Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Browsing Category
Stocks
All stocks related news will be updated here
ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଅନୁମୋଦନ
ଏୟାର ଇଣ୍ଡିଆ ସହ ଭିସ୍ତାରା ମିଶ୍ରଣକୁ ଜାତୀୟ କମ୍ପାନୀ ଆଇନ ଟ୍ରିବୁନାଲ (ଏନ୍ସିଏଲଟି) ଅନୁମୋଦନ ଦେଇଛି। ଫଳରେ ଉଭୟ ଟାଟା ଗ୍ରୁପ୍ ବିମାନସେବା ସଂସ୍ଥାର ମିଶ୍ରଣ ଆଉ ଏକ ପାଦ ଆଗକୁ ଯାଇଛି। ୨୦୨୨ ନଭେମ୍ବରରେ ପ୍ରଥମେ ଏହି ମିଶ୍ରଣ ନେଇ ଘୋଷଣା ହୋଇଥିଲା। ଭିସ୍ତାରାର ୪୯% ଅଂଶଧନ ସିଙ୍ଗାପୁର…
ସେନସେକ୍ସ ରେକର୍ଡ ସୃଷ୍ଟି କଲା
ସେନସେକ୍ସ ଏକ ରେକର୍ଡ ସୃଷ୍ଟି କରିଛି ଏବଂ ଏହା ରେକର୍ଡସ୍ତରୀୟ ଅଙ୍କରେ ପହଞ୍ଚିଛି। ଏହା ସହିତ, ନିଫ୍ଟି ମଧ୍ୟ ୨୩ ହଜାର ଅଙ୍କ ଅତିକ୍ରମ କରିଛି। ଲୋକସଭା ନିର୍ବାଚନ ଫଳାଫଳ ପ୍ରକାଶ ୪ ଜୁନ୍ରେ ଷ୍ଟକ୍ ମାର୍କେଟରେ ବହୁତ ହ୍ରାସ ଘଟିଥିଲା ଏବଂ ନିବେଶକମାନେ ପ୍ରାୟ ୩୦ ଲକ୍ଷ କୋଟି ଟଙ୍କା…
ଶେୟାର ବଜାରରେ ଉତ୍ସାହ
୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର…
ଶେୟାର ବଜାରରେ ହାହାକାର
କ୍ରମାଗତ ୫ଦିନ ଶେୟାର ବଜାରରେ କାରବାର ହ୍ରାସ ଘଟିବା ନିବେଶକମାନଙ୍କୁ ନିରାଶ କରିଛି। ୫ ଦିନରେ ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଥିବା ଷ୍ଟକ୍ ମାକେର୍ଟ ତଥ୍ୟରୁ ଜଣାପଡ଼ିଛି। ଗୁରୁବାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪୨୦ଲକ୍ଷ କୋଟି ଟଙ୍କାରୁ ହ୍ରାସ ପାଇ…
ଶେୟାର ବଜାର କାରବାରରେ ହ୍ରାସ
୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦ (୧୮.୮୯) ପଏଣ୍ଟ…
ସର୍ବକାଳୀନ ଉଚ୍ଚରେ ସେନସେକ୍ସ
ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ ଏବଂ ନିଫ୍ଟି ବେଞ୍ଚମାର୍କ ସର୍ବକାଳୀନ ଉଚ୍ଚ ସ୍ତରକୁ ଛୁଇଁଛି। ଗୁରୁବାର ନିଫ୍ଟି ନୂତନ ଉଚ୍ଚତାକୁ ସ୍ପର୍ଶ କରିଥିଲା ବେଳେ ଗୁରୁବାର ମଧ୍ୟ ଏହି ଧାରା…
ଶେୟାର ବଜାର କାରବାରରେ ହ୍ରାସ
ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇରେ ପଞ୍ଜୀକୃତ ଷ୍ଟକ୍ଗୁଡିକର ଶେୟାର ବଡ ଧରଣର କମିଥିଲାବେଳେ ନିବେଶକମାନେ ଲକ୍ଷାଧିକ ଟଙ୍କାର କ୍ଷତି ସହିଛନ୍ତି। ଏପରିକି ଦିନକରେ ନିବେଶକ ୭(୭,୩୪,୫୧୩.୪୮କୋଟି) ଲକ୍ଷ କୋଟିରୁ ଅଧିକ ଟଙ୍କା ହରାଇଛନ୍ତି।ଉଲ୍ଲେଖଯୋଗ୍ୟ, ଷ୍ଟକ୍ ବଜାରର ସୂଚନା ଅନୁଯାୟୀ,…
ଶେୟାର ବଜାରରେ ହାହାକାର
ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ ହୋଇଥିଲା ବେଳେ ନିଫ୍ଟି ମଧ୍ୟ ୧୭୨.୩୫ ପଏଣ୍ଟ ହ୍ରାସ ପାଇ…
ସେୟାର ବଜାର ୪ କୋଟି ବୃଦ୍ଧି
ଦେଶର ସେୟାର ବଜାରରେ ଖୁଚୁରା ନିବେଶକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ଗତବର୍ଷ ଖୁଚୁରା ନିବେଶକ ସଂଖ୍ୟା (ଡିମାଟ୍ ଆକାଉଣ୍ଟ୍) ୪.୦୩ କୋଟି (୩୧.୨୩ %) ବୃଦ୍ଧି ଘଟିଛି। ଏଥିରେ ୧.୨୮ କୋଟି ନିବେଶକ (୩୨.୧୬%) ନୂଆ ନିବେଶକ ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶରୁ…
ସେନ୍ସେକ୍ସ ୮.୪୮ ଲକ୍ଷ କୋଟି ବୃଦ୍ଧି
ସେନ୍ସେକ୍ସ ୧୧୪.୪୯ ପଏଣ୍ଟ ବା ୦.୧୬ ପ୍ରତିଶତ ବୃଦ୍ଧି ଘଟି ୭୩,୮୫୨.୯୪ ପଏଣ୍ଟରେ ବନ୍ଦ ହୋଇଛି। ଗତ ୪ ଦିନରେ ସେନ୍ସେକ୍ସ ୧୩୬୩.୯୫ ପଏଣ୍ଟ ବୃଦ୍ଧି ଘଟିଛି। ଏଥିଯୋଗୁ ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ କମ୍ପାନିଙ୍କ ବଜାରପୁଞ୍ଜି ୮ ଲକ୍ଷ ୪୮ ହଜାର ୩୨୮ କୋଟି ୯୦ ଲକ୍ଷ ବୃଦ୍ଧି…