Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ସିବିସି ଭୁବନେଶ୍ୱର ପକ୍ଷରୁ ଖୋର୍ଦ୍ଧାଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମ ଆୟୋଜିତ
ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କର 150ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱର ପକ୍ଷରୁ ଲୋକସମ୍ପର୍କ କାର୍ଯ୍ୟକ୍ରମ ଖୋର୍ଦ୍ଧାସ୍ଥିତ ଜୟୀରାଜଗୁରୁ ଟାଉନହଲ୍…
ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଆୟୋଜିତ ହେବ
ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଭୁବନେଶ୍ବରସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମିସନ୍ ଶକ୍ତି ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗାଁଠାରୁ ଆରମ୍ଭ…
ଇ-କେୱାଇସି ନ କଲେ କାଲିଠୁ ମିଳିବନି ରାସନ
ଇ-କେୱାଇସି ନ କଲେ କାଲିଠୁ ମିଳିବନି ରାସନ। ଇ-କେୱାଇସି କରିବାର ଆଜି ଶେଷ ତାରିଖ । ଅକ୍ଟୋବର ୩୧ କଣ୍ଟ ଥିଲା ବେଳେ ବିଭାଗର ଅକଲ ଗୁଡ଼ୁମ ହୋଇଯାଇଛି । ୨୯ ତାରିଖ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୫୭ ହଜାର ୨୬୫ ଜଣ ଇ-କେୱାଇସି କରିନାହାନ୍ତି । ଏତେ ସଂଖ୍ୟକ ଲୋକଙ୍କ ଭିତରୁ କେତେ ଜଣଙ୍କ ରାସନ ବନ୍ଦ…
ଏଣିକି ସବୁ ରାଜ୍ୟରେ ପୁଲିସ ପିନ୍ଧିବେ ସମାନ ପୋଷାକ
ଏଣିକି ସବୁ ରାଜ୍ୟରେ ପୁଲିସ ପିନ୍ଧିବେ ସମାନ ପୋଷାକ । ଏକ ଦେଶ, ଏକ ପୁଲିସ ୟୁନିଫର୍ମ ନୀତି ଶୀଘ୍ର ଭାରତ ସାରା କାର୍ଯ୍ୟକାରୀ ହେବ । ବିଭିନ୍ନ ରାଜ୍ୟରେ ଆଉ ଅଲଗା ଅଲଗା ପୁଲିସ ୟୁନିଫର୍ମ ରହିବ ନାହିଁ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓଡ଼ିଶା ସହିତ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ…
ପ୍ରାଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାର ବିଭିନ୍ନ ସ୍ଥାନରେରେ ୯୨ଟି ରେଳ ଓଭରବ୍ରିଜ୍ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ। ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି। ଏହି ଅମସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପ୍ରଧାନମନ୍ତ୍ରୀ ସବୁ ସମୟରେ ଓଡ଼ିଶାର…
ଆସନ୍ତା ୩ ତାରିଖରେ ନୂଆପଡ଼ା ପ୍ରଚାର ମଇଦାନକୁ ଓହ୍ଲାଇବେ ବିରୋଧୀ ଦଳ ନେତା ନବୀନ , କଟାକ୍ଷ କଲେ ରାଜସ୍ବ ମନ୍ତ୍ରୀ
ନୂଆପଡ଼ା ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପାଇଁ ଆହ୍ବାନ ହୋଇଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଲାଗି ପଡ଼ିଛନ୍ତି ଦଳର ତୁଙ୍ଗନେତା। ଘରକୁ ଘର ବୁଲି ପ୍ରଚାର ସାଙ୍ଗକୁ ଶୋଭାଯାତ୍ରାରେ କମ୍ପୁଛି ପ୍ରଚାର ମଇଦାନ। ଆଗକୁ ପ୍ରଚାର ଆହୁରି ଜୋରଦାର ହେବ। ନୂଆପଡ଼ାର ଭୋଟର…
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ, ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ। ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ଏବେ ଅମଳ ସମୟ ଥିବାରୁ କପା ଏବଂ ଧାନ ଚାଷର କ୍ଷୟକ୍ଷତି ହୋଇଛି , କିଛି କିଛି ଜାଗାରେ ଘର ଭାଙ୍ଗିଛି । ତିନି ଦିନ…
ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ
ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ । ପ୍ରଥମେ ୪୪ଟି ତହସିଲ ଅଫିସରେ ରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ ସୂଚନା ଦେଇଛନ୍ତି।ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩…
୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
ଓଡ଼ିଶାର ଉପକୂଳରେ ୧୯୯୯ ମସିହା ଅକ୍ଟୋବର ୨୮, ୨୯ ଓ ୩୦ ତିନି ଦିନ ଧରି ପ୍ରଳୟଙ୍କରୀ ମହାବାତ୍ୟା ଏରସମା, କୁଜଙ୍ଗ, ପାରାଦ୍ୱୀପ, ତିର୍ତ୍ତୋଲ ଓ ବାଲିକୁଦା ଅଞ୍ଚଳରେ ଯେଉଁ ମୃତ୍ୟୁର ତାଣ୍ଡବଲୀଳା ସୃଷ୍ଟି କରିଥିଲା ତାହା ଭାବିଲେ ଏବେ ବି ମନ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥାଏ।…
ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ ସୃଷ୍ଟ ‘ମନ୍ଥା’ ଶେଷରେ ତାର ଗତିପଥ ବଦଳାଇ ଆନ୍ଧ୍ରପ୍ରଦେଶର କାକିନାଡ଼ା ପରିବର୍ତ୍ତେ ଅମଲାପୁରମ୍ ଠାରୁ…