Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Odisha
All about all odisha state news updates
ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
ବଙ୍ଗୋପସାଗରରେ ଗଭୀର ଅବପାତ କେନ୍ଦ୍ରୀଭୂତ ହେଉଛି। ସମୁଦ୍ରରୁ ବଳ ଗୋଟାଇବା ସହିତ ସୋମବାର ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ପରେ ସମୁଦ୍ର ଭିତେର ଅଧିକ ବଳ ଗୋଟାଇ ଭୀଷଣ ବାତ୍ୟା ରୂପନେଇ ସ୍ଥଳଭାଗ ମୁହାଁଇବ ‘ମନ୍ଥା’। ଆନ୍ଧ୍ରପ୍ରଦେଶର ମଛଲିପଟନମ୍ ଓ…
ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
ବଙ୍ଗୋପସାଗରରେ ଆସୁଥିବା ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ? ଓଡ଼ିଶାରେ ଏହାର ପ୍ରଭାବ କଣ ପଡିବ? କେଉଁ କେଉଁ ଜିଲ୍ଲାରେ କେତେ ବର୍ଷା ହେବ? ଏହାକୁ ନେଇ ଲୋକେ ଭୟଭୀତ ହୋଇପଡିଥିବାବେଳେ ସ୍ପଷ୍ଟ ହୋଇଛି ବାତ୍ୟାର ଗତିପଥ । ସ୍ପଷ୍ଟ ହୋଇଛି କେଉଁଠି ଛୁଇଁବ ସ୍ଥଳଭାଗ ।ଅଶାନ୍ତ ହୋଇଛି ବଂଗୋପସାଗର।…
ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଉ ୨୪ଘଣ୍ଟା ଭିତରେ ଭୟଙ୍କର ରୂପ ଧାରଣ କରିବ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି.…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି…
ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
ରାଜ୍ୟ କ୍ୟାବିନେଟର ୨୯ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ବୈଠକ ପରେ…
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର । ମୁକାବିଲା ପାଇଁ ପୂରା ପ୍ରସ୍ତୁତ ସରକାର । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । କେମିତି ବାତ୍ୟା ମୋନ୍ଥାକୁ…
ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ,…
ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।…
ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
ନୂଆପଡା ଲଢେଇରେ କାହାର ହେବ ବାଜି। ବିଜେପି କହୁଛି ଜିତିବ । ବିଜେଡି କହୁଛି ଜିତିବ । କଂଗ୍ରେସ ପ୍ରାର୍ଥୀ ମଧ୍ୟ କହୁଛନ୍ତି ସେ ଏଥର ନିଶ୍ଚୟ ଜିତିବେ । ପରସ୍ପର ଦଳ ପରସ୍ପରକୁ ଟାର୍ଗେଟ କରୁଛନ୍ତି । ଗାଁ ଗାଁରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ବିତାର ଝଲକ ଦେଖିବାକୁ ମିଳୁଛି । ବିଜେଡି, କଂଗ୍ରେସ ଓ…
ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ…