Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Browsing Category
Odisha
All about all odisha state news updates
ଭିଜିଲାନ୍ସ ଜଳରେ ଡାକ୍ତର ବିଶ୍ବଜିତ ଭୂୟାଁ
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ। ବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି।
ମୋ ବସ ଡ୍ରାଇଭରଙ୍କୁ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କଡା ନିର୍ଦ୍ଦେଶ
ବେପରୁଆ ଗାଡ଼ି ଚାଲାଣ କରୁଥିବା ମୋ ବସ ଡ୍ରାଇଭରଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଗାଡ଼ିରେ ଲାଗିବ speed governance | ସହର ଭିତରେ ମୋ ବସର ସ୍ପିଡ଼ ରହିବ 40 କିଲୋମିଟର ଏବଂ ସହର ବାହାରେ ବସର ବେଗ ରହିବ 50 କିଲୋମିଟର । କେବଳ ଲାଇସେନ୍ସ ପ୍ରାପ୍ତ ଡ୍ରାଇଭର ମାନେ ଚଳାଇବେ ମୋ…
ଡିସେମ୍ବର ଶେଷ ସୁଦ୍ଧା ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବ : ସୁରେଶ ପୂଜାରୀ
ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା…
କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତୀକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି…
ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର
ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି…
ଆଜି ବିଜେପିରେ ମିଶିଲେ ସୁନନ୍ଦା ଦାସ
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହେଲେ । ଗତ କିଛି ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ସୁନନ୍ଦା |…
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ
ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ…
ଇଡକୋ ଜୁନିୟର ମ୍ୟାନେଜରଙ୍କ ଘର ସମେତ ୬ଟି ଜାଗାରେ ଭିଜିଲାନ୍ସର ଚଢାଉ
ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ…
କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର
ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ…
ଟ୍ରେନ ଉପରକୁ ଗୁଳି ମାଡ଼
ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ…