇ ରବିବାର ଅପରାହ୍ଣରେ ସୂଚନା ମିଳିଛି। କିଛି ମାସ ହେବ ସେ କ୍ୟାନସରରେ ପୀଡ଼ିତ ଥିଲେ। ସେଥି ପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖୁବ୍…
ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର ଆସିଛି। କୌଣସି କାରଣରୁ ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ…
ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
କାହିଁକି ଜୟ ଢୋଲକିଆ ବିଜେପିରେ ଯୋଗ ଦେଇଥିଲେ ? ଏହି ପ୍ରଶ୍ନ ଅନେକଙ୍କ ମନରେ ଉଙ୍କିମାରିଥିଲା। ଆଜି କୋମନା ବ୍ଲକ୍ ଅନ୍ତର୍ଗତ ବୁଧି କୋମନା ଗାଁରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଏହାର ଜବାବ୍ ରଖିଛନ୍ତି ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସେ କହିଛନ୍ତି, ବିଜେଡି…
ଓଡ଼ିଶା ପୁଲିସ SI କେଳେଙ୍କାରୀ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଓଡ଼ିଶା ପୁଲିସ ସବ୍ ଇନ୍ସପେକ୍ଟର (SI) ନିଯୁକ୍ତି କେଳେଙ୍କାରୀର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଶଙ୍କର ପୃଷ୍ଟିଙ୍କୁ ଶେଷରେ କ୍ରାଇମବ୍ରାଞ୍ଚ ଗିରଫ କରିବାରେ ସଫଳ ହୋଇଛି। ଗଞ୍ଜାମ ଜିଲ୍ଲାର ଏହି ମୁଖ୍ୟ ଅଭିଯୁକ୍ତଙ୍କୁ ନେପାଳ ସୀମାନ୍ତ…
ଝାରସୁଗୁଡା ଏସପି ଗୁଣ୍ଡଲା ରେଡ୍ଡୀ ରାଘବେନ୍ଦ୍ରଙ୍କୁ କେନ୍ଦ୍ରୀୟ ଗୃହମନ୍ତ୍ରୀ ପଦକ
ଝାରସୁଗୁଡା : କେନ୍ଦ୍ର ସରକାର ପକ୍ଷରୁ ପ୍ରତିବର୍ଷ 31 ଅକ୍ଟୋବରରେ ସର୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିନ ଉପଲକ୍ଷେ “ରାଷ୍ଟ୍ରୀୟ ଏକତା ଦିବସ” ଭାବେ ପାଳନ କରାଯାଏ। ଏହି ଅବସରରେ ପୋଲିସ ବିଭାଗରେ ବିଶେଷ କୁଶଳତା, ସାହସ ଓ ସେବାଭାବ ପ୍ରଦର୍ଶନ କରିଥିବା ଅଧିକାରୀମାନଙ୍କୁ “କେନ୍ଦ୍ରୀୟ…
ବେଦାନ୍ତ ଆଲୁମିନିୟମ ଝାରସୁଗୁଡା, ପ୍ରଗତିକୁ ଆଗେଇ ନେଉଥିବା ଜନ-ମୁଖ୍ୟ ସଂସ୍କୃତି ଗଠନ କରିଛି
ଭୁବନେଶ୍ୱର, ଅକ୍ଟୋବର ୩୧,୨୦୨୫: ବେଦାନ୍ତ ଆଲୁମିନିୟମ ଝାରସୁଗୁଡାରେ, ଲୋକମାନେ ପ୍ରଗତିରେ କେନ୍ଦ୍ରବିନ୍ଦୁ, ନୂତନତ୍ୱ, କାର୍ଯ୍ୟଦକ୍ଷତା ଏବଂ ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧିକୁ ଆଗେଇ ନେଉଛନ୍ତି। କମ୍ପାନୀର ଲୋକ-ପ୍ରଥମେ ଦର୍ଶନ ଏହାର କାର୍ଯ୍ୟକ୍ଷମ ଉତ୍କର୍ଷତା ଏବଂ ଏହାର ସାମାଜିକ ପ୍ରଭାବକୁ…