Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Browsing Category
Stocks
All stocks related news will be updated here
ଶେୟାର ବଜାର କାରବାରରେ ଉତ୍ସାହ
କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୯୦(୮୯.୮୩)…
ନିବେଶକଙ୍କୁ ସତର୍କ କଲା ଷ୍ଟକ୍ ଏକ୍ସଚେଞ୍ଜ୍
ଡିପ୍ଫେକ୍ ଭିଡିଓ କେବଳ ନେତା, ଅଭିନେତା କିମ୍ବା ବଡ଼ ଉଦ୍ୟୋଗୀଙ୍କ ମଧ୍ୟରେ ଆଉ ସୀମିତ ନାହିଁ। ବମ୍ବେ ଷ୍ଟକ ଏକ୍ସଚେଞ୍ଜ୍ (ବିଏସ୍ଇ)ର ଏମ୍ଡି ତଥା ସିଇଓ ସୁନ୍ଦରରମଣ ରାମମୂର୍ତ୍ତି ମଧ୍ୟ ଏହାର ଶିକାର ହୋଇଛନ୍ତି। ତାଙ୍କ ନାମରେ ନକଲି ଭିଡିଓ ଓ ଅଡିଓ ପ୍ରସ୍ତୁତ କରାଯାଇ ସାମାଜିକ…
ଜିଡିପି ଅଭିବୃଦ୍ଧି ହାର ୬.୮%
ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍ଏଫ୍) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍ରେ ଏପରି ଆକଳନ ପ୍ରକାଶ କରିଛି। ଆଇଏମ୍ଏଫ୍ ୨୦୨୪ରେ ଭାରତରେ ଜିଡିପି ଅଭିବୃଦ୍ଧି ହାରକୁ ୬.୮ ପ୍ରତିଶତ ହେବ ବୋଲି ଆକଳନ କରିଛି। ଜିଡିପି ଅଭିବୃଦ୍ଧି ହାର ୬.୫ ପ୍ରତିଶତ ହେବ ବୋଲି ଗତ ଜାନୁଆରୀରେ ଆକଳନ…
ଷ୍ଟକ୍ ମାର୍କେଟରେ ହାହାକାର
ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ ସମଗ୍ର ବିଶ୍ୱରେ ଉତ୍ତେଜନା ବୃଦ୍ଧି ପାଇଛି। ଏଥି ସହିତ, ଆଗାମୀ ସମୟ ବହୁତ କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି। ବିଶେଷକରି ଅଶୋଧିତ ତୈଳ ମୂଲ୍ୟ ଏବଂ ମୁଦ୍ରାସ୍ଫୀତିର ବ୍ୟାପକ ବୃଦ୍ଧି ହେବାର ସମ୍ଭାବନା ଅଛି।…
ସେନ୍ସେକ୍ସ, ପ୍ରଥମ ଥର ପାଇଁ ୭୫,୦୦୦ ପାର
ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ସପ୍ତାହ କାରବାରର ୩ୟ ଦିନରେ ଘରୋଇ ଶେୟାର ବଜାର ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଶେୟାର ବଜାରର କାରବାର ସର୍ବୋଚ୍ଚସ୍ତରରେ ପହଞ୍ଚଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ଦୀର୍ଘ ବର୍ଷ ପରେ ପ୍ରଥମ ଥର ପାଇଁ…
ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ
ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନସେକ୍ସ ମଙ୍ଗଳବାର ଏକ ଗୁରୁତ୍ବପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରି ପ୍ରଥମ ଥର ପାଇଁ ୭୫ ହଜାର ପଏଣ୍ଟରୁ ଉପର ସ୍ତରରେ ବନ୍ଦ ହୋଇଛି। ଅବଶ୍ୟ କାରବାର ଶେଷ ବେଳକୁ ସେହି ସ୍ତରକୁ ବଜାୟ ରଖିବାରେ ସେନ୍ସେକ୍ସ ବିଫଳ ହୋଇଥିଲା। କାରବାର ଶେଷରେ ୫୯ ପଏଣ୍ଟ ହ୍ରାସ ସହ…
ମାର୍ଚ୍ଚରେ ଜିଏସଟି ସଂଗ୍ରହ
ମାର୍ଚ୍ଚ ୨୦୨୪ରେ ଜିଏସଟି ଆଦାୟ ୨୦୨୩ ମାର୍ଚ୍ଚ ତୁଳନାରେ ୧୧.୫ ପ୍ରତିଶତ ବୃଦ୍ଧି ପାଇଛି । ମାସିକ ଜିଏସଟି ଆଦାୟରେ ଏହା ହେଉଛି ଦ୍ୱିତୀୟ ସର୍ବୋଚ୍ଚ ସ୍ତର । ୨୦୨୩-୨୪ ଆର୍ଥିକ ବର୍ଷରେ ମୋଟ ଜିଏସ୍ ଟି ଆଦାୟ ୨୦.୧୪ ଲକ୍ଷ କୋଟି ଟଙ୍କା ରହିଛି, ଯାହା କି ୨୦୨୨-୨୩ ଆର୍ଥିକ ବର୍ଷ ତୁଳନାରେ…
ଭାରତୀୟ ଶେୟାର ବଜାର
ଏପ୍ରିଲ ପ୍ରଥମ ସପ୍ତାହର ପ୍ରଥମ ଦିନରୁ ଭାରତୀୟ ଶେୟାର ବଜାର ଏକ ଶକ୍ତିଶାଳୀ ଆରମ୍ଭ କରିଛି ଏବଂ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ବଜାର ଖୋଲିବା ମାତ୍ରେ ୭୪,୧୦୧ ର ଏକ ଉଚ୍ଚ ସ୍ତରରେ ପହଞ୍ଚିଛି। ବଜାର ଖୋଲିବାର ୨୦ ମିନିଟ୍ ମଧ୍ୟରେ, ସେନ୍ସେକ୍ସ ଏବଂ…
ଭାରତୀୟ ଷ୍ଟକ୍ ବଜାରରେ ଆଜି ଉତ୍ସାହ
ଆମେରିକାର ଫେଡେରାଲ୍ ରିଜର୍ଭ ସୁଧ ହ୍ରାସ ସଙ୍କେତ ଦେବା ପରେ ଭାରତୀୟ ଷ୍ଟକ୍ ବଜାରରେ ଆଜି ଉତ୍ସାହଜନକ କାରବାର ହୋଇଛି। ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଗୁରୁବାର ୫୪୦ ପଏଣ୍ଟ ବୃଦ୍ଧି ପାଇ ୭୨,୬୪୧ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ନିଫ୍ଟି ୧୭୨ ପଏଣ୍ଟ…
ଫେରିଲେ ବିଦେଶୀ ନିବେଶକ
ବିଦେଶୀ ନିବେଶକମାନେ ପୁଣି ଥରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେମାନେ ଭାରତୀୟ ଷ୍ଟକ୍ ବଜାର ପ୍ରଦର୍ଶନ ଉପରେ ଭରସା ପ୍ରକଟ କରିଛନ୍ତି। ଭାରତୀୟ ଅର୍ଥନୀତିର ଚମତ୍କାର ପ୍ରଦର୍ଶନ ସେମାନଙ୍କୁ ପ୍ରତ୍ୟାବର୍ତ୍ତନ କରିବାକୁ ବାଧ୍ୟ କରିଛି। ସେଥିପାଇଁ ମାର୍ଚ୍ଚ ମାସର ପ୍ରଥମ ୧୫ ଦିନରେ…